ପ୍ରେରିତ 21:11 - ପବିତ୍ର ବାଇବଲ (CL) NT (BSI)11 ସେ ଆମ ନିକଟକୁ ଆସି ପାଉଲଙ୍କ କଟି ବନ୍ଧନୀ ନେଲେ, ସେଥିରେ ସେ ନିଜ ହାତ ଓ ଗୋଡ଼ ବାନ୍ଧି କହିଲେ, “ପବିତ୍ରଆତ୍ମା ମୋତେ ଜଣାଉଛନ୍ତି ଯେ, ଏହି କଟି ବନ୍ଧନୀର ଅଧିକାରୀଙ୍କୁ ଯିରୂଶାଲମରେ ଇହୁଦୀମାନେ ଏହିପରି ବାନ୍ଧି ତାଙ୍କୁ ଅଣଇହୁଦୀମାନଙ୍କ ହାତରେ ସମର୍ପଣ କରିବେ।” Gade chapit laପବିତ୍ର ବାଇବଲ (Re-edited) - (BSI)11 ସେ ଆମ୍ଭମାନଙ୍କ ନିକଟକୁ ଆସି ପାଉଲଙ୍କ କଟିବନ୍ଧନ ଘେନି ଆପଣା ହସ୍ତପଦ ବନ୍ଧନ କରି କହିଲେ, ପବିତ୍ର ଆତ୍ମା ଏହା କହନ୍ତି, ଏହି କଟିବନ୍ଧନର ଅଧିକାରୀଙ୍କି ଯିରୂଶାଲମନିବାସୀ ଯିହୁଦୀମାନେ ଏହିପରି ବାନ୍ଧି ବିଜାତିମାନଙ୍କ ହସ୍ତରେ ସମର୍ପଣ କରିବେ। Gade chapit laଓଡିଆ ବାଇବେଲ11 ସେ ପାଉଲଙ୍କ କଟି ବନ୍ଧନ ଘେନି ଆପଣା ହସ୍ତପାଦ ବନ୍ଧନ କରି ସେ ଆମ୍ଭମାନଙ୍କ ନିକଟକୁ ଆସି କହିଲେ, ପବିତ୍ର ଆତ୍ମା ଏହା କହନ୍ତି, ଏହି କଟିବନ୍ଧନର ଅଧିକାରୀଙ୍କୁ ଯିରୂଶାଲମ ନିବାସୀ ଯିହୂଦୀମାନେ ଏହିପରି ବାନ୍ଧି ଅଣଯିହୂଦୀମାନଙ୍କ ହସ୍ତରେ ସମର୍ପଣ କରିବେ । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସେ ପାଉଲଙ୍କ କଟି ବନ୍ଧନ ଘେନି ଆପଣା ହସ୍ତପାଦ ବନ୍ଧନ କରି ସେ ଆମ୍ଭମାନଙ୍କ ନିକଟକୁ ଆସି କହିଲେ, ପବିତ୍ର ଆତ୍ମା ଏହା କହନ୍ତି, ଏହି କଟିବନ୍ଧନର ଅଧିକାରୀଙ୍କୁ ଯିରୂଶାଲମ ନିବାସୀ ଯିହୁଦୀମାନେ ଏହିପରି ବାନ୍ଧି ଅଣଯିହୁଦୀମାନଙ୍କ ହସ୍ତରେ ସମର୍ପଣ କରିବେ। Gade chapit laପବିତ୍ର ବାଇବଲ11 ସେ ଆମ୍ଭପାଖକୁ ଆସି ପାଉଲଙ୍କ କଟୀବନ୍ଧନ ମାଗି ନେଇ ନିଜ ହାତ ଗୋଡ଼ ବାନ୍ଧି ପକେଇଲେ ଓ କହିଲେ, “ପବିତ୍ରଆତ୍ମା ଏପରି କହନ୍ତି ଏହି କଟୀବନ୍ଧନ ଯାହାର ଅଟେ, ‘ତାହାଙ୍କୁ ଯିରୁଶାଲମରେ ଯିହୂଦୀମାନେ ଏହିପରି ବାନ୍ଧି। ସେମାନେ ତାହାଙ୍କୁ ଅଣଯିହୂଦୀମାନଙ୍କ ହାତରେ ସମର୍ପଣ କରିବେ।’” Gade chapit la |
ଈଶ୍ୱର ଉକ୍ତ ଭାବବାଦୀମାନଙ୍କ ନିକଟରେ ପ୍ରକାଶ କଲେ ଯେ, ସେମାନେ ନିଜର ହିତ ପାଇଁ କିଛି କରୁ ନ ଥିଲେ। ସେମାନେ ଯାହା କହୁଥିଲେ, ତାହା ତୁମ୍ଭମାନଙ୍କ ପାଇଁ ଉଦ୍ଦିଷ୍ଟ ଥିଲା। ସ୍ୱର୍ଗରୁ ପ୍ରେରିତ ପବିତ୍ରଆତ୍ମାଙ୍କ ଶକ୍ତିରେ ବର୍ତ୍ତମାନ ଯେଉଁ ବାର୍ତ୍ତାବହମାନେ ସୁସମାଚାର ପ୍ରଚାର କରୁଛନ୍ତି, ତୁମ୍ଭେମାନେ ଏବେ ସେମାନଙ୍କଠାରୁ ସେହିସବୁ କଥା ଶୁଣୁଛ- ଏହି ସମସ୍ତ ବିଷୟରେ ମର୍ମ ବୁଝିବା ପାଇଁ ସ୍ୱର୍ଗଦୂତମାନେ ମଧ୍ୟ ଇଚ୍ଛୁକ।
ତିନିଦିନ ପରେ ପାଉଲ ସ୍ଥାନୀୟ ଇହୁଦୀ ନେତାମାନଙ୍କୁ ଏକ ସଭାରେ ଯୋଗ ଦେବା ପାଇଁ ନିମନ୍ତ୍ରଣ କଲେ। ସେମାନେ ଏକତ୍ରିତ ହେବାକୁ ପାଉଲ ସେମାନଙ୍କୁ କହିଲେ: “ଇଶ୍ରାଏଲୀୟ ଭାଇମାନେ, ଆମ ଲୋକମାନଙ୍କ ବିରୁଦ୍ଧରେ କିମ୍ବା ଆମ ପିତୃପୁରୁଷମାନଙ୍କଠାରୁ ଆମେ ପାଇଥିôବା ରୀତିନୀତି ବିରୁଦ୍ଧରେ ମୁଁ କିଛି କରି ନ ଥିଲେ ସୁଦ୍ଧା, ଯିରୂଶାଲମରେ ମୁଁ ବନ୍ଦୀ ହୋଇ ରୋମୀୟମାନଙ୍କ ହାତରେ ସମର୍ପିତ ହୋଇଛି।