Biblia Todo Logo
Bib sou entènèt

- Piblisite -




ପ୍ରେରିତ 4:14 - ପବିତ୍ର ବାଇବଲ (CL) NT (BSI)

14 କିନ୍ତୁ ସେମାନେ ବିରୋଧ କରି କିଛି କହିପାରିଲେ ନାହିଁ; କାରଣ ସେମାନେ ସୁସ୍ଥ ହୋଇଥିବା ଲୋକଟିକୁ ପିତର ଓ ଯୋହନଙ୍କ ସହିତ ଛିଡ଼ା ହୋଇଥିବାର ଦେଖିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଆଉ ସେହି ସୁସ୍ଥ ହୋଇଥିବା ଲୋକଟିକି ସେମାନଙ୍କ ସାଙ୍ଗରେ ଠିଆ ହୋଇଥିବାର ଦେଖି, ବିରୁଦ୍ଧରେ କିଛି କହି ପାରିଲେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

14 ଆଉ ସେହି ସୁସ୍ଥ ହୋଇଥିବା ଲୋକଟି ସେମାନଙ୍କ ସାଙ୍ଗରେ ଠିଆ ହୋଇଥିବାର ଦେଖି, ସେମାନଙ୍କ ବିରୁଦ୍ଧରେ କିଛି କହି ପାରିଲେ ନାହିଁ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଆଉ ସେହି ସୁସ୍ଥ ହୋଇଥିବା ଲୋକଟି ସେମାନଙ୍କ ସାଙ୍ଗରେ ଠିଆ ହୋଇଥିବାର ଦେଖି, ସେମାନଙ୍କ ବିରୁଦ୍ଧରେ କିଛି କହି ପାରିଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

14 ସେମାନେ ଦେଖିଲେ, ସେହି ଛୋଟ ଲୋକଟି ସୁସ୍ଥ ହୋଇ ପ୍ରେରିତମାନଙ୍କ ବିରୁଦ୍ଧରେ କିଛି କହି ପାରିଲେ ନାହିଁ।

Gade chapit la Kopi




ପ୍ରେରିତ 4:14
7 Referans Kwoze  

କେହି ଏହା ଅସ୍ୱୀକାର କରିପାରେ ନାହିଁ। ତେଣୁ ତୁମେ ସବୁ ଶାନ୍ତ ହୁଅ। କୌଣସି ଅବିବେକୀ କାର୍ଯ୍ୟ କର ନାହିଁ।


କିନ୍ତୁ ମହାସଭା ସେମାନଙ୍କୁ ଆହୁରି ଦୃଢ଼ ଧମକ ଦେଇ ମୁକ୍ତ କରିଦେଲେ। ସେମାନଙ୍କୁ ଦଣ୍ଡ ଦେବା ଅସମ୍ଭବ ବୋଲି ସେମାନେ ଜାଣିପାରିଲେ, କାରଣ ସେହି ଅସାଧାରଣ ଘଟଣା ହେତୁ ଲୋକମାନେ ସମସ୍ତେ ଈଶ୍ୱରଙ୍କର ଧନ୍ୟବାଦ କରୁଥିଲେ।


ସେମାନେ କହିଲେ, “ଆମେ ଏମାନଙ୍କ ପ୍ରତି କ’ଣ କରିବା? ଏମାନେ କରିଥିବା ଏହି ଅଲୌକିକ କାର୍ଯ୍ୟ ବିଷୟରେ ଯିରୂଶାଲମର ସମସ୍ତେ ଜାଣିପାରିଛନ୍ତି। ଏହାର ସତ୍ୟତା ଆମେ ଆଉ ଅସ୍ୱୀକର କରିପାରିବା ନାହିଁ।


ତେବେ ଆପଣମାନେ ଓ ଇଶ୍ରାୟେଲର ସମସ୍ତେ ଜାଣିବା ଆବଶ୍ୟକ ଯେ, ଆପଣମାନଙ୍କ ସମ୍ମୁଖରେ ଛିଡ଼ା ହୋଇଥିବା ଏହି ଲୋକଟି କେବଳ ନାଜରିତୀୟ ଯୀଶୁଖ୍ରୀଷ୍ଟଙ୍କ ନାମର ଶକ୍ତିରେ ସଂପୂର୍ଣ୍ଣ ସୁସ୍ଥ ହୋଇଅଛି। ସେହି ଯୀଶୁଙ୍କୁ ଆପଣମାନେ କ୍ରୁଶବିଦ୍ଧ କରିଥିଲେ। କିନ୍ତୁ ଈଶ୍ୱର ତାହାଙ୍କୁ ମୃତ୍ୟୁରୁ ପୁନର୍ଜୀବିତ କରିଛନ୍ତି।


ପିତର ଓ ଯୋହନ ଅଶିକ୍ଷିତ ଓ ସାଧାରଣ ଲୋକ ଥିଲେ ବୋଲି ମହାସଭାର ସଦସ୍ୟମାନେ ଜାଣିଥିଲେ। ତେଣୁ ସେହି ଦୁଇ ଶିଷ୍ୟଙ୍କର ସାହସ ଦେଖି ସେମାନେ ଆଚମ୍ବିତ ହେଲେ। ପୁଣି ସେମାନେ ଜାଣିଥିଲେ ଯେ, ସେ ଦୁହେଁ ଯୀଶୁଙ୍କର ସହଚର ଥିଲେ।


ତେଣୁ ସେମାନେ ଶିଷ୍ୟମାନଙ୍କୁ ସଭା ମଧ୍ୟରୁ ବାହାର କରି ଦେଇ ସେମାନଙ୍କ ବିଷୟରେ ପରସ୍ପର ମଧ୍ୟରେ ଆଲୋଚନା କରିବାକୁ ଲାଗିଲେ।


Swiv nou:

Piblisite


Piblisite