Biblia Todo Logo
Bib sou entènèt

- Piblisite -




ପ୍ରେରିତ 3:11 - ପବିତ୍ର ବାଇବଲ (CL) NT (BSI)

11 ସେ ଲୋକଟି ପିତର ଓ ଯୋହନଙ୍କ ସଙ୍ଗେ ସଙ୍ଗେ ରହିବାର ଦେଖି ଲୋକମାନେ ବିସ୍ମୟାପନ୍ନ ହୋଇ ଶଲୋମନଙ୍କ ମଣ୍ଡପ ନିକଟକୁ ଦୌଡ଼ିଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ସେ ପିତର ଓ ଯୋହନଙ୍କୁ ଧରି ରହିଥିବା ସମୟରେ ଲୋକସମସ୍ତେ ଅତିଶୟ ବିସ୍ମୟାପନ୍ନ ହୋଇ ଶଲୋମନଙ୍କ ମଣ୍ତପରେ ସେମାନଙ୍କ ନିକଟକୁ ଏକତ୍ର ଦୌଡ଼ିଆସିଲେ।

Gade chapit la Kopi

ଓଡିଆ ବାଇବେଲ

11 ସେ ପିତର ଓ ଯୋହନଙ୍କୁ ଧରି ରହିଥିବା ସମୟରେ ଲୋକ ସମସ୍ତେ ଅତିଶୟ ବିସ୍ମୟାପନ୍ନ ହୋଇ ଶଲୋମନଙ୍କ ମଣ୍ଡପରେ ସେମାନଙ୍କ ନିକଟକୁ ଏକତ୍ର ଦୌଡ଼ିଆସିଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ସେ ପିତର ଓ ଯୋହନଙ୍କୁ ଧରି ରହିଥିବା ସମୟରେ ଲୋକ ସମସ୍ତେ ଅତିଶୟ ବିସ୍ମୟାପନ୍ନ ହୋଇ ଶଲୋମନଙ୍କ ମଣ୍ଡପରେ ସେମାନଙ୍କ ନିକଟକୁ ଏକତ୍ର ଦୌଡ଼ିଆସିଲେ।

Gade chapit la Kopi

ପବିତ୍ର ବାଇବଲ

11 ସେ ସୁସ୍ଥ ଲୋକଟି ପିତର ଓ ଯୋହନଙ୍କ ପାଖେ ପାଖେ ରହିଲା। ତେଣୁ ସମସ୍ତେ ଆଶ୍ଚର୍ଯ୍ୟ ହୋଇ “ଶଲୋମନଙ୍କ ମଣ୍ଡପ”ରେ ସେମାନଙ୍କ ପାଖକୁ ଦୌଡ଼ି ଆସିଲେ। ତାହା ଦେଖି ପିତର ଲୋକମାନଙ୍କୁ କହିଲେ, “ହେ ଇସ୍ରାଏଲର ଲୋକମାନେ, ତୁମ୍ଭେମାନେ ଏହା ଦେଖି କାହିଁକି ଆଶ୍ଚର୍ଯ୍ୟ ହେଉଅଛ?

Gade chapit la Kopi




ପ୍ରେରିତ 3:11
9 Referans Kwoze  

ପ୍ରେରିତ ଶିଷ୍ୟମାନଙ୍କ ଦ୍ୱାରା ଲୋକମାନଙ୍କ ମଧ୍ୟରେ ଅନେକ ଆଶ୍ଚର୍ଯ୍ୟକର୍ମ ସାଧିତ ହେଉଥିଲା। ସମସ୍ତ ଖ୍ରୀଷ୍ଟବିଶ୍ୱାସୀ ଶଲୋମନଙ୍କ ମଣ୍ଡପରେ ଏକତ୍ର ହେଉଥିଲେ।


ଯୀଶୁ ମନ୍ଦିରର “ଶଲୋମନ” ମଣ୍ଡପ ଉପରେ ବୁଲୁଥିଲେ।


ଯେଉଁ ଲୋକଠାରୁ ଭୂତ ବାହାରି ଯାଇଥିଲା, ସେ ଯୀଶୁଙ୍କୁ ବିନତି କରି କହିଲା, “ମୋତେ ଆପଣଙ୍କ ସହିତ ଯିବାକୁ ଅନୁମତି ଦିଅନ୍ତୁ।”


ସଭାସ୍ଥଳରେ ହେଉଥିବା ଶବ୍ଦ ଶୁଣି, ଅନେକ ଲୋକ ସେଠାରେ ସମବେତ ହେଲେ। ବିଶ୍ୱାସୀମାନେ ସେଠାରେ ଉପସ୍ଥିତ ଥିବା ପ୍ରତ୍ୟେକଙ୍କ ଭାଷାରେ କଥା କହୁଥିବା ଶୁଣି ସେମାନଙ୍କ ମନରେ ଚାଞ୍ଚଲ୍ୟ ସୃଷ୍ଟି ହେଲା।


ଯୀଶୁ ପିତର ଓ ଯୋହନଙ୍କୁ ଏହି କଥା କହି ପଠାଇଲେ, “ଯାଅ ଆମ ଖାଇବା ପାଇଁ ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କର।”


ପିତର ଓ ଯୋହନଙ୍କୁ ମନ୍ଦିର ଭିତରକୁ ଯିବାର ଦେଖି ସେ ସେମାନଙ୍କୁ ଭିକ ମାଗିଲା।


ସେମାନେ ତାହାକୁ ସ୍ଥିର ଦୃଷ୍ଟିରେ ଚାହିଁଲେ ଓ ପିତର କହିଲେ, “ଆମ ଆଡ଼କୁ ଚାହଁ!”


ପିତର ସେମାନଙ୍କୁ ଦେଖି କହିଲେ, “ହେ ଇଶ୍ରାଏଲୀୟ ଭାଇମାନେ, ତୁମେ କାହିଁକି ଏଥିରେ ଆଶ୍ଚର୍ଯ୍ୟ ହୋଇ ଆମ୍ଭମାନଙ୍କ ଆଡ଼େ ଏପରି ଚାହିଁ ରହିଛ? ତୁମ୍ଭେମାନେ କ’ଣ ଭାବୁଛ ଯେ ଆମ ନିଜ ଶକ୍ତିରେ ବା ଆମ ଈଶ୍ୱରପରାୟଣତା ହେତୁ ଆମେ ଏହି ଲୋକକୁ ଚାଲିବା ଶକ୍ତି ଦେଇଛୁ?


Swiv nou:

Piblisite


Piblisite