Biblia Todo Logo
Bib sou entènèt

- Piblisite -




ପ୍ରେରିତ 4:23 - ପବିତ୍ର ବାଇବଲ (CL) NT (BSI)

23 ପିତର ଓ ଯୋହନ ମୁକ୍ତ ହେବା ସଙ୍ଗେ ସଙ୍ଗେ ସେମାନଙ୍କ ଦଳକୁ ଫେରିଗଲେ ଏବଂ ମୁଖ୍ୟ ଯାଜକ ଓ ଧର୍ମନେତାମାନେ ଯାହା କହିଥିଲେ, ତାହା ସେମାନଙ୍କୁ ଜଣାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ସେମାନେ ମୁକ୍ତ ହୋଇ ଆପଣା ସଙ୍ଗୀମାନଙ୍କ ନିକଟକୁ ଗଲେ ଏବଂ ପ୍ରଧାନ ଯାଜକ ଓ ପ୍ରାଚୀନମାନେ ସେମାନଙ୍କୁ ଯାହା ଯାହା କହିଥିଲେ, ସେହିସବୁ ଜଣାଇଲେ।

Gade chapit la Kopi

ଓଡିଆ ବାଇବେଲ

23 ଶିଷ୍ୟମାନେ ମୁକ୍ତ ହୋଇ ଆପଣା ସଙ୍ଗୀମାନଙ୍କ ନିକଟକୁ ଗଲେ ଏବଂ ପ୍ରଧାନ ଯାଜକ ଓ ପ୍ରାଚୀନମାନେ ସେମାନଙ୍କୁ ଯାହା ଯାହା କହିଥିଲେ, ସେହି ସବୁ ଜଣାଇଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଶିଷ୍ୟମାନେ ମୁକ୍ତ ହୋଇ ଆପଣା ସଙ୍ଗୀମାନଙ୍କ ନିକଟକୁ ଗଲେ ଏବଂ ପ୍ରଧାନ ଯାଜକ ଓ ପ୍ରାଚୀନମାନେ ସେମାନଙ୍କୁ ଯାହା ଯାହା କହିଥିଲେ, ସେହିସବୁ ଜଣାଇଲେ।

Gade chapit la Kopi

ପବିତ୍ର ବାଇବଲ

23 ପିତର ଓ ଯୋହନ ଯିହୂଦୀ ନେତାମାନଙ୍କ ସଭା ଛାଡ଼ି ନିଜ ନିଜ ବନ୍ଧୁମାନଙ୍କ ପାଖକୁ ଆସିଲେ। ମୁଖ୍ୟ ଯାଜକମାନେ ଏବଂ ପ୍ରାଚୀନ ନେତାମାନେ ସେମାନଙ୍କୁ ଯାହାସବୁ କହିଥିଲେ, ସେସବୁ କଥା ନିଜ ଦଳର ଲୋକଙ୍କୁ କହିଲେ।

Gade chapit la Kopi




ପ୍ରେରିତ 4:23
12 Referans Kwoze  

ପାଉଲ ଓ ଶୀଲା କାରାଗାର ଛାଡ଼ି ଲୁଦିଆଙ୍କ ଘରକୁ ଗଲେ। ସେଠାରେ ସେମାନେ ବିଶ୍ୱାସୀମାନଙ୍କୁ ସାକ୍ଷାତ କଲେ ଓ ସେମାନଙ୍କୁ ଉତ୍ସାହିତ କରି ସେହି ସ୍ଥାନ ଛାଡ଼ିଲେ।


ଯେଉଁ ଲୋକ ଆଶ୍ଚର୍ଯ୍ୟଭାବେ ସୁସ୍ଥତା ଲାଭ କରିଥିଲା, ତା’ର ବୟସ ଚାଳିଶ ବର୍ଷରୁ ଅଧିକ ଥିଲା।


ବିଶ୍ୱାସୀମାନେ ସବୁକଥା ଶୁଣିବା ପରେ ସମସ୍ତେ ଏକତ୍ରିତ ହୋଇ ଈଶ୍ୱରଙ୍କ ନିକଟରେ ଏହି ପ୍ରାର୍ଥନା କଲେ, “ହେ ପ୍ରଭୁ! ସ୍ୱର୍ଗ, ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସମସ୍ତ ବିଷୟର ସୃଷ୍ଟିକର୍ତ୍ତା!


Swiv nou:

Piblisite


Piblisite