Biblia Todo Logo
Bib sou entènèt

- Piblisite -




ପ୍ରେରିତ 23:4 - ପବିତ୍ର ବାଇବଲ (CL) NT (BSI)

4 ପାଉଲଙ୍କ ନିକଟରେ ଥିବା ଲୋକମାନେ ତାଙ୍କୁ କହିଲେ, “ତୁମେ ଈଶ୍ୱରଙ୍କ ପ୍ରଧାନ ଯାଜକଙ୍କୁ ଅପମାନ କରୁଛ!”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ସେଥିରେ ପାଖରେ ଠିଆ ହୋଇଥିବା ଲୋକମାନେ କହିଲେ, ତୁ କି ଈଶ୍ଵରଙ୍କ ମହାଯାଜକଙ୍କୁ ନିନ୍ଦା କରୁଅଛୁ?

Gade chapit la Kopi

ଓଡିଆ ବାଇବେଲ

4 ସେଥିରେ ନିକଟରେ ଠିଆ ହୋଇଥିବା ଲୋକମାନେ କହିଲେ, ତୁ କି ଈଶ୍ୱରଙ୍କ ମହାଯାଜକଙ୍କୁ ନିନ୍ଦା କରୁଅଛୁ ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସେଥିରେ ନିକଟରେ ଠିଆ ହୋଇଥିବା ଲୋକମାନେ କହିଲେ, ତୁ କି ଈଶ୍ବରଙ୍କ ମହାଯାଜକଙ୍କୁ ନିନ୍ଦା କରୁଅଛୁ?

Gade chapit la Kopi

ପବିତ୍ର ବାଇବଲ

4 ପାଉଲଙ୍କ ପାଖରେ ଠିଆ ହୋଇଥିବା ଲୋକମାନେ କହିଲେ, “ତୁମ୍ଭେ ପରମେଶ୍ୱରଙ୍କର ମହାଯାଜକଙ୍କୁ ସେପରି କଥା କହିପାରିବ ନାହିଁ। ତୁମ୍ଭେ ଏପରି କହି ତାହାଙ୍କୁ ଅପମାନ କରୁଛ।”

Gade chapit la Kopi




ପ୍ରେରିତ 23:4
3 Referans Kwoze  

“ମୋର ଅନୁଗାମୀ ହୋଇଥିବାରୁ ଲୋକେ ତୁମକୁ ଅପମାନ ଦେବେ, ନିର୍ଯ୍ୟାତନା କରିବେ ଓ ତୁମ ବିରୁଦ୍ଧରେ ମିଥ୍ୟା ରଟନା କରିବେ,


ପାଉଲ ତାହାଙ୍କୁ କହିଲେ, “ହେ ଚୂନ ବୋଳା ଧବଳ ପ୍ରାଚୀର, ପ୍ରଭୁ ନିଶ୍ଚୟ ତୁମକୁ ଆଘାତ କରିବେ। ଆଇନ ଅନୁଯାୟୀ ମୋର ବିଚାର କରିବାକୁ ତୁମେ ସେଠାରେ ବସିଛ, ଅଥଚ ମୋତେ ଆଘାତ କରିବା ପାଇଁ ଆଦେଶ ଦେଇ ତୁମେ ଆଇନ ଭଙ୍ଗ କରୁଛ!”


ପାଉଲ ଉତ୍ତର ଦେଲେ, “ହେ ଇଶ୍ରାଏଲୀୟ ଭାଇମାନେ, ସେ ପ୍ରଧାନ ଯାଜକ ବୋଲି ମୁଁ ଜାଣି ନ ଥିଲି। ଧର୍ମଶାସ୍ତ୍ରରେ ଉଲ୍ଲେଖ ଅଛି, ‘ତୁମେ ନିଜ ଜାତିର ଶାସକଙ୍କ ଗ୍ଳାନି କର ନାହିଁ’।”


Swiv nou:

Piblisite


Piblisite