Biblia Todo Logo
Bib sou entènèt

- Piblisite -




ପ୍ରେରିତ 24:6 - ପବିତ୍ର ବାଇବଲ (CL) NT (BSI)

6 ସେ ଆମ ମନ୍ଦିରକୁ ଅପବିତ୍ର କରିବାକୁ ଚେଷ୍ଟା କଲାବେଳେ ଆମେ ତାକୁ ଗିରଫ କଲୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଆହୁରି ମଧ୍ୟ ଏ ମନ୍ଦିର ଅଶୁଚି କରିବାକୁ ଚେଷ୍ଟା କରିଥିଲା, କିନ୍ତୁ ଆମ୍ଭେମାନେ ଏହାକୁ ଧରିଲୁ [ଆଉ ଆପଣମାନଙ୍କ ବ୍ୟବସ୍ଥା ଅନୁସାରେ ଏହାର ବିଚାର କରିବାକୁ ଇଚ୍ଛା କରିଥିଲୁ।

Gade chapit la Kopi

ଓଡିଆ ବାଇବେଲ

6 ଆହୁରି ମଧ୍ୟ ଏ ମନ୍ଦିର ଅଶୁଚି କରିବାକୁ ଚେଷ୍ଟା କରିଥିଲା, କିନ୍ତୁ ଆମ୍ଭେମାନେ ଏହାକୁ ଧରିଲୁ ଆଉ ଆପଣଙ୍କ ମୋଶାଙ୍କ ବ୍ୟବସ୍ଥା ଅନୁସାରେ ଏହାର ବିଚାର କରିବାକୁ ଇଚ୍ଛା କରିଥିଲୁ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଆହୁରି ମଧ୍ୟ ଏ ମନ୍ଦିର ଅଶୁଚି କରିବାକୁ ଚେଷ୍ଟା କରିଥିଲା, କିନ୍ତୁ ଆମ୍ଭେମାନେ ଏହାକୁ ଧରିଲୁ ଆଉ ଆପଣମାନଙ୍କ ବ୍ୟବସ୍ଥା ଅନୁସାରେ ଏହାର ବିଚାର କରିବାକୁ ଇଚ୍ଛା କରିଥିଲୁ।

Gade chapit la Kopi

ପବିତ୍ର ବାଇବଲ

6 ଏପରିକି ସେ ମନ୍ଦିରକୁ ଅପବିତ୍ର କରିବା ପାଇଁ ମଧ୍ୟ ଚେଷ୍ଟା କରୁଥିଲା।

Gade chapit la Kopi




ପ୍ରେରିତ 24:6
8 Referans Kwoze  

ମନ୍ଦିରରେ କାହାରି ସହିତ ମୋତେ ଯୁକ୍ତିତର୍କ କରୁଥିବା ଇହୁଦୀମାନେ ଦେଖି ନ ଥିଲେ କିମ୍ବା ସମାଜ ଗୃହମାନଙ୍କରେ ଅବା ସହରର ଅନ୍ୟ କୌଣସି ସ୍ଥାନରେ ମୋତେ ଲୋକମାନଙ୍କୁ ବତାଉ ଥିବାର ଦେଖି ନ ଥିଲେ।


ଏହି ଲୋକମାନେ ମନ୍ଦିରରୁ କିଛି ଚୋରୀ କରି ନାହାନ୍ତି, କିମ୍ବା ଆମ ଦେବୀଙ୍କ ବିରୁଦ୍ଧରେ କୌଣସି କୁତ୍ସାଜନକ କଥା କହି ନାହାନ୍ତି, ତଥାପି ତୁମେ ଏମାନଙ୍କୁ ଧରି ଆଣିଛ।


ପିଲାତ କହିଲେ, “ତା’ ହେଲେ ତାଙ୍କୁ ନେଇଯାଇ ତୁମ୍ଭମାନଙ୍କ ବ୍ୟବସ୍ଥା ଅନୁଯାୟୀ ବିଚାର କର।” ସେମାନେ ଉତ୍ତର ଦେଲେ, “କାହାକୁ ପ୍ରାଣ ଦଣ୍ଡାଜ୍ଞା ଦେବା ପାଇଁ ଆମର ଅଧିକାର ନାହିଁ।”


ସେମାନେ ଚିକ୍ରାର କରୁଥିଲେ, ଲୁଗା ଉଡ଼ାଇ ଥିଲେ ଓ ଉପରକୁ ଧୂଳି ଫିଙ୍ଗୁଥିଲେ।


Swiv nou:

Piblisite


Piblisite