Biblia Todo Logo
Bib sou entènèt

- Piblisite -




ପ୍ରେରିତ 9:1 - ପବିତ୍ର ବାଇବଲ (CL) NT (BSI)

1 ଏହି ସମୟରେ ଶାଉଲ ପ୍ରଭୁଙ୍କ ଶିଷ୍ୟମାନଙ୍କୁ ହତ୍ୟା କରିବେ ବୋଲି ଧମକ ଦେଉଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 କିନ୍ତୁ ଶାଉଲ ଏପର୍ଯ୍ୟନ୍ତ ସୁଦ୍ଧା ପ୍ରଭୁଙ୍କ ଶିଷ୍ୟ-ମାନଙ୍କ ବିରୁଦ୍ଧରେ ଭୟ ଓ ପ୍ରାଣନାଶର କଥା କହି ମହାଯାଜକଙ୍କ ନିକଟକୁ ଗଲେ।

Gade chapit la Kopi

ଓଡିଆ ବାଇବେଲ

1 କିନ୍ତୁ ଶାଉଲ ଏପର୍ଯ୍ୟନ୍ତ ସୁଦ୍ଧା ପ୍ରଭୁଙ୍କ ଶିଷ୍ୟମାନଙ୍କ ବିରୁଦ୍ଧରେ ଭୟ ଓ ପ୍ରାଣନାଶର କଥା କହି ମହାଯାଜକଙ୍କ ନିକଟକୁ ଗଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 କିନ୍ତୁ ଶାଉଲ ଏପର୍ଯ୍ୟନ୍ତ ସୁଦ୍ଧା ପ୍ରଭୁଙ୍କ ଶିଷ୍ୟମାନଙ୍କ ବିରୁଦ୍ଧରେ ଭୟ ଓ ପ୍ରାଣନାଶର କଥା କହି ମହାଯାଜକଙ୍କ ନିକଟକୁ ଗଲେ,

Gade chapit la Kopi

ପବିତ୍ର ବାଇବଲ

1 ଶାଉଲ ଯିରୁଶାଲମରେ ପ୍ରଭୁଙ୍କ ଅନୁସରଣକାରୀମାନଙ୍କ ବିରୁଦ୍ଧରେ ହତ୍ୟାର ଭୟ ଦେଖାଇବା ପାଇଁ ଚେଷ୍ଟା କଲେ।

Gade chapit la Kopi




ପ୍ରେରିତ 9:1
10 Referans Kwoze  

କିନ୍ତୁ ଶାଉଲ ମଣ୍ଡଳୀକୁ ଧ୍ୱଂସ କରିବାକୁ ଚେଷ୍ଟା କଲେ, ଘର ଘରକୁ ଯାଇ ଖ୍ରୀଷ୍ଟ ବିଶ୍ୱାସୀ ପୁରୁଷ, ସ୍ତ୍ରୀ ସମସ୍ତଙ୍କୁ ଟାଣି ଆଣି କାରାଗାରରେ ପକାଇଲେ।


ଇହୁଦୀ ଧର୍ମ ପ୍ରତି ଅନୁରକ୍ତ ଥିବା ସମୟରେ ମୁଁ କିପରି ଜୀବନ ଯାପନ କରୁଥିଲି, କିପରି ନିର୍ଦ୍ଦୟ ଭାବରେ ଈଶ୍ୱରଙ୍କ ଉପାସକ ମଣ୍ଡଳୀକୁ ତାଡ଼ନା କରୁଥିଲି ଏବଂ ତାହାକୁ ଧ୍ୱଂସ କରିବା ନିମନ୍ତେ କିପରି ଯଥାସାଧ୍ୟ ଚେଷ୍ଟା କରିଥିଲି, ଏସବୁ ବିଷୟ ତୁମ୍ଭମାନଙ୍କୁ ଜଣାଇ ଦିଆଯାଇଛି।


ପ୍ରେରିତ ଶିଷ୍ୟମାନଙ୍କ ମଧ୍ୟରେ ମୁଁ ସବୁଠାରୁ ନିକୃଷ୍ଟ, ଏପରି କି ପ୍ରେରିତ ନାମର ଯୋଗ୍ୟ ନୁହେଁ, କାରଣ ମୁଁ ଈଶ୍ୱରଙ୍କ ମଣ୍ଡଳୀକୁ ନିର୍ଯ୍ୟାତିତ କରିଛି।


ସହର ବାହାରକୁ ତାଙ୍କୁ ଟାଣି ନେଇ, ତାଙ୍କ ଉପରେ ପଥର ଫିଙ୍ଗି ମାରିଦେଲେ। ମିଥ୍ୟା ସାକ୍ଷୀମାନେ ଶାଉଲ ନାମକ ଜଣେ ଯୁବକଙ୍କ ଜିମାରେ ସେମାନଙ୍କ ପୋଷାକସବୁ ଛାଡ଼ି ଯାଇଥିଲେ।


ଏବଂ ମୋର ନିଷ୍ଠାପରତା ହେତୁ ମୁଁ ଖ୍ରୀଷ୍ଟୀୟ ମଣ୍ଡଳୀକୁ ଉତ୍ପୀଡ଼ନ କଲି। ବ୍ୟବସ୍ଥାର ଆଜ୍ଞା ପାଳନ ଦ୍ୱାରା ଯଦି ମନୁଷ୍ୟ ଧାର୍ମିକ ହୋଇପାରେ, ତେବେ ମୁଁ ନିଷ୍ପାପ ଥିଲି।


Swiv nou:

Piblisite


Piblisite