Biblia Todo Logo
Bib sou entènèt

- Piblisite -




ପ୍ରେରିତ 26:21 - ପବିତ୍ର ବାଇବଲ (CL) NT (BSI)

21 ଏହି କାରଣରୁ ମୁଁ ମନ୍ଦିରରେ ଥିବା ସମୟରେ ଇହୁଦୀମାନେ ମୋତେ ଧରି ହତ୍ୟା କରିବାକୁ ଉଦ୍ୟମ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଏହି କାରଣରୁ ଯିହୁଦୀମାନେ ମନ୍ଦିର ମଧ୍ୟରେ ମୋତେ ଧରି ବଧ କରିବାକୁ ଚେଷ୍ଟା କରୁଥିଲେ।

Gade chapit la Kopi

ଓଡିଆ ବାଇବେଲ

21 ଏହି କାରଣରୁ ଯିହୂଦୀମାନେ ମନ୍ଦିରର ମଧ୍ୟରେ ମୋତେ ଧରି ବଧ କରିବାକୁ ଚେଷ୍ଟା କରୁଥିଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଏହି କାରଣରୁ କେତେକ ଯିହୁଦୀମାନେ ମନ୍ଦିର ମଧ୍ୟରେ ମୋତେ ଧରି ବଧ କରିବାକୁ ଚେଷ୍ଟା କରୁଥିଲେ।

Gade chapit la Kopi

ପବିତ୍ର ବାଇବଲ

21 “ଏଥିପାଇଁ ମନ୍ଦିରରେ ଥିବା ସମୟରେ ଯିହୂଦୀମାନେ ମୋତେ ବନ୍ଦୀ କଲେ, ଓ ମାରିବାକୁ ଚେଷ୍ଟା କଲେ।

Gade chapit la Kopi




ପ୍ରେରିତ 26:21
5 Referans Kwoze  

ଶୁଚିକରଣ କାର୍ଯ୍ୟର ସାତ ଦିନ ସମାପ୍ତ ହେବା ସମୟରେ ଏସିଆ ପ୍ରଦେଶର କେତେକ ଇହୁଦୀ ମନ୍ଦିରରେ ପାଉଲଙ୍କୁ ଦେଖିଲେ। ସେମାନେ ସେଠାରେ ସମବେତ ହୋଇଥିବା ଜନତାକୁ ମତାଇ ପାଉଲଙ୍କୁ ଧରିଲେ।


ପାଉଲଙ୍କୁ ଯିରୂଶାଲମକୁ ଆଣି ସେମାନଙ୍କୁ ଅନୁଗୃହୀତ କରିବା ପାଇଁ ସେମାନେ ଫେଷ୍ଟସ୍ଙ୍କୁ ନିବେଦନ କଲେ, କାରଣ ସେମାନେ ପାଉଲଙ୍କୁ ବାଟରେ ହତ୍ୟା କରିବା ପାଇଁ ଯୋଜନା ପ୍ରସ୍ତୁତ କରିଥିଲେ।


ପାଉଲ ଏହି କଥା କହିବା ପର୍ଯ୍ୟନ୍ତ ଲୋକମାନେ ମନ ଦେଇ ଶୁଣୁଥିଲେ, କିନ୍ତୁ ତା’ପରେ ସେମାନେ ଉଚ୍ଚ ସ୍ୱରରେ ଚିକ୍ରାର କରି କହିଲେ, “ତାକୁ ବାହାର କରି ଦିଅ! ତାକୁ ହତ୍ୟା କର! ସେ ଜୀବନଧାରଣର ଯୋଗ୍ୟ ନୁହେଁ!”


Swiv nou:

Piblisite


Piblisite