Biblia Todo Logo
Bib sou entènèt

- Piblisite -




ପ୍ରେରିତ 28:3 - ପବିତ୍ର ବାଇବଲ (CL) NT (BSI)

3 ପାଉଲ ବିଡ଼ାଏ କାଠ ଉଠାଇ ନିଅାଁରେ ପକାଇବାକୁ ଯାଉଥିବାବେଳେ ସେଥିରୁ ଗୋଟିଏ ସାପ ବାହାରିଲା ଓ ଉତ୍ତାପରୁ ରକ୍ଷା ପାଇବା ପାଇଁ ତାଙ୍କ ହାତ ଉପରକୁ ଚଢ଼ି ସେଠାରେ ଲାଖି ରହିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 କିନ୍ତୁ ପାଉଲ ବିଡ଼ାଏ କାଠ ଗୋଟାଇ ନିଆଁ ଉପରେ ପକାନ୍ତେ, ତାତି ହେତୁ ଗୋଟାଏ କାଳସାପ ବାହାରି ତାଙ୍କ ହାତରେ କାମୁଡ଼ି ଲାଗିରହିଲା।

Gade chapit la Kopi

ଓଡିଆ ବାଇବେଲ

3 କିନ୍ତୁ ପାଉଲ ବିଡ଼ାଏ କାଠ ଗୋଟାଇ ନିଆଁ ଉପରେ ପକାନ୍ତେ, ତାତି ହେତୁ ଗୋଟାଏ କାଳସାପ ବାହାରି ତାଙ୍କ ହାତରେ କାମୁଡ଼ି ଲାଗିରହିଲା ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 କିନ୍ତୁ ପାଉଲ ବିଡ଼ାଏ କାଠ ଗୋଟାଇ ନିଆଁ ଉପରେ ପକାନ୍ତେ, ତାତି ହେତୁ ଗୋଟାଏ କାଳସର୍ପ ବାହାରି ତାହାଙ୍କ ହାତରେ କାମୁଡ଼ି ଲାଗିରହିଲା।

Gade chapit la Kopi

ପବିତ୍ର ବାଇବଲ

3 ପାଉଲ ବିଡ଼ାଏ କାଠ ଏକତ୍ର କରି ନିଆଁରେ ପକାଇଲେ। ସେତେବେଳେ ନିଆଁର ଉତ୍ତାପ ହେତୁ ଗୋଟିଏ ବିଷାକ୍ତ ସାପ ବାହାରି ପାଉଲଙ୍କ ହାତକୁ କାମୁଡ଼ି ଦେଲା।

Gade chapit la Kopi




ପ୍ରେରିତ 28:3
13 Referans Kwoze  

“ଆରେ ସର୍ପଗଣ! କାଳସର୍ପର ବଂଶଧର! ନରକ ଦଣ୍ଡରୁ ରକ୍ଷା ପାଇବା ବୋଲି କିପରି ଆଶା କରୁଛ?


ଆରେ ସର୍ପପରି ଖଳଲୋକେ! ନିଜେ ଖଳ ହୋଇ ତୁମ୍ଭେମାନେଳ କ’ଣ ଭଲ କଥା କହି ପାରିବ? ହୃଦୟର ଭାବ ମୁଖ ଦେଇ ପ୍ରକାଶ ପାଏ।


ସେମାନେ କ’ଣ ଖ୍ରୀଷ୍ଟଙ୍କ ସେବକ? ମୁଁ ପାଗଳ ପରି କହୁଛି, ମୁଁ ସେମାଦଙ୍କଠାରୁ ଶ୍ରେଷ୍ଠରେ ସେବକ। ମୁଁ ସେମାନଙ୍କଠାରୁ ଅଧିକ ପରିଶ୍ରମ କରିଛି, ଅଧିକ କାରାବରଣ କରିଛି ଓ ବେତମାଡ଼ ସହିଛି ଏବଂ ଅଧିକ ଥର ପ୍ରାଣ ବିପନ୍ନ କରିଛି।


ସ୍ଥାନୀୟ ଅଧିବାସୀମାନେ ପାଉଲଙ୍କ ହାତରେ ଝୁଲୁଥିବା ସାପଟିକୁ ଦେଖି ପରସ୍ପରକୁ କୁହାକୁହି ହେଲେ, “ଏ ନିଶ୍ଚୟ ଜଣେ ନରହନ୍ତା - ଯାହାହେଉ, ସେ ସମୁଦ୍ରରୁ ରକ୍ଷା ପାଇ ଯାଇଥିଲେ ସୁଦ୍ଧା ଦଇବ ହାତରୁ ଆଉ ବଞ୍ଚିବ ନାହିଁ।”


ଆମକୁ ମିଥ୍ୟାବାଦୀ ବୋଲି ଅପବାଦ ଦିଆଯାଇଛି, ଅଥଚ ଆମେ ନିରାଟ ସତ୍ୟ କହିଥାଉ। ଆମେ ସୁପରିଚିତ ହୋଇ ସୁଦ୍ଧା ଅପରିଚିତ ଜୀବତ ଥାଇ ସୁଦ୍ଧା, ମୃତ ବୋଲି ବିବେଚିତ। ଆମେ ଦଣ୍ଟିତ ହୋଇଛୁ, କିନ୍ତୁ ନିହତ ହୋଇ ନାହୁଁ।


ଯେତେବେଳେ ଯୋହନ ଦେଖିଲେ ଅନେକ ଫାରୁଶୀ ଓ ସାଦୁକୀ ଜଳଦୀକ୍ଷା ନେବା ପାଇଁ ଆସୁଛନ୍ତି; ସେମାନଙ୍କୁ ସେ କହିଲେ, “ଆରେ ସର୍ପକୁଳ! ଈଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦଣ୍ଡ ଦେବାକୁ ଯାଉଛନ୍ତି, ସେଥିରୁ ନିସ୍ତାର ପାଇ ପାରିବ ବୋଲି କିଏ ତୁମକୁ କହିଛି?


ସାପକୁ ଧରିଲେ କିମ୍ବା ବିଷପାନ କଲେ, ସେମାନଙ୍କର କିଛି କ୍ଷତି ହେବ ନାହିଁ। ସେମାନେ ପୀଡ଼ିତ ଲୋକମାନଙ୍କ ଉପରେ ହସ୍ତାର୍ପଣ କଲେ, ସେମାନେ ସୁସ୍ଥ ହେବେ।”


ସେଠାକାର ଆଦିମ ଅଧିବାସୀମାନେ ଆମ୍ଭମାନଙ୍କ ପ୍ରତି ସ୍ନେହଭାବ ଦେଖାଇଲେ। ସେତେବେଳେ ବର୍ଷା ପଡ଼ି ଶୀତ ହେଉଥିଲା। ତେଣୁ ସେମାନେ ନିଅାଁ ଜାଳି ଆମମାନଙ୍କୁ ସ୍ୱାଗତ କଲେ।


Swiv nou:

Piblisite


Piblisite