Biblia Todo Logo
Bib sou entènèt

- Piblisite -




ପ୍ରେରିତ 4:5 - ପବିତ୍ର ବାଇବଲ (CL) NT (BSI)

5 ତା’ପର ଦିନ ଇହୁଦୀ ନେତାମାନେ, ମନ୍ଦିରର ଅନ୍ୟାନ୍ୟ ନେତୃବୃନ୍ଦ ଓ ଧର୍ମଗୁରୁମାନେ ଯିରୂଶାଲମରେ ଏକତ୍ରିତ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ପରଦିନ ଲୋକମାନଙ୍କର ଅଧ୍ୟକ୍ଷ, ପ୍ରାଚୀନ ଓ ଶାସ୍ତ୍ରୀମାନେ ଯିରୂଶାଲମରେ ଏକତ୍ରିତ ହେଲେ;

Gade chapit la Kopi

ଓଡିଆ ବାଇବେଲ

5 ପରଦିନ ଲୋକମାନଙ୍କର ଅଧ୍ୟକ୍ଷ, ପ୍ରାଚୀନ ଓ ଶାସ୍ତ୍ରୀମାନେ ଯିରୂୂଶାଲମରେ ଏକତ୍ରିତ ହେଲେ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ପରଦିନ ଲୋକମାନଙ୍କର ଅଧ୍ୟକ୍ଷ, ପ୍ରାଚୀନ ଓ ଶାସ୍ତ୍ରୀମାନେ ଯିରୂଶାଲମ ସହରରେ ଏକତ୍ରିତ ହେଲେ;

Gade chapit la Kopi

ପବିତ୍ର ବାଇବଲ

5 ତହିଁ ଆରଦିନ ସେମାନଙ୍କର ନେତାମାନେ, ପ୍ରାଚୀନମାନେ ଓ ଆଇନର ଶିକ୍ଷକମାନେ ଯିରୁଶାଲମରେ ଏକାଠି ହେଲେ।

Gade chapit la Kopi




ପ୍ରେରିତ 4:5
12 Referans Kwoze  

ପିତର ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ସେମାନଙ୍କୁ ଉତ୍ତର ଦେଲେ, “ଯିହୁଦୀ ଜାତିର ଶାସକ ଓ ଧର୍ମନେତାବୃନ୍ଦ!


ଏହି ପ୍ରକାରେ ସେମାନେ ଲୋକମାନଙ୍କୁ, ଧର୍ମନେତା ଓ ଗୁରୁମାନଙ୍କୁ ଉତ୍ତେଜିତ କଲେ ଓ ସ୍ତିଫାନଙ୍କୁ ଧରି ମହାସଭାକୁ ନେଇଗଲେ।


କିନ୍ତୁ ସେମାନଙ୍କ ମଧ୍ୟରୁ ଗମଲିଏଲ ନାମକ ଜଣେ ମାନ୍ୟାସ୍ପଦ ଫାରୂଶୀ ଧର୍ମଗୁରୁ ମହାସଭାରେ ଛିଡ଼ା ହୋଇ ପ୍ରେରିତ ଶିଷ୍ୟମାନଙ୍କୁ ବାହାରକୁ ନେଇ ଯିବା ପାଇଁ ନିର୍ଦ୍ଦେଶ ଦେଲେ


ଆମର ମୁଖ୍ୟ ଯାଜକ ଓ ଶାସକମାନେ ତାଙ୍କୁ ମୃତ୍ୟୁ ଦଣ୍ଡ ଭୋଗିବା ପାଇଁ ଶତ୍ରୁ ହସ୍ତରେ ସମର୍ପଣ କଲେ ଓ ସେ କ୍ରୁଶବିଦ୍ଧ ହେଲେ।


ପିଲାତ ମୁଖ୍ୟ ଯାଜକ, ଧର୍ମନେତା ଓ ଲୋକମାନଙ୍କୁ ଏକତ୍ର ଡ଼ାକି ପଚାରିଲେ,


ସକାଳ ହେବା ପରେ ଧର୍ମନେତା, ମୁଖ୍ୟ ଯାଜକ ଓ ଧର୍ମଗୁରୁମାନେ ଏକତ୍ର ହେଲେ ଏବଂ ଯୀଶୁଙ୍କୁ ମହାସଭା ସମ୍ମୁଖକୁ ନିଆଗଲା।


ଦିନେ ଯୀଶୁ ମନ୍ଦିରରେ ଲୋକମାନଙ୍କୁ ଶିକ୍ଷା ଦେଇ ଶୁଭବାର୍ତ୍ତା ପ୍ରଚାର କରୁଥିବାବେଳେ ମୁଖ୍ୟ ଯାଜକ ଓ ଧର୍ମଗୁରୁମାନେ, ଧର୍ମନେତାମାନଙ୍କ ସହିତ ଆସି ତାଙ୍କୁ ପଚାରିଲେ,


ମୁଖ୍ୟ ପୁରୋହିତମାନେ ରାତି ପାହିଲାକ୍ଷଣି ଧର୍ମନେତା, ଧର୍ମଗୁରୁ ଓ ମହାସଭାର ସଦସ୍ୟମାନଙ୍କ ସହିତ ତରବରରେ ପରାମର୍ଶ କରି ସେମାନଙ୍କର କର୍ମପନ୍ଥା ସ୍ଥିର କଲେ। ଯୀଶୁଙ୍କୁ ଜଞ୍ଜିରରେ ବାନ୍ଧି ନେଇ ଯାଇ ପିଲାତଙ୍କ ହସ୍ତରେ ସମର୍ପଣ କଲେ।


Swiv nou:

Piblisite


Piblisite