Biblia Todo Logo
Bib sou entènèt

- Piblisite -




ପ୍ରେରିତ 23:7 - ପବିତ୍ର ବାଇବଲ (CL) NT (BSI)

7 ସେମାନଙ୍କ ଭିତରେ ଦଳଗତ ବିଭେଦ ସୃଷ୍ଟି ହେଲା ଏବଂ ସେ ଠିକ୍ ଏ କଥା କହିବା ସଙ୍ଗେ ସଙ୍ଗେ ଫାରୁଶୀ ଓ ସାଦ୍ଦୁକୀମାନଙ୍କ ମଧ୍ୟରେ କଳହ ଆରମ୍ଭ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ସେ ଏହି କଥା କହିବାରୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ମଧ୍ୟରେ ବିବାଦ ଘଟିଲା, ଆଉ ସଭାରେ ଦଳଭେଦ ହେଲା।

Gade chapit la Kopi

ଓଡିଆ ବାଇବେଲ

7 ସେ ଏହି କଥା କହିବାରୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ମଧ୍ୟରେ ବିବାଦ, ଓ ସଭାରେ ଦଳଭେଦ ଘଟିଲା ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ସେ ଏହି କଥା କହିବାରୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ମଧ୍ୟରେ ବିବାଦ, ଓ ସଭାରେ ଦଳଭେଦ ଘଟିଲା।

Gade chapit la Kopi

ପବିତ୍ର ବାଇବଲ

7 ପାଉଲ ଏପରି କହିବା ମାତ୍ରେ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ମଧ୍ୟରେ ବହୁତ ତର୍କ-ବିତର୍କ ହେଲା। ସଭା ଦୁଇ ଦଳରେ ଭାଗ ହୋଇଗଲା।

Gade chapit la Kopi




ପ୍ରେରିତ 23:7
6 Referans Kwoze  

ନଗରର ଲୋକମାନେ ଦୁଇ ଦଳରେ ବିଭକ୍ତ ହେଲେ। ସେମାନଙ୍କ ମଧ୍ୟରୁ କେତେ ଜଣ ଇହୁଦୀମାନଙ୍କୁ ଓ ଆଉ କେତେକ ପ୍ରେରିତ ଶିଷ୍ୟମାନଙ୍କୁ ସମର୍ଥନ କଲେ।


“ମୁଁ ଜଗତରେ ଶାନ୍ତି ପ୍ରତିଷ୍ଠା କରିବାକୁ ଆସିଛି ବୋଲି ମନେକର ନାହିଁ। ନା, ମୁଁ ଶାନ୍ତି ଆଣିବାକୁ ଆସି ନାହିଁ-ଖଡ଼୍ଗ ନେଇ ଆସିଛି।


ଇହୁଦୀମାନଙ୍କ ଦଳରେ କେତେକ ଫାରୁଶୀ ଓ ଆଉ କେତେକ ସାଦ୍ଦୁକୀ ଥିବାର ଦେଖି ପାଉଲ ମହାସଭାକୁ ଆହ୍ୱାନ କରି କହିଲେ, “ହେ ଇଶ୍ରାଏଲୀୟ ଭାଇମାନେ, ମୁଁ ଜଣେ ଫାରୁଶୀ, ଫାରୁଶୀ ବଂଶରେ ମୋର ଜନ୍ମ। ମୃତମାନଙ୍କ ପୁନରୁତ୍ଥାନରେ ମୁଁ ବିଶ୍ୱାସ କରିବା ହେତୁ ଏଠାରେ ମୋର ବିଚାର କରାଯାଉଛି।”


(କାରଣ ସାଦ୍ଦୁକୀମାନଙ୍କ ମତରେ ମୃତମାନଙ୍କ ପୁନରୁତ୍ଥାନ ନାହିଁ, ସ୍ୱର୍ଗଦୂତ ବା ଆତ୍ମାମାନଙ୍କର ଅସ୍ତିତ୍ୱ ନାହିଁ; କିନ୍ତୁ ଫାରୁଶୀମାନେ ଏହି ତିନୋଟି ବିଷୟରେ ବିଶ୍ୱାସ କରନ୍ତି।)


Swiv nou:

Piblisite


Piblisite