Biblia Todo Logo
Bib sou entènèt

- Piblisite -




ପ୍ରେରିତ 8:6 - ପବିତ୍ର ବାଇବଲ (CL) NT (BSI)

6 ଫିଲିପ୍ପଙ୍କ କଥା ଶୁଣି ଓ ତାଙ୍କର ଆଶ୍ଚର୍ଯ୍ୟ କର୍ମସବୁ ଦେଖି ଲୋକମାନେ ତାଙ୍କ ପ୍ରତି ବିଶେଷ ଧ୍ୟାନ ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଆଉ, ଲୋକସମୂହ ଫିଲିପ୍ପଙ୍କ କଥା ଶୁଣି ଓ ତାଙ୍କ କୃତ ଆଶ୍ଚର୍ଯ୍ୟକର୍ମସବୁ ଦେଖି ଏକଚିତ୍ତରେ ତାଙ୍କ କଥାରେ ମନୋଯୋଗ କରୁଥିଲେ।

Gade chapit la Kopi

ଓଡିଆ ବାଇବେଲ

6 ଆଉ ଲୋକସମୂହ ଫିଲିପ୍ପଙ୍କ କଥା ଶୁଣି ଓ ସେ କରିଥିବା ଆଶ୍ଚର୍ଯ୍ୟ କର୍ମସବୁ ଦେଖି ଏକଚିତ୍ତରେ ତାହାଙ୍କ କଥାରେ ମନୋଯୋଗ କରୁଥିଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଆଉ ଲୋକସମୂହ ଫିଲିପ୍ପଙ୍କ କଥା ଶୁଣି ଓ ସେ କରିଥିବା ଆଶ୍ଚର୍ଯ୍ୟକର୍ମଗୁଡ଼ିକ ଦେଖି ଏକଚିତ୍ତରେ ତାହାଙ୍କ କଥାରେ ମନୋଯୋଗ କରୁଥିଲେ।

Gade chapit la Kopi

ପବିତ୍ର ବାଇବଲ

6 ସେଠାକାର ଲୋକମାନେ ଫିଲି‌ପ୍‌ପଙ୍କର କଥା ଶୁଣିଲେ ଓ ତାହାଙ୍କ ଦ୍ୱାରା କରାଯାଇଥିବା ଆଶ୍ଚର୍ଯ୍ୟ କାର୍ଯ୍ୟ ସବୁ ଦେଖି ତାହାଙ୍କ କଥାରେ ଅଧିକ ମନଦେଲେ।

Gade chapit la Kopi




ପ୍ରେରିତ 8:6
7 Referans Kwoze  

ପରବର୍ତ୍ତୀ ବିଶ୍ରାମବାର ଦିନ ସହରର ସମସ୍ତେ ପ୍ରଭୁଙ୍କ ବାକ୍ୟ ଶୁଣିବା ପାଇଁ ମନ୍ଦିରରେ ଉପସ୍ଥିତ ହେଲେ।


ଶମିରୋଣର ପ୍ରଧାନ ନଗରକୁ ଯାଇ ଫିଲିପ୍ପ, ସେଠାକାର ଲୋକମାନଙ୍କ ନିକଟରେ ସମୀହଙ୍କ ବାର୍ତ୍ତା ପ୍ରଚାର କଲେ।


ଅନେକ ଲୋକଙ୍କଠାରୁ ପ୍ରେତାତ୍ମାମାନେ ଚିକ୍ରାର କରି ବାହାରି ଗଲେ, ଅନେକ ପକ୍ଷାଘାତ ରୋଗୀ ଓ ପଙ୍ଗୁମାନେ ସୁସ୍ଥ ହେଲେ।


ସ୍ୱୟଂ ଶିମୋନ ସେହି ବାର୍ତ୍ତାରେ ବିଶ୍ୱାସ କଲା। ଫିଲିପ୍ପଙ୍କ ଦ୍ୱାରା ସାଧିତ ଆଶ୍ଚର୍ଯ୍ୟ କର୍ମ ଓ ଅଲୌକିକ କାର୍ଯ୍ୟସବୁ ଦେଖି ସେ ଜଳଦୀକ୍ଷା ଗ୍ରହଣ କରି ଫିଲିପ୍ପଙ୍କ ସଙ୍ଗେ ସଙ୍ଗେ ରହିଲା।


Swiv nou:

Piblisite


Piblisite