କଲସୀୟ 1:6 - ପବିତ୍ର ବାଇବଲ (CL) NT (BSI)6 ଯେଉଁ ସୁସମାଚାର ପ୍ରଚାର ହେତୁ ତୁମ୍ଭେମାନେ ପ୍ରଥମେ ଈଶ୍ୱରଙ୍କ ଅନୁଗ୍ରହ ବିଷୟ ଶୁଣିଲ ଓ ଏହାର ସତ୍ୟତା ଅନୁଭବ କଲ, ସେହି ସୁସମାଚାର ବର୍ତ୍ତମାନ ସମଗ୍ର ଜଗତରେ ପ୍ରସାର ଲାଭ କରୁଛି ଓ ଆଶୀର୍ବାଦ ଆଣୁଛି। Gade chapit laପବିତ୍ର ବାଇବଲ (Re-edited) - (BSI)6 ସେହି ବାକ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇଅଛି, ପୁଣି ତାହା ଯେପରି ସମସ୍ତ ଜଗତରେ ଫଳବାନ ଓ ବର୍ଦ୍ଧିଷ୍ଣୁ ହୋଇ ଆସୁଅଛି, ତୁମ୍ଭେମାନେ ଯେଉଁ ଦିନ ତାହା ଶୁଣି ସତ୍ୟ ରୂପେ ଈଶ୍ଵରଙ୍କ ଅନୁଗ୍ରହର ବୋଧ ପାଇଲ, ସେହି ଦିନଠାରୁ ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ସେହିପରି ହୋଇ ଆସୁଅଛି। Gade chapit laଓଡିଆ ବାଇବେଲ6 ସେହି ବାକ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇଅଛି, ପୁଣି, ତାହା ଯେପରି ସମସ୍ତ ଜଗତରେ ଫଳବାନ ଓ ବର୍ଦ୍ଧିଷ୍ଣୁ ହୋଇ ଆସୁଅଛି, ତୁମ୍ଭେମାନେ ଯେଉଁ ଦିନ ତାହା ଶୁଣି ସତ୍ୟ ରୂପେ ଈଶ୍ୱରଙ୍କ ଅନୁଗ୍ରହର ବୋଧ ପାଇଲ, ସେହି ଦିନଠାରୁ ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ସେହିପରି ହୋଇ ଆସୁଅଛି । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସେହି ବାକ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇଅଛି, ପୁଣି, ତାହା ଯେପରି ସମସ୍ତ ଜଗତରେ ଫଳବନ୍ତ ଓ ବର୍ଦ୍ଧିଷ୍ଣୁ ହୋଇ ଆସୁଅଛି, ତୁମ୍ଭେମାନେ ଯେଉଁ ଦିନ ତାହା ଶୁଣି ସତ୍ୟ ରୂପେ ଈଶ୍ବରଙ୍କ ଅନୁଗ୍ରହର ବୋଧ ପାଇଲ, ସେହି ଦିନଠାରୁ ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ସେହିପରି ହୋଇ ଆସୁଅଛି। Gade chapit laପବିତ୍ର ବାଇବଲ6 ବିଶ୍ୱରେ ସର୍ବତ୍ର ସୁସମାଗ୍ଭର ଆଶୀର୍ବାଦ ଆଣୁଛି ଓ ବୃଦ୍ଧି ଲାଭ କରୁଛି। ଯେଉଁ ଦିନଠାରୁ ତୁମ୍ଭେମାନେ ସୁସମାଗ୍ଭର ଶୁଣିଲ ଓ ପରମେଶ୍ୱରଙ୍କ ଅନୁଗ୍ରହର ସତ୍ୟ ବୁଝିଲ, ସେହି ଦିନଠାରୁ ତୁମ୍ଭେମାନେ ମଧ୍ୟ ଆଶୀର୍ବାଦ ଲାଭ କରୁଛ। Gade chapit la |
ଆମେ କାହିଁକି ସର୍ବଦା ଈଶ୍ୱରଙ୍କୁ ଧନ୍ୟବାଦ ଦେଉଥାଉ, ତାହାର ଅନ୍ୟ ଏକ କାରଣ ମଧ୍ୟ ରହିଛି। ଆମେ ଯେତେବେଳେ ତୁମ୍ଭମାନଙ୍କ ନିକଟକୁ ଈଶ୍ୱରଙ୍କ ବାର୍ତ୍ତା ଆଣିଥିଲୁ, ତୁମ୍ଭେମାନେ ତାହା ମନୁଷ୍ୟର ବାର୍ତ୍ତା ବୋଲି ମନେ ନ କରି, ଈଶ୍ୱରଙ୍କ ବାର୍ତ୍ତା ରୂପେ ଶୁଣିଥିଲ ଓ ଗ୍ରହଣ କରିଥିଲ। ପ୍ରକୃତରେ ତାହା ଈଶ୍ୱରଙ୍କର ବାର୍ତ୍ତା ଓ ତୁମ୍ଭମାନଙ୍କ ପରି ବିଶ୍ୱାସୀମାନଙ୍କ ଅନ୍ତକରଣରେ ତାହା ସକ୍ରିୟ ହୋଇ ରହେ।
ଈଶ୍ୱରଙ୍କ ପାଇଁ ଏକତ୍ର କାର୍ଯ୍ୟ କରୁଥିବାରୁ ଆମେ ତୁମ୍ଭମାନଙ୍କୁ ମିନତି କରୁଛୁ, ତୁମ ଜୀବନରେ ଈଶ୍ୱରଙ୍କ ଅନୁଗ୍ରହ ବିଫୁଳ କର ନାହିଁ। ୨ କାରଣ ସେ କହିଛନ୍ତି: “ତୁମ୍ଭମାନଙ୍କ ପ୍ରତି ଦୟା ସମୟ ଆସିବାରୁ ମୁଁ ତୁମ୍ଭମାନଙ୍କର ଆବେଦନ ଶୁଣିଲି, ପରିତ୍ରାଣ ଦିନାର ତୁମର ସହୟ ହେଲି।” ଦେଖ! ଏହା ହେଉଛି, ଈଶ୍ୱରଙ୍କ ଅନୁଗ୍ରହ ଗ୍ରହଣ କରିବା ସମୟ। ଆଜି ହେଉଛି ପରିତ୍ରାଣର ଦିନ।