Biblia Todo Logo
Bib sou entènèt

- Piblisite -




ପ୍ରେରିତ 9:12 - ପବିତ୍ର ବାଇବଲ (CL) NT (BSI)

12 ହନନିୟ ନାମକ ଜଣେ ବ୍ୟକ୍ତି ଆସି ତାଙ୍କ ଉପରେ ହସ୍ତାର୍ପଣ କଲେ, ସେ ଦୃଷ୍ଟି ଫେରି ପାଇବେ ବୋଲି ଦର୍ଶନ ଲାଭ କରିଛନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଆଉ, ସେ ଯେପରି ଦୃଷ୍ଟିପ୍ରାପ୍ତ ହୁଏ, ଏଥିନିମନ୍ତେ ହନନୀୟ ନାମକ ଜଣେ ଲୋକ ଆସି ତାହା ଉପରେ ହସ୍ତାର୍ପଣ କରୁଅଛି ବୋଲି ସେ ଦର୍ଶନ ପାଇଅଛି।

Gade chapit la Kopi

ଓଡିଆ ବାଇବେଲ

12 ଆଉ, ସେ ଯେପରି ଦୃଷ୍ଟିପ୍ରାପ୍ତ ହୁଏ, ଏଥି ନିମନ୍ତେ ହନନୀୟ ନାମକ ଜଣେ ଲୋକ ଆସି ତାହା ଉପରେ ହସ୍ତାର୍ପଣ କରୁଅଛି ବୋଲି ସେ ଦର୍ଶନ ପାଇଅଛି ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଆଉ, ସେ ଯେପରି ଦୃଷ୍ଟିପ୍ରାପ୍ତ ହୁଏ, ଏଥିନିମନ୍ତେ ହନନୀୟ ନାମକ ଜଣେ ଲୋକ ଆସି ତାହା ଉପରେ ହସ୍ତାର୍ପଣ କରୁଅଛି ବୋଲି ସେ ଦର୍ଶନ ପାଇଅଛି।”

Gade chapit la Kopi

ପବିତ୍ର ବାଇବଲ

12 ଏହି ଶାଉଲ ଗୋଟିଏ ଦର୍ଶନ ଦେଖିଅଛି ଯେ, ହନନିୟ ନାମକ ଜଣେ ଲୋକ ତା’ ନିକଟକୁ ଆସି, ତା’ ଉପରେ ହାତ ଥୋଇ ପ୍ରାର୍ଥନା କରୁଅଛି ଓ ତାହାଦ୍ୱାରା ସେ ପୁଣି ଦେଖି ପାରୁଛି।”

Gade chapit la Kopi




ପ୍ରେରିତ 9:12
4 Referans Kwoze  

ଏବଂ ଯୀଶୁଙ୍କୁ ଦେଖି ତାଙ୍କ ଗୋଡ଼ ତଳେ ପଡ଼ି ଆକୁଳ ନିବେଦନ କଲେ, “ମୋ’ ଝିଅଟି ସାଂଘାତିକଭାବେ ଅସୁସ୍ଥ ହୋଇ ପଡ଼ିଛି। ଆପଣ ଆସି ତା’ ଉପରେ ହାତ ଥୋଇଲେ, ସେ ସୁସ୍ଥ ହୋଇ ବଞ୍ଚିବ।”


ଦାମାସ୍କସ୍ରେ ହନନିୟ ନାମକ ଜଣେ ଖ୍ରୀଷ୍ଟିୟାନ ଥିଲେ। ସେ ଏକ ଦର୍ଶନ ପାଇଲେ, ପ୍ରଭୁ ତାଙ୍କୁ କହିଲେ, “ହନନିୟ!” ସେ ଉତ୍ତର ଦେଲେ, “ହେ ପ୍ରଭୁ କହନ୍ତୁ।”


ପ୍ରେରିତ ଶିଷ୍ୟମାନେ ଏହି ସାତଜଣଙ୍କ ପାଇଁ ପ୍ରାର୍ଥନା କରି ସେମାନଙ୍କ ଉପରେ ହସ୍ତାର୍ପଣ କଲେ।


Swiv nou:

Piblisite


Piblisite