କଲସୀୟ 1:11 - ପବିତ୍ର ବାଇବଲ (CL) NT (BSI)11 ଧୈର୍ଯ୍ୟ ସହକାରେ ତୁମ୍ଭେମାନେ ଯେପରି ସବୁ ବିଷୟ ସହି ପାରିବ, ଏଥିପାଇଁ ତାଙ୍କର ଗୌରବମୟ ଶକ୍ତି ଦ୍ୱାରା ତୁମ୍ଭେମାନେ ବଳୀୟାନ ହୁଅ। Gade chapit laପବିତ୍ର ବାଇବଲ (Re-edited) - (BSI)11 ଏବଂ ସର୍ବ ବିଷୟରେ ଧୈର୍ଯ୍ୟଶୀଳ ଓ ସହିଷ୍ଣୁ ହେବା ନିମନ୍ତେ ତାହାଙ୍କ ଗୌରବର ପରାକ୍ରମ ଅନୁସାରେ ସମସ୍ତ ଶକ୍ତିରେ ଶକ୍ତିଯୁକ୍ତ ହୁଅ, Gade chapit laଓଡିଆ ବାଇବେଲ11 ଏବଂ ସର୍ବ ବିଷୟରେ ଧୈର୍ଯ୍ୟଶୀଳ ଓ ସହିଷ୍ଣୁ ହେବା ନିମନ୍ତେ ତାହାଙ୍କ ଗୌରବର ପରାକ୍ରମ ଅନୁସାରେ ସମସ୍ତ ଶକ୍ତିରେ ଶକ୍ତିଯୁକ୍ତ ହୁଅ, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏବଂ ସର୍ବ ବିଷୟରେ ଧୈର୍ଯ୍ୟଶୀଳ ଓ ସହିଷ୍ଣୁ ହେବା ନିମନ୍ତେ ତାହାଙ୍କ ଗୌରବର ପରାକ୍ରମ ଅନୁସାରେ ସମସ୍ତ ଶକ୍ତିରେ ଶକ୍ତିଯୁକ୍ତ ହୁଅ, Gade chapit laପବିତ୍ର ବାଇବଲ11 ଯେପରି ପରମେଶ୍ୱର ତାହାଙ୍କ ମହାନ୍ ଶକ୍ତି ଦ୍ୱାରା ତୁମ୍ଭମାନଙ୍କୁ ଶକ୍ତିଶାଳୀ କରନ୍ତୁ; ଯେ ତୁମ୍ଭେମାନେ ଧୈର୍ଯ୍ୟବାନ ହେବ ଓ କଷ୍ଟ ପଡ଼ିଲେ, ପଳାୟନ କରିବ ନାହିଁ, ସେଥିପାଇଁ ପରମେଶ୍ୱର ତୁମ୍ଭମାନଙ୍କୁ ଶକ୍ତି ଦିଅନ୍ତୁ। ତା'ହେଲେ ଯାଇ ତୁମ୍ଭେ ପ୍ରସନ୍ନ ହେବ Gade chapit la |