Biblia Todo Logo
Bib sou entènèt

- Piblisite -




ପ୍ରେରିତ 26:12 - ପବିତ୍ର ବାଇବଲ (CL) NT (BSI)

12 ଏହି ଉଦ୍ଦେଶ୍ୟରେ ମୁଖ୍ୟ ଯାଜକମାନଙ୍କଠାରୁ କ୍ଷମତା ପତ୍ର ଓ ଆଦେଶ ନେଇ ମୁଁ ଦାମାସ୍କସ୍କୁ ଯାଇଥିଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଏହି ଉଦ୍ଦେଶ୍ୟରେ ପ୍ରଧାନ ଯାଜକମାନଙ୍କଠାରୁ କ୍ଷମତା ଓ ଆଜ୍ଞାପତ୍ର ଘେନି ଦାମାସ୍କସ୍କୁ ଯାଉଥିବା ସମୟରେ,

Gade chapit la Kopi

ଓଡିଆ ବାଇବେଲ

12 ଏହି ଉଦ୍ଦେଶ୍ୟରେ ପ୍ରଧାନ ଯାଜକମାନଙ୍କଠାରୁ କ୍ଷମତା ଓ ଆଦେଶପତ୍ର ଘେନି ଦମ୍ମେସକକୁ ଯାଉଥିବା ସମୟରେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଏହି ଉଦ୍ଦେଶ୍ୟରେ ପ୍ରଧାନ ଯାଜକମାନଙ୍କଠାରୁ କ୍ଷମତା ଓ ଆଦେଶପତ୍ର ଘେନି ଦମ୍ମେଶକକୁ ଯାଉଥିବା ସମୟରେ,

Gade chapit la Kopi

ପବିତ୍ର ବାଇବଲ

12 “ଥରେ ମୁଖ୍ୟ ଯାଜକମାନେ ମୋତେ ଦମ୍ମେସକ ନଗରକୁ ଯିବା ପାଇଁ ଅନୁମତି ଓ କ୍ଷମତା ଦେଲେ।

Gade chapit la Kopi




ପ୍ରେରିତ 26:12
12 Referans Kwoze  

ଯିରୂଶାଲମରେ ମୁଁ ସେପରି କଲି। ପ୍ରଧାନ ଯାଜକମାନଙ୍କଠାରୁ କ୍ଷମତା ପତ୍ର ନେଇ ଈଶ୍ୱରଙ୍କ ଭକ୍ତମାନଙ୍କ ମଧ୍ୟରୁ ଅନେକଙ୍କୁ କାରାଗାରରେ ନିକ୍ଷେପ କଲି ଓ ସେମାନଙ୍କୁ ମୃତ୍ୟୁଦଣ୍ଡ ଦିଆଯିବାବେଳେ ମୁଁ ତାହାର ସପକ୍ଷରେ ଥିଲି।


ପ୍ରଧାନ ଯାଜକ ଓ ଫାରୁଶୀମାନେ ଆଦେଶ ଜାରି କରିଥିଲେ ଯେ ଯଦି କେହି ଯୀଶୁ କେଉଁଠାରେ ଅଛନ୍ତି ଜାଣିଥାଏ, ତେବେ ଏ ଖବର ଶୀଘ୍ର କର୍ତ୍ତୃପକ୍ଷମାନଙ୍କୁ ଜଣାଇ ଦେବେ। ତା’ହେଲେ ସେମାନେ ଯୀଶୁଙ୍କୁ ଗିରଫ କରିବେ।


ହେ ରାଜନ୍, ହଠାତ୍ ଦିନେ ମଧ୍ୟାହ୍ନ ସମୟରେ ରାଜପଥ ଉପରେ ମୁଁ ସୂର୍ଯ୍ୟାଲୋକଠାରୁ ଏକ ଅଧିକ ତେଜୋମୟ ଆଲୋକ ଦେଖିଲି, ଆକାଶରୁ ସେହି ଆଲୋକ ଆସି ମୋର ଓ ମୋ’ ସହଯାତ୍ରୀମାନଙ୍କ ଚତୁର୍ଦ୍ଦିଗରେ ଉଦ୍ଭାସିତ ହେଲା।


ସର୍ବଶେଷରେ ସେ ମୋ’ ପରି ଜଣେ ଅକାଳଜାତକୁ ମଧ୍ୟ ଦର୍ଶନ ଦେଇଛନ୍ତି।


Swiv nou:

Piblisite


Piblisite