Biblia Todo Logo
Bib sou entènèt

- Piblisite -




ପ୍ରେରିତ 3:3 - ପବିତ୍ର ବାଇବଲ (CL) NT (BSI)

3 ପିତର ଓ ଯୋହନଙ୍କୁ ମନ୍ଦିର ଭିତରକୁ ଯିବାର ଦେଖି ସେ ସେମାନଙ୍କୁ ଭିକ ମାଗିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ସେ ପିତର ଓ ଯୋହନଙ୍କୁ ମନ୍ଦିରରେ ପ୍ରବେଶ କରିବାକୁ ଉଦ୍ୟତ ଦେଖି ଭିକ୍ଷା ମାଗିବାକୁ ଲାଗିଲା।

Gade chapit la Kopi

ଓଡିଆ ବାଇବେଲ

3 ସେ ପିତର ଓ ଯୋହନଙ୍କୁ ମନ୍ଦିରରେ ପ୍ରବେଶ କରିବାକୁ ଯାଉଥିବା ଦେଖି ଭିକ୍ଷା ମାଗିବାକୁ ଲାଗିଲା

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ସେ ପିତର ଓ ଯୋହନଙ୍କୁ ମନ୍ଦିରରେ ପ୍ରବେଶ କରିବାକୁ ଯାଉଥିବା ଦେଖି ଭିକ୍ଷା ମାଗିବାକୁ ଲାଗିଲା

Gade chapit la Kopi

ପବିତ୍ର ବାଇବଲ

3 ସେ ଯେତେବେଳେ ପିତର ଓ ଯୋହନଙ୍କୁ ମନ୍ଦିର ଭିତରକୁ ଯିବାର ଦେଖିଲା, ସେତେବେଳେ ସେ ସେମାନଙ୍କୁ ପଇସା ମାଗିଲା।

Gade chapit la Kopi




ପ୍ରେରିତ 3:3
4 Referans Kwoze  

ଯୀଶୁ ପିତର ଓ ଯୋହନଙ୍କୁ ଏହି କଥା କହି ପଠାଇଲେ, “ଯାଅ ଆମ ଖାଇବା ପାଇଁ ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କର।”


ଦିନେ ପିତର ଓ ଯୋହନ ପ୍ରାର୍ଥନା ସମୟ ଅପରାହ୍ନ ତିନିଟାବେଳେ ଉପାସନା ମନ୍ଦିରକୁ ଯାଉଥିଲେ।


ସେମାନେ ତାହାକୁ ସ୍ଥିର ଦୃଷ୍ଟିରେ ଚାହିଁଲେ ଓ ପିତର କହିଲେ, “ଆମ ଆଡ଼କୁ ଚାହଁ!”


ସେ ଲୋକଟି ପିତର ଓ ଯୋହନଙ୍କ ସଙ୍ଗେ ସଙ୍ଗେ ରହିବାର ଦେଖି ଲୋକମାନେ ବିସ୍ମୟାପନ୍ନ ହୋଇ ଶଲୋମନଙ୍କ ମଣ୍ଡପ ନିକଟକୁ ଦୌଡ଼ିଗଲେ।


Swiv nou:

Piblisite


Piblisite