Biblia Todo Logo
Bib sou entènèt

- Piblisite -




ପ୍ରେରିତ 3:5 - ପବିତ୍ର ବାଇବଲ (CL) NT (BSI)

5 ତେଣୁ ସେ ସେମାନଙ୍କଠାରୁ କିଛି ପାଇବା ଆଶାରେ ସେମାନଙ୍କ ଆଡ଼କୁ ଚାହିଁ ରହିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ସେଥିରେ ସେ ସେମାନଙ୍କଠାରୁ କିଛି ପାଇବା ଆଶାରେ ସେମାନଙ୍କ ଆଡ଼କୁ ଚାହିଁ ରହିଲା।

Gade chapit la Kopi

ଓଡିଆ ବାଇବେଲ

5 ସେଥିରେ ସେ ସେମାନଙ୍କଠାରୁ କିଛି ପାଇବା ଆଶାରେ ସେମାନଙ୍କ ଆଡ଼଼କୁ ଚାହିଁ ରହିଲା ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସେଥିରେ ସେ ସେମାନଙ୍କଠାରୁ କିଛି ପାଇବା ଆଶାରେ ସେମାନଙ୍କ ଆଡ଼କୁ ଚାହିଁ ରହିଲା।

Gade chapit la Kopi

ପବିତ୍ର ବାଇବଲ

5 ସେ କିଛି ପାଇବା ଆଶାରେ ସେମାନଙ୍କ ଆଡ଼େ ଦେଖିଲା।

Gade chapit la Kopi




ପ୍ରେରିତ 3:5
2 Referans Kwoze  

ସେମାନେ ତାହାକୁ ସ୍ଥିର ଦୃଷ୍ଟିରେ ଚାହିଁଲେ ଓ ପିତର କହିଲେ, “ଆମ ଆଡ଼କୁ ଚାହଁ!”


କିନ୍ତୁ ପିତର ତାକୁ କହିଲେ, “ମୋ’ ପାଖରେ ସୁନା କି ରୂପା ନାହିଁ, କିନ୍ତୁ ଯାହା ଅଛି, ମୁଁ ତୋତେ ଦେଉଛି: ନାଜରିତୀୟ ଯୀଶୁଙ୍କ ନାମରେ ମୁଁ ଆଦେଶ ଦେଉଛି, ଉଠି ଚାଲ!”


Swiv nou:

Piblisite


Piblisite