ପ୍ରେରିତ 26:9 - ପବିତ୍ର ବାଇବଲ (CL) NT (BSI)9 “ନାଜରିତୀୟ ଯୀଶୁଙ୍କ ଆନ୍ଦୋଳନକୁ ଦମନ କରିବା ପାଇଁ ମୁଁ ଯଥାସାଧ୍ୟ ଚେଷ୍ଟା କରିବା ଉଚିତ ବୋଲି ଭାବିଥିଲି। Gade chapit laପବିତ୍ର ବାଇବଲ (Re-edited) - (BSI)9 ନାଜରିତୀୟ ଯୀଶୁଙ୍କ ନାମ ବିରୁଦ୍ଧରେ ମୋହର ଅନେକ କାର୍ଯ୍ୟ କରିବା ଯେ କର୍ତ୍ତବ୍ୟ, ଏହା ମୁଁ ନିଜେ ମନେ କରିଥିଲି। Gade chapit laଓଡିଆ ବାଇବେଲ9 ନାଜରିତୀୟ ଯୀଶୁଙ୍କ ନାମ ବିରୁଦ୍ଧରେ ମୋହର ଅନେକ କାର୍ଯ୍ୟ କରିବା ଯେ କର୍ତ୍ତବ୍ୟ ଏହା ମୁଁ ନିଜେ ମନେ କରିଥିଲି । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ନାଜରିତୀୟ ଯୀଶୁଙ୍କ ନାମ ବିରୁଦ୍ଧରେ ମୋହର ଅନେକ କାର୍ଯ୍ୟ କରିବା ଯେ କର୍ତ୍ତବ୍ୟ ଏହା ମୁଁ ନିଜେ ମନେ କରିଥିଲି। Gade chapit laପବିତ୍ର ବାଇବଲ9 “ମୁଁ ଯେତେବେଳେ ଫାରୂଶୀ ଥିଲି, ସେତେବେଳେ ମୁଁ ମଧ୍ୟ ନାଜରିତୀୟ ଯୀଶୁଙ୍କ ବିରୁଦ୍ଧରେ ଅନେକ କାର୍ଯ୍ୟ କରିବି ବୋଲି ଭାବୁଥିଲି। Gade chapit la |