Biblia Todo Logo
Bib sou entènèt

- Piblisite -




ପ୍ରେରିତ 8:16 - ପବିତ୍ର ବାଇବଲ (CL) NT (BSI)

16 କାରଣ ସେ ପର୍ଯ୍ୟନ୍ତ ସେମାନଙ୍କ ମଧ୍ୟରୁ କାହାରି ଉପରେ ପବିତ୍ରଆତ୍ମା ଅବତରଣ କରି ନ ଥିଲେ। ସେମାନେ କେବଳ ଯୀଶୁଖ୍ରୀଷ୍ଟଙ୍କ ନାମରେ ଜଳଦୀକ୍ଷା ଗ୍ରହଣ କରିଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 କାରଣ ଏପର୍ଯ୍ୟନ୍ତ ସେ ସେମାନଙ୍କ ମଧ୍ୟରୁ କାହାରି ଉପରେ ଅବତୀର୍ଣ୍ଣ ହୋଇ ନ ଥିଲେ, କେବଳ ସେମାନେ ପ୍ରଭୁ ଯୀଶୁଙ୍କ ନାମରେ ବାପ୍ତିଜିତ ହୋଇଥିଲେ।

Gade chapit la Kopi

ଓଡିଆ ବାଇବେଲ

16 କାରଣ ଏପର୍ଯ୍ୟନ୍ତ ସେ ସେମାନଙ୍କ ମଧ୍ୟରୁ କାହାରି ଉପରେ ଆସି ନ ଥିଲେ, କେବଳ ସେମାନେ ପ୍ରଭୁ ଯୀଶୁଙ୍କ ନାମରେ ବାପ୍ତିଜିତ ହୋଇଥିଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 କାରଣ ଏପର୍ଯ୍ୟନ୍ତ ସେ ସେମାନଙ୍କ ମଧ୍ୟରୁ କାହାରି ଉପରେ ଆସି ନ ଥିଲେ, କେବଳ ସେମାନେ ପ୍ରଭୁ ଯୀଶୁଙ୍କ ନାମରେ ବାପ୍ତିଜିତ ହୋଇଥିଲେ।

Gade chapit la Kopi

ପବିତ୍ର ବାଇବଲ

16 ସେମାନେ କେବଳ ପ୍ରଭୁ ଯୀଶୁଙ୍କ ନାମରେ ବାପ୍ତିଜିତ ହୋଇଥିଲେ। କିନ୍ତୁ ସେ ପର୍ଯ୍ୟନ୍ତ କାହା ଉପରେ ପବିତ୍ରଆତ୍ମା ଅଧିଷ୍ଠିତ ହୋଇ ନ ଥିଲେ।

Gade chapit la Kopi




ପ୍ରେରିତ 8:16
9 Referans Kwoze  

ପିତର ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭେମାନେ ପ୍ରତ୍ୟେକେ ପାପରୁ ବିମୁଖ ହୋଇ ତୁମ ପାପକ୍ଷମା ନିମନ୍ତେ ଯୀଶୁଖ୍ରୀଷ୍ଟଙ୍କ ନାମରେ ଜଳଦୀକ୍ଷା ଗ୍ରହଣ କର; ତାହାହେଲେ ତୁମ୍ଭେମାନେ ଈଶ୍ୱରଙ୍କ ଦାନ ପବିତ୍ରଆତ୍ମାଙ୍କୁ ପାଇବ।


“ତୁମେ ବିଶ୍ୱାସୀ ହେବା ସମୟରେ କଅଣ ପବିତ୍ରଆତ୍ମା ପ୍ରାପ୍ତ ହୋଇଥିଲ?” ସେମାନେ ଉତ୍ତର ଦେଲେ, “ପବିତ୍ରଆତ୍ମା ବୋଲି କେହି ଅଛନ୍ତି, ଏକଥା ସୁଦ୍ଧା ଆମେ ଶୁଣିନାହୁଁ।”


ସବୁ ଦେଶର ସମସ୍ତ ଜାତିର ଲୋକମାନଙ୍କ ପାଖକୁ ଯାଇ ସେମାନଙ୍କୁ ମୋର ଶିଷ୍ୟ କର। ପିତା, ପୁତ୍ର ଓ ପବିତ୍ର ଆତ୍ମାଙ୍କ ନାମରେ ସେମାନଙ୍କୁ ଜଳଦୀକ୍ଷା ଦିଅ


ଜଳଦୀକ୍ଷା ଦ୍ୱାରା ତୁମ୍ଭେମାନେ ଖ୍ରୀଷ୍ଟଙ୍କ ସଙ୍ଗେ ଏକ ହୋଇଛ ଏବଂ ବର୍ତ୍ତମାନ ଯୀଶୁ ଖ୍ରୀଷ୍ଟଙ୍କ ଜୀବନଯୂପ ବସ୍ତ୍ର ପରିଧାନ କରିଅଛ।


ତୁମ୍ଭେମାନେ ଜାଣ, ଜଳଦୀକ୍ଷା ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କ ସହିତ ସଂଯୁକ୍ତ ହୋଇ ଆମ୍ଭେମାନେ ତାଙ୍କ ମୃତ୍ୟୁରେ ମଧ୍ୟ ଅଂଶୀ ହୋଇଛୁ।


Swiv nou:

Piblisite


Piblisite