Biblia Todo Logo
Bib sou entènèt

- Piblisite -




ପ୍ରେରିତ 24:3 - ପବିତ୍ର ବାଇବଲ (CL) NT (BSI)

3 ପ୍ରତ୍ୟେକ ସ୍ଥାନରେ ଓ ସବୁ ସମୟରେ ଆମେ ଏହାର ସ୍ୱାଗତ କରିଛୁ, ଆମେ ଆପଣଙ୍କ ନିକଟରେ ଗଭୀର ଭାବରେ କୃତଜ୍ଞ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଏହା ଆମ୍ଭେମାନେ ସର୍ବତୋଭାବରେ ଓ ସର୍ବ ସ୍ଥାନରେ ସମ୍ପୂର୍ଣ୍ଣ କୃତଜ୍ଞତା ସହିତ ସ୍ଵୀକାର କରୁଅଛୁ।

Gade chapit la Kopi

ଓଡିଆ ବାଇବେଲ

3 ଏହା ଆମ୍ଭେମାନେ ସର୍ବତୋଭାବରେ ଓ ସର୍ବସ୍ଥାନରେ ସମ୍ପୂର୍ଣ୍ଣ କୃତଜ୍ଞତା ସହିତ ସ୍ପୀକାର କରୁଅଛୁ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଏହା ଆମ୍ଭେମାନେ ସର୍ବତୋଭାବରେ ଓ ସର୍ବସ୍ଥାନରେ ସମ୍ପୂର୍ଣ୍ଣ କୃତଜ୍ଞତା ସହିତ ସ୍ୱୀକାର କରୁଅଛୁ।

Gade chapit la Kopi

ପବିତ୍ର ବାଇବଲ

3 ଏଥିପାଇଁ ଆମ୍ଭେ ସବୁ ପ୍ରକାର ଓ ସର୍ବଦା ଆପଣଙ୍କ ନିକଟରେ ଅତ୍ୟନ୍ତ କୃତଜ୍ଞ।

Gade chapit la Kopi




ପ୍ରେରିତ 24:3
7 Referans Kwoze  

ପାଉଲ ଉତ୍ତର ଦେଲେ, “ମୁଁ ପାଗଳ ନୁହେଁ, ମଣିମା! ମୁଁ ଯାହା କହୁଛି, ତାହା ସତ୍ୟ ଓ ଯୁକ୍ତିଯୁକ୍ତ।


“ମାନ୍ୟବର ରାଜ୍ୟପାଳ ଫେଲିକ୍ସ୍ଙ୍କୁ କ୍ଳଡିଅସ୍ ଲିସିଅସ୍ର ନମସ୍କାର।


ତେଣୁ ମହାଭାଗ, ମୁଁ ଯତ୍ନ ସହକାରେ ଆରମ୍ଭରୁ ଏହିସବୁ ବିଷୟ ଅନୁଧ୍ୟାନ କରିଥିବାରୁ ତୁମ ନିକଯକୁ ଏହାର ଏକ ଧାରାବାହିକ ବିବରଣୀ ଲେଖିବାକୁ ଉଚିତ ମନେକଲି।


ପାଉଲଙ୍କ ଯାତ୍ରା ନିମନ୍ତେ କେତେକ ଅଶ୍ୱ ଦିଅ ଓ ନିରାପଦରେ ତାଙ୍କୁ ରାଜ୍ୟପାଳ ଫେଲିକ୍ସ୍ଙ୍କ ନିକଟକୁ ନେଇଯାଅ।”


ପାଉଲଙ୍କୁ ନେଇ ସିସେରିଆରେ ପହଞ୍ଚିଲେ। ସେଠାରେ ସୈନ୍ୟାଧ୍ୟକ୍ଷଙ୍କ ପତ୍ର ସହ ପାଉଲଙ୍କୁ ରାଜ୍ୟପାଳଙ୍କ ଜିମା କରିଦେଲେ।


ତା’ପରେ ପାଉଲଙ୍କୁ ସେଠାରେ ଉପସ୍ଥିତ କରାଗଲା ଏବଂ ତର୍ତ୍ତୁଲସ୍ ନିମ୍ନୋକ୍ତଭାବେ ତାଙ୍କର ଅଭିଯୋଗଗୁଡ଼ିକ ଦର୍ଶାଇଲେ: “ମହାଭାଗ, ଆପଣଙ୍କ ବିଜ୍ଞ ନେତୃତ୍ୱ ଦ୍ୱାରା ଆମେ ଦୀର୍ଘ ଦିନ ଧରି ଶାନ୍ତିରେ ବାସ କରୁଅଛୁ ଓ ଆମ ଦେଶର ମଙ୍ଗଳ ନିମନ୍ତେ ଅନେକ ସଂସ୍କାରମୂଳକ କାର୍ଯ୍ୟ କରାଯାଇଛି।


ସେ ଯାହାହେଉ, ମୁଁ ଆପଣଙ୍କର ଅଧିକ ସମୟ ନେବାକୁ ଚାହେଁ ନାହିଁ, ତେଣୁ ଆପଣ ଦୟା କରି ଆମର ସଂକ୍ଷିପ୍ତ ବିବରଣୀ ଶୁଣିବା ପାଇଁ ମୋର ଅନୁରୋଧ।


Swiv nou:

Piblisite


Piblisite