Biblia Todo Logo
Bib sou entènèt

- Piblisite -




ପ୍ରେରିତ 26:15 - ପବିତ୍ର ବାଇବଲ (CL) NT (BSI)

15 ମୁଁ ପଚାରିଲି, ‘ପ୍ରଭୁ, ଆପଣ କିଏ?’ ପ୍ରଭୁ ଉତ୍ତର ଦେଲେ, “ମୁଁ ଯୀଶୁ, ଯାହାଙ୍କୁ ତୁମେ ଉତ୍ପୀଡ଼ନ କରୁଛ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ସେଥିରେ ମୁଁ କହିଲି, ପ୍ରଭୋ, ଆପଣ କିଏ? ତେଣୁ ପ୍ରଭୁ କହିଲେ, ଯେଉଁ ଯୀଶୁଙ୍କୁ ତୁମ୍ଭେ ତାଡ଼ନା କରୁଅଛ, ଆମ୍ଭେ ସେହି।

Gade chapit la Kopi

ଓଡିଆ ବାଇବେଲ

15 ସେଥିରେ ମୁଁ କହିଲି, ପ୍ରଭୁ, ଆପଣ କିଏ ? ତେଣୁ ପ୍ରଭୁ କହିଲେ ଯେଉଁ ଯୀଶୁଙ୍କୁ ତୁମ୍ଭେ ତାଡ଼ନା କରୁଅଛ, ଆମ୍ଭେ ସେହି ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ସେଥିରେ ମୁଁ କହିଲି, ପ୍ରଭୁ, ଆପଣ କିଏ? ତେଣୁ ପ୍ରଭୁ କହିଲେ “ଯେଉଁ ଯୀଶୁଙ୍କୁ ତୁମ୍ଭେ ତାଡ଼ନା କରୁଅଛ, ଆମ୍ଭେ ସେହି।

Gade chapit la Kopi

ପବିତ୍ର ବାଇବଲ

15 “ମୁଁ ପଗ୍ଭରିଲି, ‘ପ୍ରଭୁ, ଆପଣ କିଏ?’ “ସେ କହିଲେ, ‘ମୁଁ ସେହି ଯୀଶୁ, ଯାହାଙ୍କୁ ତୁମ୍ଭେ ତାଡ଼ନା କରୁଛ।’

Gade chapit la Kopi




ପ୍ରେରିତ 26:15
6 Referans Kwoze  

“ରାଜା ଉତ୍ତର ଦେବେ, ‘ମୁଁ କହୁଛି, ଏହି ନଗଣ୍ୟ ଲୋକମାନଙ୍କ ମଧ୍ୟରୁ ଜଣକୁ ସାହାଯ୍ୟ କରିବାକୁ ମନା କରିବାବେଳେ, ତୁମେ ମୋତେ ସାହାଯ୍ୟ କରିବାକୁ କୁଣ୍ଠିତ ହୋଇଛ।’


ରାଜା ଉତ୍ତର ଦେବେ, ‘ମୁଁ କହୁଛି, ଏହି ଭାଇମାନଙ୍କ ମଧ୍ୟରୁ ସବୁଠାରୁ ନଗଣ୍ୟ ପାଇଁ ଯାହା ସବୁ କରିଛ - ତାହା ମୋ’ ପାଇଁ କରିଛ।’


ଆମେ ସମସ୍ତେ ଭୂମିଶାୟୀ ହେଲୁ ଏବଂ ହୀବ୍ରୁ ଭାଷାରେ ମୋ’ ପାଇଁ ଉଦ୍ଦିଷ୍ଟ ଏହି ବାଣୀ ଶୁଣିଲି, ‘ଶାଉଲ, ଶାଉଲ! ତୁମେ କାହିଁକି ମୋତେ ତାଡ଼ନା କରୁଛ? ହଳ କରୁଥିବା ଚାଷୀର ପାଞ୍ଚଣ କଣ୍ଟା ମୁନରେ ଗୋଇଠା ମାରୁଥିବା ବଳଦ ପରି ତୁମେ ନିଜେ ଆହତ ହେବ।’


କିନ୍ତୁ ଉଠି ଠିଆ ହୁଅ। ତୁମକୁ ମୋର ସେବକ ରୂପେ ନିଯୁକ୍ତ କରିବା ପାଇଁ ମୁଁ ତୁମକୁ ଦର୍ଶନ ଦେଇଅଛି। ଆଜି ତୁମେ ମୋ’ ବିଷୟରେ ଯାହା ଦେଖିଛ ଓ ଭବିଷ୍ୟତ୍ରେ ମୁଁ ତୁମକୁ ଯାହା ଦେଖାଇବି, ସେ ବିଷୟରେ ତୁମେ ଅନ୍ୟମାନଙ୍କୁ କହିବ।


Swiv nou:

Piblisite


Piblisite