Biblia Todo Logo
Bib sou entènèt

- Piblisite -




ପ୍ରେରିତ 6:2 - ପବିତ୍ର ବାଇବଲ (CL) NT (BSI)

2 ତେଣୁ ବାରଜଣ ପ୍ରେରିତ ଶିଷ୍ୟ ସମସ୍ତ ବିଶ୍ୱାସୀ ଦଳକୁ ଏକତ୍ର କରି କହିଲେ, “ଆର୍ଥିକ କାରବାର ହେତୁ ଈଶ୍ୱରଙ୍କ ବାକ୍ୟ ପ୍ରଚାରରେ ଅବହେଳା କରିବା ଆମ୍ଭମାନଙ୍କ ପକ୍ଷରେ ଯଥାର୍ଥ ନୁହେଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ସେଥିରେ ଦ୍ଵାଦଶ, ଶିଷ୍ୟସମୂହକୁ ନିକଟକୁ ଡାକି କହିଲେ, ଈଶ୍ଵରଙ୍କର ବାକ୍ୟ ପ୍ରଚାର ପରିତ୍ୟାଗ କରି ପରିବେଷଣରେ ଆମ୍ଭମାନଙ୍କର ବ୍ୟସ୍ତ ରହିବା ଉପଯୁକ୍ତ ନୁହେଁ।

Gade chapit la Kopi

ଓଡିଆ ବାଇବେଲ

2 ସେଥିରେ ବାର ଜଣ, ଶିଷ୍ୟସମୂହକୁ ନିକଟକୁ ଡାକି କହିଲେ, ଈଶ୍ୱରଙ୍କର ବାକ୍ୟ ପ୍ରଚାର ପରିତ୍ୟାଗ କରି ଖାଦ୍ୟ ପରିବେଷଣରେ ଆମ୍ଭମାନଙ୍କର ବ୍ୟସ୍ତ ରହିବା ଉପଯୁକ୍ତ ନୁହେଁଁ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସେଥିରେ ବାର ଜଣ ପ୍ରେରିତମାନେ ଶିଷ୍ୟସମୁହକୁ ନିକଟକୁ ଡାକି କହିଲେ, ଈଶ୍ବରଙ୍କର ବାକ୍ୟ ପ୍ରଚାର ପରିତ୍ୟାଗ କରି ଖାଦ୍ୟ ପରିବେଷଣରେ ଆମ୍ଭମାନଙ୍କର ବ୍ୟସ୍ତ ରହିବା ଉପଯୁକ୍ତ ନୁହେଁ।

Gade chapit la Kopi

ପବିତ୍ର ବାଇବଲ

2 ତେଣୁ ପ୍ରେରିତମାନେ ସମ୍ପୂର୍ଣ୍ଣ ଶିଷ୍ୟ ମଣ୍ଡଳୀକୁ ଡାକି କହିଲେ, “ଆମ୍ଭେ ପରମେଶ୍ୱରଙ୍କର ବାକ୍ୟ ପ୍ରଗ୍ଭରରେ ଅବହେଳା କରିବା ଠିକ୍ ହେବ ନାହିଁ। ଖାଦ୍ୟ ବଣ୍ଟନରେ ସମୟ ଦେବା ଅପେକ୍ଷା ପ୍ରଗ୍ଭର କାର୍ଯ୍ୟ ଗ୍ଭଲୁ ରଖିବା ଆମ୍ଭପକ୍ଷେ ଯଥାର୍ଥ ହେବ।

Gade chapit la Kopi




ପ୍ରେରିତ 6:2
10 Referans Kwoze  

ଯୁଦ୍ଧ ଅଭିଯାନରେ ନିବିଷ୍ଟ ଥିବାବେଳେ ସୈନିକ କେବଳ ତା’ର ସେନାପତିଙ୍କୁ ସନ୍ତୁଷ୍ଟ କରିବା ପାଇଁ ତତ୍ପର ଥାଏ। ସେତେବେଳେ ସେ କୌଣସି ବେସାମରିକ କାର୍ଯ୍ୟରେ ମନ ଦିଏ ନାହିଁ।


କାରଣ ଗୋଟିଏ ବନ୍ଦୀ ବିରୁଦ୍ଧରେ ଥିବା ଅଭିଯୋଗଗୁଡ଼ିକ ପରିଷ୍କାରଭାବେ ନ ଦର୍ଶାଇ ତାକୁ ସମ୍ରାଟଙ୍କ ନିକଟକୁ ପଠାଇବା ଠିକ୍ ହେବ ନାହିଁ ବୋଲି ମୁଁ ମନେ କରୁଛି।”


ଆପଣ ଏଠାରେ ପହଞ୍ଚିଛନ୍ତି ବୋଲି ସେମାନେ ନିଶ୍ଚୟ ଶୁଣିବେ। ତା’ହେଲେ କ’ଣ କରାଯିବ?


କିନ୍ତୁ ପିତର ଓ ଯୋହନ ଉତ୍ତର ଦେଇ କହିଲେ, “ଆପଣଙ୍କର ବାଧ୍ୟ ହେବା, ଅବା ଈଶ୍ୱରଙ୍କର ବାଧ୍ୟ ହେବା - କେଉଁ ବିଷୟ ଈଶ୍ୱରଙ୍କ ଦୃଷ୍ଟିରେ ଯଥାର୍ଥ, ତାହା ଆପଣମାନେ ବିଚାର କରନ୍ତୁ।


କିଛି ସମୟ ପରେ ଶିଷ୍ୟମାନଙ୍କ ସଂଖ୍ୟା ବଢ଼ିବା ସଙ୍ଗେ ସଙ୍ଗେ ଗ୍ରୀକ୍ଭାଷାବାଦୀ ଇହୁଦୀ ଓ ସ୍ଥାନୀୟ ଇହୁଦୀମାନଙ୍କ ମଧ୍ୟରେ କଳହ ହେଲା। ଦୈନିକ ଆର୍ଥିକ ସାହାଯ୍ୟ ବଣ୍ଟନ ସମୟରେ ସେମାନଙ୍କର ବିଧବାମାନଙ୍କୁ ଅବହେଳିତ କରାଯାଉଛି ବୋଲି ଗ୍ରୀକ୍ ଭାଷାବାଦୀ ଇହୁଦୀମାନେ ଆପତ୍ତି କଲେ।


ତେଣୁ ହେ ଭାଇମାନେ, ତୁମ୍ଭମାନଙ୍କ ମଧ୍ୟରୁ ପବିତ୍ରଆତ୍ମା ଓ ଜ୍ଞାନରେ ପରିପୂର୍ଣ୍ଣ ହୋଇଥିବା ସାତଜଣଙ୍କୁ ମନୋନୀତ କର। ଆମେ ସେମାନଙ୍କୁ ଏ ସମସ୍ତ ବିଷୟରେ ଦାୟିତ୍ୱ ଦେବା।


Swiv nou:

Piblisite


Piblisite