Biblia Todo Logo
Bib sou entènèt

- Piblisite -




ପ୍ରେରିତ 4:16 - ପବିତ୍ର ବାଇବଲ (CL) NT (BSI)

16 ସେମାନେ କହିଲେ, “ଆମେ ଏମାନଙ୍କ ପ୍ରତି କ’ଣ କରିବା? ଏମାନେ କରିଥିବା ଏହି ଅଲୌକିକ କାର୍ଯ୍ୟ ବିଷୟରେ ଯିରୂଶାଲମର ସମସ୍ତେ ଜାଣିପାରିଛନ୍ତି। ଏହାର ସତ୍ୟତା ଆମେ ଆଉ ଅସ୍ୱୀକର କରିପାରିବା ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 କାରଣ ଏମାନଙ୍କ ଦ୍ଵାରା ଯେ, ଗୋଟିଏ ମହା ଆଶ୍ଚର୍ଯ୍ୟକର୍ମ ସାଧିତ ହୋଇଅଛି, ଏହା ଯିରୂଶାଲମ ନିବାସୀସମସ୍ତଙ୍କ ନିକଟରେ ପ୍ରକାଶିତ ହୋଇଅଛି, ଆଉ ଆମ୍ଭେମାନେ ତାହା ଅସ୍ଵୀକାର କରି ନ ପାରୁ;

Gade chapit la Kopi

ଓଡିଆ ବାଇବେଲ

16 କାରଣ ଏମାନଙ୍କ ଦ୍ୱାରା ଯେ, ଗୋଟିଏ ମହା ଆଶ୍ଚର୍ଯ୍ୟକର୍ମ ସାଧିତ ହୋଇଅଛି ଏହା ଯିରୂୂଶାଲମ ନିବାସୀସମସ୍ତଙ୍କ ନିକଟରେ ପ୍ରକାଶିତ ହୋଇଅଛି, ଆଉ ଆମ୍ଭେମାନେ ତାହା ଅସ୍ୱୀକାର କରି ନ ପାରୁ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 କାରଣ ଏମାନଙ୍କ ଦ୍ୱାରା ଯେ, ଗୋଟିଏ ମହା ଆଶ୍ଚର୍ଯ୍ୟକର୍ମ ସାଧିତ ହୋଇଅଛି ଏହା ଯିରୂଶାଲମ ସହରନିବାସୀ ସମସ୍ତଙ୍କ ନିକଟରେ ପ୍ରକାଶିତ ହୋଇଅଛି, ଆଉ ଆମ୍ଭେମାନେ ତାହା ଅସ୍ୱୀକାର କରି ନ ପାରୁ;

Gade chapit la Kopi

ପବିତ୍ର ବାଇବଲ

16 ସେମାନେ କହିଲେ, “ଏ ଲୋକମାନଙ୍କ ପ୍ରତି ଆମ୍ଭେ କ’ଣ କରିବା? ଯିରୁଶାଲମର ପ୍ରତ୍ୟେକ ଲୋକ ଜାଣିଛନ୍ତି ଯେ, ସେମାନେ ଗୋଟିଏ ଅସାଧାରଣ କାର୍ଯ୍ୟ କରିଛନ୍ତି। ଆମ୍ଭେ ଏହା ଅସ୍ୱୀକାର କରି ପାରିବା ନାହିଁ।

Gade chapit la Kopi




ପ୍ରେରିତ 4:16
10 Referans Kwoze  

କିନ୍ତୁ ପବିତ୍ରଆତ୍ମା ସ୍ତିଫାନଙ୍କୁ ଏପରି ଆଜ୍ଞା ଦେଲେ ଯେ, କେହି ତାଙ୍କର ଯୁକ୍ତି ଖଣ୍ଡନ କରିପାରିଲେ ନାହିଁ।


ସେଥିପାଇଁ ଯୀଶୁଙ୍କର ଏହି ଅଲୌକିକ କାର୍ଯ୍ୟର ଖବର ଶୁଣି ଲୋକମାନେ ଯୀଶୁଙ୍କୁ ଭେଟିବା ପାଇଁ ଯାଇଥିଲେ।


କାରଣ ମୁଁ ତୁମକୁ ଏପରି ବାକ୍ଶକ୍ତି ଓ ଜ୍ଞାନ ଦେବି ଯେ ତୁମ୍ଭମାନଙ୍କ କଥାକୁ ତୁମ ଶତ୍ରୁମାନେ ମିଥ୍ୟା ପ୍ରମାଣିତ କରି ଖଣ୍ଡନ କରି ପାରିବେ ନାହିଁ।


ସେତେବେଳେ ‘ଯୀଶୁ-ବାରବ୍ବା’ ନାମକ ଜଣେ କୁଖ୍ୟାତ ଦାଗୀ ବନ୍ଦୀ ହୋଇଥିଲା।


ସେମାନେ ଉତ୍ତର ଦେଲେ, ‘କେହି ତ ଆମକୁ କାମରେ ଲଗାଇ ନାହାନ୍ତି।’ ସେ ସେମାନଙ୍କୁ କହିଲା, ‘ଆଚ୍ଛା, ତେବେ ତୁମେ ସବୁ ମୋ’ ଦ୍ରାକ୍ଷା କ୍ଷେତକୁ ଯାଇ କାମ କର।’


Swiv nou:

Piblisite


Piblisite