Biblia Todo Logo
Bib sou entènèt

- Piblisite -




ପ୍ରେରିତ 4:8 - ପବିତ୍ର ବାଇବଲ (CL) NT (BSI)

8 ପିତର ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ସେମାନଙ୍କୁ ଉତ୍ତର ଦେଲେ, “ଯିହୁଦୀ ଜାତିର ଶାସକ ଓ ଧର୍ମନେତାବୃନ୍ଦ!

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ସେଥିରେ ପିତର ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ସେମାନଙ୍କୁ କହିଲେ, ହେ ଲୋକମାନଙ୍କର ଅଧ୍ୟକ୍ଷ ଓ ପ୍ରାଚୀନମାନେ,

Gade chapit la Kopi

ଓଡିଆ ବାଇବେଲ

8 ସେଥିରେ ପିତର ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ସେମାନଙ୍କୁ କହିଲେ, ହେ ଲୋକମାନଙ୍କର ଅଧ୍ୟକ୍ଷ ଓ ପ୍ରାଚୀନମାନେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ସେଥିରେ ପିତର ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ସେମାନଙ୍କୁ କହିଲେ, ହେ ଲୋକମାନଙ୍କର ଅଧ୍ୟକ୍ଷ ଓ ପ୍ରାଚୀନମାନେ,

Gade chapit la Kopi

ପବିତ୍ର ବାଇବଲ

8 ତା'ପରେ ପିତର ପବିତ୍ରଆତ୍ମା ଦ୍ୱାରା ପରିପୂର୍ଣ୍ଣ ହୋଇ ସେମାନଙ୍କୁ କହିଲେ, “ହେ ଲୋକମାନଙ୍କର ନେତାମାନେ ଓ ପ୍ରାଚୀନ ଲୋକମାନେ!

Gade chapit la Kopi




ପ୍ରେରିତ 4:8
11 Referans Kwoze  

ସେମାନେ ସମସ୍ତେ ପବିତ୍ରଆତ୍ମାଙ୍କରେ ପୂର୍ଣ୍ଣ ହେଲେ ଓ ଆତ୍ମାଙ୍କ ଚାଳନାରେ ବିଭିନ୍ନ ଭାଷାରେ କଥା କହିବାକୁ ଲାଗିଲେ।


କିନ୍ତୁ ସ୍ତିଫାନ ପବିତ୍ରଆତ୍ମାରେ ପରିପୂର୍ଣ୍ଣ ହୋଇ ସ୍ୱର୍ଗଆଡ଼େ ଦୃଷ୍ଟିପାତ କଲେ ଏବଂ ଈଶ୍ୱରଙ୍କ ମହିମା ଓ ଯୀଶୁଙ୍କୁ ତାଙ୍କର ଦକ୍ଷିଣ ପାଶ୍ୱର୍ରେ ଠିଆ ହୋଇଥିବାର ଦେଖିଲେ।


ସେମାନେ ପ୍ରାର୍ଥନା ଶେଷ କରିବା ପରେ ଯେଉଁ ସ୍ଥାନରେ ଏକତ୍ରିତ ହୋଇଥିଲେ, ତାହା କମ୍ପି ଉଠିଲା। ସେମାନେ ସମସ୍ତେ ପବିତ୍ରଆତ୍ମାରେ ପୂର୍ଣ୍ଣ ହେଲେ ଓ ନିର୍ଭୀକଭାବେ ଈଶ୍ୱରଙ୍କର ବାର୍ତ୍ତା ପ୍ରଚାର କରିବାକୁ ଲାଗିଲେ।


ପିଲାତ ମୁଖ୍ୟ ଯାଜକ, ଧର୍ମନେତା ଓ ଲୋକମାନଙ୍କୁ ଏକତ୍ର ଡ଼ାକି ପଚାରିଲେ,


ତା’ପର ଦିନ ଇହୁଦୀ ନେତାମାନେ, ମନ୍ଦିରର ଅନ୍ୟାନ୍ୟ ନେତୃବୃନ୍ଦ ଓ ଧର୍ମଗୁରୁମାନେ ଯିରୂଶାଲମରେ ଏକତ୍ରିତ ହେଲେ।


ଏଲିଶାବେଥ୍ ମରିୟମଙ୍କ ସମ୍ଭାଷଣ ଶୁଣିବା ମାତ୍ରେ ତାଙ୍କ ଗର୍ଭସ୍ଥ ଶିଶୁଟି ଅଧିର ହୋଇ ଉଠିଲା।


ଶିଷ୍ୟମାନଙ୍କୁ ସେମାନଙ୍କ ସମ୍ମୁଖକୁ ଅଣାଇ ପ୍ରଶ୍ନ କଲେ, “ତୁମେ ଏହାସବୁ କିପରି କରୁଛ? କାହା ଶକ୍ତିରେ ବା କାହା ନାମରେ ଏହା କରୁଛ?”


କିନ୍ତୁ ଶାଉଲ (ଯାହାଙ୍କର ଅନ୍ୟ ନାମ ପାଉଲ) ପବିତ୍ରଆତ୍ମାରେ ପୂର୍ଣ୍ଣ ହୋଇ ଗୁଣିଆ ଆଡ଼କୁ ତୀକ୍ଷ୍ଣ ଦୃଷ୍ଟିରେ ଅନାଇ କହିଲେ,


Swiv nou:

Piblisite


Piblisite