Biblia Todo Logo
Bib sou entènèt

- Piblisite -




ପ୍ରେରିତ 24:9 - ପବିତ୍ର ବାଇବଲ (CL) NT (BSI)

9 ଉପସ୍ଥିତ ଇହୁଦୀମାନେ ଏହି ଅଭିଯୋଗ ସତ୍ୟ ବୋଲି ଦୃଢ଼ଭାବେ ସମର୍ଥନ ଜଣାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଯିହୁଦୀମାନେ ମଧ୍ୟ ଅଭିଯୋଗରେ ମିଶି ଏହିସମସ୍ତ କଥା ସତ୍ୟ ବୋଲି କହିଲେ।

Gade chapit la Kopi

ଓଡିଆ ବାଇବେଲ

9 ଯିହୂଦୀମାନେ ମଧ୍ୟ ଅଭିଯୋଗରେ ମିଶି ଏହି ସମସ୍ତ କଥା ସତ୍ୟ ବୋଲି କହିଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଅନ୍ୟ ଯିହୁଦୀମାନେ ମଧ୍ୟ ଅଭିଯୋଗରେ ମିଶି ଏହି ସମସ୍ତ କଥା ସତ୍ୟ ବୋଲି କହିଲେ।

Gade chapit la Kopi

ପବିତ୍ର ବାଇବଲ

9 ତା'ପରେ ସମସ୍ତ ଯିହୂଦୀମାନେ ଏହି ଅଭିଯୋଗ ସତ୍ୟ ବୋଲି କହିଲେ।

Gade chapit la Kopi




ପ୍ରେରିତ 24:9
13 Referans Kwoze  

ଏପରିକି ଯେଉଁ ସୁସମାଚାର ପ୍ରଚାର ଦ୍ୱାରା ଅଣଇହୁଦୀମାନଙ୍କର ପରିତ୍ରାଣ ସାଧନ ହୋଇପାରେ, ସେଥିରୁ ସେମାନେ ଆମକୁ ନିବୃତ୍ତ କରିବାକୁ ଚେଷ୍ଟା କରୁଛନ୍ତି। ଏହିପରି ଭାବରେ ସେମାନେ ଅନବରତ କରୁଥିବା ପାପର ମାତ୍ରା ଚରମ ସୀମାରେ ଆସି ପହଞ୍ଚିଛି। ପରିଶେଷରେ ଏବେ ସେମାନଙ୍କ ବିରୁଦ୍ଧରେ ଈଶ୍ୱରଙ୍କ କ୍ରୋଧ ପ୍ରଜ୍ଜ୍ୱଳିତ ହୋଇଛି।


ତୁମ୍ଭେମାନେ ତୁମ୍ଭମାନଙ୍କର ପିତା ଶୟତାନର ସନ୍ତାନ; ତାହାର ଇଚ୍ଛା ଅନୁସାରେ କାର୍ଯ୍ୟ କରିବାକୁ ଲାଳାୟିତ। ସୃଷ୍ଟିର ଆରମ୍ଭରୁ ସେ ଥିଲା ନରହନ୍ତା। ସେ କେବେ ସତ୍ୟର ପକ୍ଷପାତୀ ନ ଥିଲା କାରଣ ତା’ଠାରେ ଲେଶମାତ୍ର ସତ୍ୟ ନାହିଁ। ମିଥ୍ୟା କହିବା ତା’ ପକ୍ଷରେ ସ୍ୱାଭାବିକ। କାରଣ ସେ ନିଜେ ମିଥ୍ୟାବାଦୀ ଓ ସକଳ ମିଥ୍ୟାର ଜନକ।


ଆମେ ଏହା ବିରୁଦ୍ଧରେ ଯେଉଁ ସବୁ ଅଭିଯୋଗ କରୁଛୁ, ତାହା ଆପଣ ନିଜେ ଏହି ଲୋକକୁ ଜେରା କରି ଜାଣିପାରିବେ।”


Swiv nou:

Piblisite


Piblisite