Biblia Todo Logo
Bib sou entènèt

- Piblisite -




ପ୍ରେରିତ 4:9 - ପବିତ୍ର ବାଇବଲ (CL) NT (BSI)

9 ଯଦି ଆଜି ଆମେ ଏହି ଛୋଟା ପାଇଁ କରିଥିôବା ଉତ୍ତମ କାର୍ଯ୍ୟ ବିଷୟରେ ଆପଣମାନେ ପ୍ରଶ୍ନ କରୁଛନ୍ତି ଓ ସେ କିପରି ସୁସ୍ଥ ହେଲା ବୋଲି ଜାଣିବାକୁ ଚାହୁଁଛନ୍ତି,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଆଜି ଯଦି ଜଣେ ରୋଗୀ ପ୍ରତି କରାଯାଇଥିବା ଉତ୍ତମ କାର୍ଯ୍ୟ ବିଷୟରେ ଆମ୍ଭମାନଙ୍କୁ ପଚରାଯାଏ ଯେ, ଏହି ଲୋକ କି ଉପାୟରେ ସୁସ୍ଥ ହୋଇଅଛି,

Gade chapit la Kopi

ଓଡିଆ ବାଇବେଲ

9 ଆଜି ଯଦି ଜଣେ ରୋଗୀ ପ୍ରତି କରାଯାଇଥିବା ଉତ୍ତମ କାର୍ଯ୍ୟ ବିଷୟରେ ଆମ୍ଭମାନଙ୍କୁ ପଚରାଯାଏ ଯେ,ଏହି ଲୋକ କି ଉପାୟରେ ସୁସ୍ଥ ହୋଇଅଛି ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଆଜି ଯଦି ଜଣେ ରୋଗୀ ପ୍ରତି କରାଯାଇଥିବା ଉତ୍ତମ କାର୍ଯ୍ୟ ବିଷୟରେ ଆମ୍ଭମାନଙ୍କୁ ପଚରାଯାଏ ଯେ, ଏହି ଲୋକ କି ଉପାୟରେ ସୁସ୍ଥ ହୋଇଅଛି?

Gade chapit la Kopi

ପବିତ୍ର ବାଇବଲ

9 ଏହି ଛୋଟା ଲୋକଟି ପ୍ରତି କରାଯାଇଥିବା ଉତ୍ତମ କର୍ମରେ କ’ଣ ଆପଣମାନେ ଆମ୍ଭକୁ ଆଜି ପ୍ରଶ୍ନ ପଗ୍ଭରୁଛନ୍ତି? ଆପଣମାନେ କ’ଣ ପଗ୍ଭରୁଛନ୍ତି ଯେ କେଉଁ ବିଷୟ ଦ୍ୱାରା ସେ ସୁସ୍ଥ ହୋଇପାରିଲା?

Gade chapit la Kopi




ପ୍ରେରିତ 4:9
6 Referans Kwoze  

ଏହା କହି ସେ ତା’ର ଡାହାଣ ହାତ ଧରି ଉଠାଇଲେ। ସେହିକ୍ଷଣି ଲୋକଟିର ପାଦ ଓ ବଳାଗଣ୍ଠିସବୁ ବଳିଷ୍ଠ ହେଲା।


ଯୀଶୁ ସେମାନଙ୍କୁ କହିଲେ, “ମୋ’ ପିତାଙ୍କ ନିର୍ଦ୍ଦେଶରେ ମୁଁ ତୁମ ମଧ୍ୟରେ ଅନେକ ସତ୍କର୍ମ କରିଛି। ତା’ ମଧ୍ୟରୁ କେଉଁ ସତ୍କର୍ମ ଯୋଗୁ ମୋତେ ଆଜି ମାରିବାକୁ ଯାଉଛ?”


ଖ୍ରୀଷ୍ଟଙ୍କ ଅନୁଗାମୀ ହୋଇଥିବାରୁ ଅପମାନିତ ହେଲେ, ତୁମ୍ଭେମାନେ ପ୍ରକୃତରେ ଧନ୍ୟ, କାରଣ ଈଶ୍ୱରଙ୍କ ଗୌରବମୟ ଆତ୍ମା ତୁମଠାରେ ଅଧିଷ୍ଠାନ କରିଛନ୍ତି।


ଯଦି ବିଶ୍ରାମବାରରେ ଗୋଟିଏ ପୁଅକୁ ସୁନ୍ନତ କରାଇବା ଦ୍ୱାରା ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ କରାଯାଉ ନାହିଁ, ସେହିଦିନ ମୁଁ ଜଣେ ଲୋକର ଶରୀରକୁ ସମ୍ପୂଣର୍ଣ ଆରୋଗ୍ୟ କରିଦେଲେ, କାହିଁକି ଉତ୍ତ୍ୟକ୍ତ ହେଉଛ?


କିନ୍ତୁ ତା’ ବିଷୟରେ ନିର୍ଦ୍ଦିଷ୍ଟଭାବେ ସମ୍ରାଟଙ୍କୁ ଲେଖିବା ପାଇଁ ମୋର କିଛି ନାହିଁ। ତେଣୁ ମୁଁ ତାକୁ ଆପଣମାନଙ୍କ ସମ୍ମୁଖକୁ ଏବଂ ବିଶେଷଭାବେ ହେ ରାଜା ଆଗ୍ରୀପା, ଆପଣଙ୍କ ସମ୍ମୁଖକୁ ଆଣିଛି, ଯେପରି କି ତାହାର ବିଷୟ ଭଲ ଭାବରେ ତଦନ୍ତ କରିବା ପରେ ମୁଁ କିଛି ଲେଖିପାରିବି।


Swiv nou:

Piblisite


Piblisite