Biblia Todo Logo
Bib sou entènèt

- Piblisite -




ପ୍ରେରିତ 3:23 - ପବିତ୍ର ବାଇବଲ (CL) NT (BSI)

23 ଯେ କେହି ସେହି ଭାବବାଦୀଙ୍କ ବାକ୍ୟ ପାଳନ ନ କରେ, ତାକୁ ଈଶ୍ୱରଙ୍କ ଲୋକମାନଙ୍କଠାରୁ ପୃଥକ୍ କରି ବିନଷ୍ଟ କରାଯିବ।’’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 କିନ୍ତୁ ଏପରି ଘଟିବ ଯେ, ଯେଉଁ ପ୍ରାଣୀ ସେହି ଭାବବାଦୀଙ୍କର କଥା ଶୁଣିବ ନାହିଁ, ସେ ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।

Gade chapit la Kopi

ଓଡିଆ ବାଇବେଲ

23 କିନ୍ତୁ ଏପରି ଘଟିବ ଯେ, ଯେଉଁ ପ୍ରାଣୀ ସେହି ଭାବବାଦୀଙ୍କର କଥା ଶୁଣିବ ନାହିଁ, ସେ ଲୋକମାନଙ୍କ ମଧ୍ୟରେ ବିନଷ୍ଟ ହେବ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 କିନ୍ତୁ ଏପରି ଘଟିବ ଯେ, ଯେଉଁ ପ୍ରାଣୀ ସେହି ଭାବବାଦୀଙ୍କର କଥା ଶୁଣିବ ନାହିଁ, ସେ ଲୋକମାନଙ୍କ ମଧ୍ୟରେ ବିନଷ୍ଟ ହେବ।

Gade chapit la Kopi

ପବିତ୍ର ବାଇବଲ

23 ଯେଉଁ ଲୋକ ତାହାଙ୍କ କଥାର ବାଧ୍ୟ ହେବ ନାହିଁ ତା'ର ମୃତ୍ୟୁ ଘଟିବ ଓ ପରମେଶ୍ୱରଙ୍କ ଲୋକମାନଙ୍କ ମଧ୍ୟରୁ ସେ ବିଚ୍ଛିନ୍ନ କରି ଦିଆଯିବ।’

Gade chapit la Kopi




ପ୍ରେରିତ 3:23
15 Referans Kwoze  

ଯେ ମୋତେ ପ୍ରତ୍ୟାଖ୍ୟାନ କରି ମୋର ବାର୍ତ୍ତା ଗ୍ରହଣ କରେ ନାହିଁ, ମୋ’ ମୁଖର ବାକ୍ୟ ତା’ର ବିଚାରକ ହେବ। ସେହି ବାକ୍ୟ ଅନ୍ତିମ ଦିବସରେ ତା’ର ବିଚାର କରିବ।


ଯେଉଁମାନଙ୍କର ନାମ ଜୀବନ ପୁସ୍ତକରେ ଲେଖାଯାଇ ନ ଥିଲା, ସେମାନେ ମଧ୍ୟ ସମସ୍ତେ ଅଗ୍ନିମୟ ହ୍ରଦରେ ନିକ୍ଷିପ୍ତ ହେଲେ।


ଅତଏବ, ସାବଧାନ, ତାହାଙ୍କର କଥାକୁ ଅବଜ୍ଞା କର ନାହିଁ। ସ୍ୱର୍ଗରୁ ବାର୍ତ୍ତା ନେଇ ଆସି ପୃଥିବୀରେ ତାହାକୁ ପରିବେଷଣ କରିଥିବା ବ୍ୟକ୍ତିଙ୍କ ପ୍ରତି ଯେଉଁମାନେ କର୍ଣ୍ଣପାତ କଲେ ନାହିଁ, ସେମାନେ କେହି ରକ୍ଷା ପାଇ ନାହିଁନ୍ତି। ତା’ହେଲେ, ଏବେ ଯେ ସ୍ୱର୍ଗରେ ଥାଇ କଥା କହିଛନ୍ତି, ତାଙ୍କୁ ଉପେକ୍ଷା କଲେ ଆମେ କଅଣ ତ୍ରାହି ପାଇ ପାରିବା?


ପଛଘୁଞ୍ଚା ଦେଇ ବିନଷ୍ଟ ହେବା ଷଳାକ ଆମେ ନୋହୁଁ। ଆମେ ଦୃଢ଼ ବିଶ୍ୱାସୀ ଓ ପରିତ୍ରାଣପ୍ରାପ୍ତ।


ପୃଥିବୀର ସୃଷ୍ଟି ପୂର୍ବରୁ ଯେଉଁମାନଙ୍କ ନାମ ବଧ ହୋଇଥିବା ମେଷଶାବକଙ୍କ ଜୀବନ ପୁସ୍ତକରେ ଲେଖାଯାଇଥିଲା, ସେମାନଙ୍କ ବ୍ୟତୀତ ପୃଥିବୀର ଅନ୍ୟ ସମସ୍ତେ ସେହି ପଶୁର ପୂଜା କରିବେ।


ତାହାହେଲେ, ଏହି ମହାପରିତ୍ରାଣକୁ ଉପେକ୍ଷା କଲେ, ଆମେ କିପରି ଉଦ୍ଧାର ପାଇବା? ଏହି ପରିତ୍ରାଣ ସ୍ୱୟଂ ପ୍ରଭୁ ନିଜେ ପ୍ରଥମେ ଘୋଷଣା କଲେ ଏବଂ ତାଙ୍କଠାରୁ ଶୁଣିବା ବ୍ୟକ୍ତିମାନେ ତାହାର ମହାସତ୍ୟ ଆମ୍ଭମାନଙ୍କ ନିକଟରେ ପ୍ରମାଣ କରିଛନ୍ତି।


ସେଥିପାଇଁ ମୁଁ କହିଛି, ତୁମେ ତୁମ ପାପରେ ମରିବ। ‘ମୁଁ ସ୍ୱୟଂ’ ସେହି - ଏହା ତୁମ୍ଭେମାନେ ବିଶ୍ୱାସ ନ କଲେ, ନିଜ ପାପରେ ମରିବ।”


ଯେ କେହି ଏଥିରେ ବିଶ୍ୱାସ କରି ଜଳଦୀକ୍ଷା ଗ୍ରହଣ କରିବ, ସେ ପରିତ୍ରାଣ ପାଇବ। ଯେ ବିଶ୍ୱାସ କରିବ ନାହିଁ, ସେ ଦୋଷୀ ସାବ୍ୟସ୍ତ ହେବ।


ସେମାନଙ୍କ ମଧ୍ୟରୁ ଅନେକେ ତାଙ୍କ ବାର୍ତ୍ତାରେ ବିଶ୍ୱାସ କରି ଜଳଦୀକ୍ଷା ଗ୍ରହଣ କଲେ। ସେଦିନ ପ୍ରାୟ ତିନି ହଜାର ଲୋକ ଶିଷ୍ୟମାନଙ୍କ ଦଳଭୁକ୍ତ ହେଲେ।


Swiv nou:

Piblisite


Piblisite