Biblia Todo Logo
Bib sou entènèt

- Piblisite -




ପ୍ରେରିତ 4:4 - ପବିତ୍ର ବାଇବଲ (CL) NT (BSI)

4 କିନ୍ତୁ ଅନେକ ଲୋକ ସେମାନଙ୍କ ଶିକ୍ଷା ଶୁଣି ସେଥିରେ ବିଶ୍ୱାସ କଲେ ଓ ସେମାନଙ୍କ ସଂଖ୍ୟା ବୃଦ୍ଧି ପାଇ ପ୍ରାୟ ପ୍ରାୟ ପାଞ୍ଚ ହଜାର ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ତଥାପି ବାକ୍ୟ ଶୁଣିବା ଲୋକମାନଙ୍କ ମଧ୍ୟରୁ ଅନେକେ ବିଶ୍ଵାସ କଲେ, ଆଉ ପୁରୁଷମାନଙ୍କର ସଂଖ୍ୟା ପ୍ରାୟ ପାଞ୍ଚ ସହସ୍ର ହେଲା।

Gade chapit la Kopi

ଓଡିଆ ବାଇବେଲ

4 ତଥାପି ବାକ୍ୟ ଶୁଣିବା ଲୋକମାନଙ୍କ ମଧ୍ୟରୁ ଅନେକେ ବିଶ୍ୱାସ କଲେ, ଆଉ ପୁରୁଷମାନଙ୍କର ସଂଖ୍ୟା ପ୍ରାୟ ପାଞ୍ଚ ହଜାର ହେଲା ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତଥାପି ବାକ୍ୟ ଶୁଣିବା ଲୋକମାନଙ୍କ ମଧ୍ୟରୁ ଅନେକେ ବିଶ୍ୱାସ କଲେ, ଆଉ ପୁରୁଷମାନଙ୍କର ସଂଖ୍ୟା ପ୍ରାୟ ପାଞ୍ଚ ହଜାର ହେଲା।

Gade chapit la Kopi

ପବିତ୍ର ବାଇବଲ

4 କିନ୍ତୁ ଉପଦେଶ ଶୁଣିବା ଲୋକମାନଙ୍କ ମଧ୍ୟରୁ ଅନେକ ଲୋକ ସେମାନଙ୍କ ବାର୍ତ୍ତା ବିଶ୍ୱାସ କଲେ। ତେଣୁ ବର୍ତ୍ତମାନ ସେଠାରେ ପ୍ରାୟ ପାଞ୍ଚ ହଜାର ପୁରୁଷ ବିଶ୍ୱାସୀ ଥିଲେ।

Gade chapit la Kopi




ପ୍ରେରିତ 4:4
10 Referans Kwoze  

ସେମାନଙ୍କ ମଧ୍ୟରୁ ଅନେକେ ତାଙ୍କ ବାର୍ତ୍ତାରେ ବିଶ୍ୱାସ କରି ଜଳଦୀକ୍ଷା ଗ୍ରହଣ କଲେ। ସେଦିନ ପ୍ରାୟ ତିନି ହଜାର ଲୋକ ଶିଷ୍ୟମାନଙ୍କ ଦଳଭୁକ୍ତ ହେଲେ।


ସେମାନଙ୍କ ମଧ୍ୟରୁ କେତେକଙ୍କର ହୃଦ୍‌ବୋଧ ହେଲା, କିନ୍ତୁ ଅନ୍ୟମାନେ ବିଶ୍ୱାସ କଲେ ନାହିଁ।


ମୁଁ ତୁମକୁ ସତ୍ୟ କହୁଛି, ଗହମ ବୀଜଟିଏ ଭୂମିରେ ପଡ଼ି ମରିବା ପର୍ଯ୍ୟନ୍ତ ତାହା ଗୋଟିଏ ଦାନା ହୋଇ ରହେ, କିନ୍ତୁ ସେ ମଲେ ସେଥିରୁ ଅନେକ ବୀଜ ଉତ୍ପନ୍ନ ହୁଏ।


ଈଶ୍ୱରଙ୍କ ପ୍ରଶଂସା କରି ଜଣେ ଅନ୍ୟ ଜଣର ଗୃହରେ ପାନ ଭୋଜନ କରୁଥିଲେ। ସେମାନେ ସମସ୍ତଙ୍କର ବିଶ୍ୱାସଭାଜନ ହେଲେ ଏବଂ ଦିନକୁ ଦିନ ପରିତ୍ରାଣପ୍ରାପ୍ତ ଲୋକମାନଙ୍କୁ ପ୍ରଭୁ ସେମାନଙ୍କ ଦଳରେ ଯୋଗ ଦେଲେ।


Swiv nou:

Piblisite


Piblisite