Biblia Todo Logo
Bib sou entènèt

- Piblisite -




ପ୍ରେରିତ 8:13 - ପବିତ୍ର ବାଇବଲ (CL) NT (BSI)

13 ସ୍ୱୟଂ ଶିମୋନ ସେହି ବାର୍ତ୍ତାରେ ବିଶ୍ୱାସ କଲା। ଫିଲିପ୍ପଙ୍କ ଦ୍ୱାରା ସାଧିତ ଆଶ୍ଚର୍ଯ୍ୟ କର୍ମ ଓ ଅଲୌକିକ କାର୍ଯ୍ୟସବୁ ଦେଖି ସେ ଜଳଦୀକ୍ଷା ଗ୍ରହଣ କରି ଫିଲିପ୍ପଙ୍କ ସଙ୍ଗେ ସଙ୍ଗେ ରହିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଆଉ, ଶିମୋନ ନିଜେ ମଧ୍ୟ ବିଶ୍ଵାସ କରି ବାପ୍ତିଜିତ ହେଲା ଓ ଫିଲିପ୍ପଙ୍କ ସାଙ୍ଗେ ସାଙ୍ଗେ ରହିଲା, ଆଉ ନାନା ଲକ୍ଷଣ ଓ ମହା ମହା ଶକ୍ତିର କର୍ମ ଦେଖି ଆଚମ୍ଵିତ ହେବାକୁ ଲାଗିଲା।

Gade chapit la Kopi

ଓଡିଆ ବାଇବେଲ

13 ଆଉ, ଶିମୋନ ନିଜେ ମଧ୍ୟ ବିଶ୍ୱାସ କରି ବାପ୍ତିଜିତ ହେଲା ଓ ଫିଲିପ୍ପଙ୍କ ସାଥେ ସାଥେ ରହିଲା, ଆଉ ନାନା ଲକ୍ଷଣ ଓ ମହା ମହା ଆଶ୍ଚର୍ଯ୍ୟର କାର୍ଯ୍ୟ ଦେଖି ଆଚମ୍ବିତ ହେବାକୁ ଲାଗିଲା ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଆଉ, ଶିମୋନ ନିଜେ ମଧ୍ୟ ବିଶ୍ୱାସ କରି ବାପ୍ତିଜିତ ହେଲା ଓ ଫିଲିପ୍ପଙ୍କ ସାଥେ ସାଥେ ରହିଲା, ଆଉ ନାନା ଲକ୍ଷଣ ଓ ମହା ମହା ଆଶ୍ଚର୍ଯ୍ୟର କାର୍ଯ୍ୟ ଦେଖି ଆଚମ୍ଭିତ ହେବାକୁ ଲାଗିଲା।

Gade chapit la Kopi

ପବିତ୍ର ବାଇବଲ

13 ଶିମୋନ ନିଜେ ମଧ୍ୟ ଏହା ବିଶ୍ୱାସ କଲେ ଓ ବାପ୍ତିଜିତ ହୋଇ ଫିଲି‌ପ୍‌ପଙ୍କ ସହିତ ରହିଲେ। ସେ ଅସଧାରଣ, ଆଶ୍ଚର୍ଯ୍ୟପୂର୍ଣ୍ଣ କାର୍ଯ୍ୟ ଓ ଚିହ୍ନମାନ ଦେଖି ବିସ୍ମିତ ହେଲେ।

Gade chapit la Kopi




ପ୍ରେରିତ 8:13
16 Referans Kwoze  

ଈଶ୍ୱର ପାଉଲଙ୍କ ଦ୍ୱାରା ଅସାଧାରଣ ଆଶ୍ଚର୍ଯ୍ୟ କର୍ମସବୁ ସାଧନ କଲେ।


କାରଣ ପୁତ୍ରବତ୍ସଳ ପିତା ନିଜର ସକଳ କାର୍ଯ୍ୟ ପୁତ୍ରଙ୍କୁ ଦେଖାନ୍ତି। ଏବେ ଯାହା ଘଟିଛି, ତା’ଠାରୁ ଆହୁରି ମହତ୍ତର କାର୍ଯ୍ୟ କରିବା ପାଇଁ ପିତା ପୁତ୍ରଙ୍କୁ ଶିଖାଇବେ- ତାହା ସବୁ ଦେଖି ତୁମ୍ଭେମାନେ ଆଶ୍ଚର୍ଯ୍ୟ ହେବ।


ପରବର୍ତ୍ତୀ ବିଶ୍ରାମବାର ଦିନ ସହରର ସମସ୍ତେ ପ୍ରଭୁଙ୍କ ବାକ୍ୟ ଶୁଣିବା ପାଇଁ ମନ୍ଦିରରେ ଉପସ୍ଥିତ ହେଲେ।


ଯୀଶୁ କହିଲେ: “ମୁଁ ଗୋଟିଏ ମହାନ୍ କାର୍ଯ୍ୟ କରିବା ଦେଖି ତୁମ୍ଭେମାନେ ଆଶ୍ଚର୍ଯ୍ୟ ହେଲ।


ଯେଉଁମାନେ ସେହି ବାର୍ତ୍ତା ଶୁଣି ଆନନ୍ଦରେ ଗ୍ରହଣ କରନ୍ତି, ସେମାନେ ପଥୁରିଆ ଭୂଇଁରେ ପଡ଼ିଥିବା ବିହନ ପରି। ସେହି ବାର୍ତ୍ତା ସେମାନଙ୍କ ମଧ୍ୟରେ ଗଭୀରଭାବେ ପ୍ରବେଶ କରି ନ ଥିବାରୁ, ସେମାନଙ୍କ ବିଶ୍ୱାସ କ୍ଷଣସ୍ଥାୟୀ ହୁଏ ଏବଂ ପରୀକ୍ଷା ଆସିଲେ, ସେମାନଙ୍କ ପତନ ଘଟେ।


ବିଶ୍ୱାସୀମାନେ ଅଲୌକିକ କାର୍ଯ୍ୟ କରିବାକୁ ଶକ୍ତି ପାଇବେ। ମୋ’ ନାମରେ ସେମାନେ ଭୂତ ଛଡ଼ାଇବେ, ଅଜଣା ଭାଷାରେ କଥା କହିବେ,


ଆମ କାର୍ଯ୍ୟରେ ତୁମର କୌଣସି ଅଂଶ ନାହିଁ। କାରଣ ଈଶ୍ୱରଙ୍କ ଦୃଷ୍ଟିରେ ତୁମ ହୃଦୟ ସରଳ ନୁହେଁ।


ତାହାକୁ ସୁନ୍ଦର ଦ୍ୱାର ନିକଟରେ ବସିଥିବା ଭିକାରୀ ବୋଲି ଚିହ୍ନିଲେ ଓ ତାହା ପ୍ରତି ଯାହା ଘଟିଥିଲା, ସବୁ ଜାଣି ସେମାନେ ବିସ୍ମିତ ଓ ହତବୁଦ୍ଧି ହେଲେ।


ସେମାନେ ନିଜ ନିଜର ପାପ ସ୍ୱୀକାର କରି ଯୋହନଙ୍କ ଦ୍ୱାରା ଯର୍ଦ୍ଦନ ନଦୀରେ ଦୀକ୍ଷିତ ହେଉଥିଲେ।


Swiv nou:

Piblisite


Piblisite