Biblia Todo Logo
Bib sou entènèt

- Piblisite -




ପ୍ରେରିତ 23:2 - ପବିତ୍ର ବାଇବଲ (CL) NT (BSI)

2 ଏହି କଥା ଶୁଣି ମହାଯାଜକ ଆନାନୀୟ ପାଉଲଙ୍କ ମୁହଁରେ ଚାପୁଡ଼ା ମାରିବା ପାଇଁ ପାଉଲଙ୍କ ନିକଟରେ ଠିଆ ହୋଇଥିବା ଲୋକମାନଙ୍କୁ ଆଦେଶ ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ସେଥିରେ ମହାଯାଜକ ହାନାନ ତାଙ୍କ ପାଖରେ ଠିଆ ହୋଇଥିବା ଲୋକମାନଙ୍କୁ ତାଙ୍କ ମୁଖରେ ଆଘାତ କରିବା ପାଇଁ ଆଜ୍ଞା ଦେଲେ।

Gade chapit la Kopi

ଓଡିଆ ବାଇବେଲ

2 ସେଥିରେ ମହାଯାଜକ ହାନାନ ତାଙ୍କ ପାଖରେ ଠିଆ ହୋଇଥିବା ଲୋକମାନଙ୍କୁ ତାହାଙ୍କ ମୁଖରେ ଆଘାତ କରିବା ପାଇଁ ଆଜ୍ଞା ଦେଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସେଥିରେ ମହାଯାଜକ ହାନାନ ତାହାଙ୍କ ପାଖରେ ଠିଆ ହୋଇଥିବା ଲୋକମାନଙ୍କୁ ତାହାଙ୍କ ମୁଖରେ ଆଘାତ କରିବା ପାଇଁ ଆଜ୍ଞା ଦେଲେ।

Gade chapit la Kopi

ପବିତ୍ର ବାଇବଲ

2 ଏହା ଶୁଣି ମହାଯାଜକ ହନାନିୟ ତାହାଙ୍କ ପାଖରେ ଠିଆ ହୋଇଥିବା ଲୋକମାନଙ୍କୁ ତାହାଙ୍କ ମୁହଁରେ ଗ୍ଭପୁଡ଼ା ମାରିବା ପାଇଁ ଆଦେଶ ଦେଲେ।

Gade chapit la Kopi




ପ୍ରେରିତ 23:2
9 Referans Kwoze  

ଯୀଶୁ ଏ କଥା କହିବାବେଳେ ଜଣେ ପ୍ରହରୀ ତାଙ୍କୁ ଚାପୁଡ଼ା ମାରି କହିଲା: “ତୋର ଏଡ଼େ ସାହସ! ପ୍ରଧାନ ଯାଜକଙ୍କୁ ଏମିତି କହୁଛୁ?”


ପାଞ୍ଚ ଦିନ ପରେ ପ୍ରଧାନ ଯାଜକ ଆନାନୀୟ କେତେକ ଇହୁଦୀ ନେତା ଓ ତର୍ତ୍ତୁଲସ୍ ନାମକ ଜଣେ ଓକିଲଙ୍କ ସହିତ ସିସେରିଆକୁ ଗଲେ। ସେମାନେ ଫେଲିକ୍ସ୍ଙ୍କ ସମ୍ମୁଖରେ ଉପସ୍ଥିତ ହୋଇ ପାଉଲଙ୍କ ବିରୁଦ୍ଧରେ ସେମାନଙ୍କର ଅଭିଯୋଗ ପେଶ୍ କଲେ।


ତା’ପରେ ସେମାନେ ଯୀଶୁଙ୍କ ମୁହଁରେ ଛେପ ପକାଇ ତାଙ୍କୁ ମାଡ଼ ଦେଲେ। କେତେକ ତାଙ୍କୁ ଚାପୁଡ଼ା ମାରି କହିଲେ,


ଯୀଶୁ ତାକୁ କହିଲେ, “ମୁଁ ଯଦି କୌଣସି ଭୁଲ କଥା କହିଛି, ତାହା ସମସ୍ତଙ୍କ ଆଗରେ ପ୍ରକାଶ କର। ଯଦି ମୁଁ ସତ୍ୟ କହିଥାଏ, ତେବେ ମୋତେ ମାରୁଛ କାହିଁକି?”


Swiv nou:

Piblisite


Piblisite