Biblia Todo Logo
Bib sou entènèt

- Piblisite -




ପ୍ରେରିତ 5:2 - ପବିତ୍ର ବାଇବଲ (CL) NT (BSI)

2 କିନ୍ତୁ ସ୍ତ୍ରୀର ସମ୍ପତ୍ତି ନେଇ ହନନୀୟ ବିକ୍ରୀଲବ୍ଧ ଧନର କିଛି ଅଂଶ ନିଜ ପାଇଁ ରଖି, ବଳକାତକ ପ୍ରେରିତ ଶିଷ୍ୟମାନଙ୍କୁ ଦେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ପୁଣି ଭାର୍ଯ୍ୟାର ଜ୍ଞାତସାରରେ ସେଥିର ମୂଲ୍ୟରୁ କିଛି ଲୁଚାଇ ରଖି ଅଂଶମାତ୍ର ଆଣି ପ୍ରେରିତମାନଙ୍କ ଚରଣ ତଳେ ଥୋଇଲା।

Gade chapit la Kopi

ଓଡିଆ ବାଇବେଲ

2 ପୁଣି, ଭାର୍ଯ୍ୟାର ଜ୍ଞାତସାରରେ ସେଥିର ମୂୂଲ୍ୟରୁ କିଛି ଲୁଚାଇ ରଖି, ଅବଶିଷ୍ଟ ଅଂଶମାତ୍ର ଆଣି ପ୍ରେରିତମାନଙ୍କ ଚରଣ ତଳେ ଥୋଇଲା ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି, ଭାର୍ଯ୍ୟାର ଜ୍ଞାତସାରରେ ସେଥିର ମୂଲ୍ୟରୁ କିଛି ଲୁଚାଇ ରଖି, ଅବଶିଷ୍ଟ ଅଂଶମାତ୍ର ଆଣି ପ୍ରେରିତମାନଙ୍କ ଚରଣ ତଳେ ଥୋଇଲା।

Gade chapit la Kopi

ପବିତ୍ର ବାଇବଲ

2 ସେ ତା’ ସ୍ତ୍ରୀକୁ ଜଣାଇ ତା'ର ସମ୍ମତିରେ ଏହି ସମ୍ପତ୍ତି ବିକ୍ରୀର କିଛି ଟଙ୍କା ନିଜ ପାଖରେ ରଖିଲା ଓ ବାକି ଟଙ୍କା ଆଣି ପ୍ରେରିତମାନଙ୍କ ଚରଣରେ ରଖିଲା।

Gade chapit la Kopi




ପ୍ରେରିତ 5:2
16 Referans Kwoze  

ତାଙ୍କର ଜମି ବିକ୍ରୟ କରି ଲବ୍ଧ ଧନ ପ୍ରେରିତ ଶିଷ୍ୟମାନଙ୍କୁ ଦେଲେ।


ପିତର ତାକୁ କହିଲେ, “ହନନୀୟ, ତୁମେ କାହିଁକି ଶୟତାନର ବଶୀଭୂତ ହୋଇ ଜମି ବିକ୍ରୀ କରି ପାଇଥିବା ଟଙ୍କାର କିଛି ପରିମାଣ ନିଜ ପାଇଁ ରଖି ପବିତ୍ରଆତ୍ମାଙ୍କ ସମ୍ମୁଖରେ ମିଥ୍ୟା କହିଲ? ସମ୍ପତ୍ତି ବିକ୍ରୟ କରିବା ପୂର୍ବରୁ ତାହା ତୁମର ଥିଲା;


ଦରିଦ୍ରମାନଙ୍କ ପ୍ରତି ଯିହୁଦାର ଦରଦ ଥିବାରୁ ଯେ ସେ ଏ କଥା କହିଥିଲା, ତା’ ନୁହେଁ। ସେ ଥିଲା ଗୋଟିଏ ଚୋର। ତା’ ଦାୟିତ୍ୱରେ ଥିବା ଟଙ୍କା ଥଳୀରୁ ସେ କିଛି କିଛି ଆତ୍ମସାତ୍ କରୁଥିଲା।


ସେମାନେ ଲୋକଙ୍କୁ ଦେଖାଇବା ପାଇଁ ସବୁ କାମ କରିଥାନ୍ତି। ଦେଖ, ସେମାନେ ଶାସ୍ତ୍ର ବିନ ଲେଖା ହୋଇଥିବା କେଡ଼େ କେଡ଼େ କବଚ କପାଳ ଓ ବାହୁରେ ବାନ୍ଧିଛନ୍ତି। ପୁଣି ଦେଖ, ସେମାନଙ୍କ ପୋଷାକର ଝାଲର ସବୁ କେଡ଼େ ଲମ୍ବା।


ଅର୍ଥ ଲୋଭ ସମସ୍ତ ଅନର୍ଥର ମୂଳ। ଯେଉଁମାନେ ସବୁବେଳେ କେବଳ ଅର୍ଥାଗମର ପନ୍ଥା ଖୋଜୁ ଥାଆନ୍ତି, ସେମାନେ ଧର୍ମବିଶ୍ୱାସକୁ ହରାଇ ବସନ୍ତି - ପରିଣାମରେ କେବଳ ବିଡ଼ମ୍ବନା ଓ ଦୁଃଖଭୋଗରେ ସେମାନଙ୍କ ହୃଦୟ ବିଦୀର୍ଣ୍ଣ ହୋଇଥାଏ।


ନିଜର ସ୍ୱାର୍ଥସିଦ୍ଧି ପାଇଁ କିମ୍ବା ବଡ଼ିମା ଦେଖାଇ ହେବା ପାଇଁ କୌଣସି କାର୍ଯ୍ୟ କର ନାହିଁ। କିନ୍ତୁ ଅନ୍ୟମାନଙ୍କୁ ନିଜଠାରୁ ଶ୍ରେଷ୍ଠ ମନେକରି ପରସ୍ପର ପ୍ରତି ନମ୍ର ବ୍ୟବହାର କର।


ବିଶ୍ୱାସୀମାନେ ପରସ୍ପର ସହିତ ଘନିଷ୍ଠ ବନ୍ଧୁତାରେ ଆବଦ୍ଧ ହେଲେ ଓ ମିଳିତ ଭାବରେ ସେମାନଙ୍କର ସମସ୍ତ ସମ୍ପତ୍ତି ଭୋଗ କଲେ।


ହନନୀୟ ନାମକ ଜଣେ ଲୋକ ଓ ତା’ର ସ୍ତ୍ରୀ ଶଫୀରା ସେମାନଙ୍କର ସମ୍ପତ୍ତି ବିକ୍ରୟ କଲେ।


ତାକୁ ପିତର ପଚାରିଲେ, “ତୁମେ ଓ ତୁମର ସ୍ୱାମୀ ଯେଉଁ ସମ୍ପତ୍ତି ବିକ୍ରୟ କଲ, ଏହା କ’ଣ ତା’ର ସଂପୂର୍ଣ୍ଣ ମୂଲ୍ୟ?” ସେ କହିଲା, “ହଁ।”


Swiv nou:

Piblisite


Piblisite