Biblia Todo Logo
Bib sou entènèt

- Piblisite -




ପ୍ରେରିତ 8:21 - ପବିତ୍ର ବାଇବଲ (CL) NT (BSI)

21 ଆମ କାର୍ଯ୍ୟରେ ତୁମର କୌଣସି ଅଂଶ ନାହିଁ। କାରଣ ଈଶ୍ୱରଙ୍କ ଦୃଷ୍ଟିରେ ତୁମ ହୃଦୟ ସରଳ ନୁହେଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଏ ବିଷୟରେ ତୁମ୍ଭର ଅଂଶ ନାହିଁ କି ଅଧିକାର ନାହିଁ, କାରଣ ଈଶ୍ଵରଙ୍କ ସାକ୍ଷାତରେ ତୁମ୍ଭର ହୃଦୟ ସରଳ ନୁହେଁ।

Gade chapit la Kopi

ଓଡିଆ ବାଇବେଲ

21 ଏବିଷୟରେ ତୁମ୍ଭର ଅଂଶ ନାହିଁ କି ଅଧିକାର ନାହିଁ, କାରଣ ଈଶ୍ୱରଙ୍କ ସାକ୍ଷାତରେ ତୁମ୍ଭର ହୃଦୟ ସରଳ ନୁହେଁ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଏହି ବିଷୟରେ ତୁମ୍ଭର ଅଂଶ ନାହିଁ କି ଅଧିକାର ନାହିଁ, କାରଣ ଈଶ୍ବରଙ୍କ ସାକ୍ଷାତରେ ତୁମ୍ଭର ହୃଦୟ ସରଳ ନୁହେଁ।

Gade chapit la Kopi

ପବିତ୍ର ବାଇବଲ

21 ପରମେଶ୍ୱରଙ୍କ ପ୍ରତି ତୁମ୍ଭର ହୃଦୟ ନିର୍ମଳ ନ ଥିବାରୁ ତୁମ୍ଭେ ଆମ୍ଭ ସହିତ ଓ କାମରେ ଭାଗ ନେଇ ପାରିବ ନାହିଁ।

Gade chapit la Kopi




ପ୍ରେରିତ 8:21
19 Referans Kwoze  

ଈଶ୍ୱରଙ୍କଠାରୁ କୌଣସି ବିଷୟ ଗୁପ୍ତ ନୁହେୁଁ; ସମୁଦାୟ ସୃଷ୍ଟିରେ ସମୟ ବଷୟ ତାହାଙ୍କ ସର୍ବଦର୍ଶୀ ଚକ୍ଷୁ ସମ୍ମୁଖରେ ଅନାଚ୍ଛାଦିତ ଓ ଉନ୍ମୁକ୍ତ। ସେହି ଈଶ୍ୱରଙ୍କ ସମ୍ମୁଖରେ ଆମ୍ଭମାନଙ୍କୁ ହିସାବ ଦେବାକୁ ପଡ଼ିବ।


ଯୀଶୁ ଶିମୋନଙ୍କୁ ତୃତୀୟ ଥର ପଚାରିଲେ, “ଯୋହନଙ୍କ ପୁତ୍ର ଶିମୋନ, ତୁମେ ମୋତେ ସ୍ନେହ କରୁଛ?” ଏଥିରେ ପିତର ଦୁଃଖିତ ହେଲେ। କାରଣ ଯୀଶୁ ତାଙ୍କୁ ତୃତୀୟ ଥର ପଚାରିଲେ, “ତୁମେ ମୋତେ ସ୍ନେହ କରୁଛ?” ସେ କହିଲେ, “ପ୍ରଭୁ, ଆପଣ ସବୁ ଜାଣନ୍ତି- ମୁଁ ଯେ ଆପଣଙ୍କୁ ସ୍ନେହ କରେ, ଆପଣ ତାହା ଜାଣନ୍ତି।” ଯୀଶୁ ତାଙ୍କୁ କହିଲେ, “ମୋର ମେଷମାନଙ୍କର ଯତ୍ନ ନିଅ।


ଏବଂ ଏହି ପୁସ୍ତକର ଭବିଷ୍ୟଦ୍ବାଣୀରୁ କେହି ଯଦି କିଛି ବାଦ୍ ଦିଏ, ତେବେ ଈଶ୍ୱର ତାକୁ ଏହି ପୁସ୍ତକବର୍ଣ୍ଣିତ ଜୀବନ-ବୃକ୍ଷର ଫଳରୁ ଓ ପବିତ୍ର ନଗରୀରୁ ବଞ୍ଚିତ କରିବେ।


ମୃତ ବ୍ୟକ୍ତିମାନଙ୍କର ଏହି ପ୍ରଥମ ପୁନରୁତ୍ଥାନରେ ଯେଉଁମାନେ ଅନ୍ତର୍ଭୁକ୍ତ, ସେମାନେ କେଡ଼େ ଭାଗ୍ୟବାନ। ସେମାନେ କେଡ଼େ ସୁଖୀ! ସେମାନଙ୍କୁ ଆଉ ଦ୍ୱିତୀୟ ଥର ମୃତ୍ୟୁଭୋଗ କରିବାକୁ ପଡ଼ିବ ନାହିଁ। ସେମାନେ ଈଶ୍ୱରଙ୍କ ଓ ଖ୍ରୀଷ୍ଟଙ୍କ ଯାଜକ ହୋଇ ଖ୍ରୀଷ୍ଟଙ୍କ ସହିତ ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ରାଜତ୍ୱ କରିବେ।


ତାହାର ଅନୁଗାମୀମାନଙ୍କୁ ମଧ୍ୟ ହତ୍ୟା କରିବି। ତା’ହେଲେ, ମଣ୍ଡଳୀମାନେ ସମସ୍ତେ ଜାଣିପାରିବେ ଯେ; ମୁଁ ଅନ୍ତର୍ଯ୍ୟାମୀ, ମନୁଷ୍ୟର ସକଳ ଚିନ୍ତା ଓ କାମନା ମୁଁ ଜାଣିପାରେ। ତୁମେ ପ୍ରତ୍ୟେକେ ଯାହା କରିଅଛ, ସେହି ଅନୁସାରେ ମୁଁ ତୁମ୍ଭମାନଙ୍କୁ ପ୍ରତିଫଳ ଦେବି।


ସେ ଦୁହେଁ ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ଥିଲେ, କାରଣ ସେମାନେ ତାହାଙ୍କର ସମସ୍ତ ଆଜ୍ଞା ଓ ବ୍ୟବସ୍ଥା ପାଳନ କରୁଥିଲେ।


ଏହା ନିଶ୍ଚିତ ବୋଲି ଜାଣି ରଖ, ଯେଉଁ ଲୋକ ନୀତିହୀନ, ଅଶିଷ୍ଟ ଓ ଅତି ଲୋଭୀ (ଅତି ଲୋଭ ପ୍ରତିମା ପୂଜା ସ୍ୱରୂପ), ସେ କେବେହେଲେ ଖ୍ରୀଷ୍ଟଙ୍କର ଓ ଈଶ୍ୱରଙ୍କ ରାଜ୍ୟର ଅଂଶୀ ହେବ ନାହିଁ।


“ଏଠାରେ ଜଳ ଅଛି, ଏବେ ମୋର ଜଳଦୀକ୍ଷା ନେବାରେ କିଛି ବାଧା ଅଛି କି?”


Swiv nou:

Piblisite


Piblisite