Biblia Todo Logo
Bib sou entènèt

- Piblisite -




କଲସୀୟ 2:10 - ପବିତ୍ର ବାଇବଲ (CL) NT (BSI)

10 ତାଙ୍କ ସହିତ ସଂଯୁକ୍ତ ହେବା ଦ୍ୱାରା ତୁମେ ଜୀବନର ପୂର୍ଣ୍ଣତା ଲାଭ କରିପାରିବ। ଅନ୍ୟ ସମସ୍ତ ଶକ୍ତି ଓ ଆଧିପତ୍ୟ ଉପରେ ଖ୍ରୀଷ୍ଟଙ୍କର ପ୍ରଭୁତ୍ୱ ହିଁ ସର୍ବୋଚ୍ଚ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ପୁଣି, ସମସ୍ତ ଆଧିପତ୍ୟ ଓ କର୍ତ୍ତାପଣର ମସ୍ତକ ସ୍ଵରୂପ ଯେ ସେ, ତାହାଙ୍କ ସହଭାଗିତାରେ ତୁମ୍ଭେମାନେ ପୂର୍ଣ୍ଣତା ପ୍ରାପ୍ତ ହୋଇଅଛ।

Gade chapit la Kopi

ଓଡିଆ ବାଇବେଲ

10 ପୁଣି, ସମସ୍ତ ଆଧିପତ୍ୟ ଓ କର୍ତ୍ତାପଣର ମସ୍ତକ ସ୍ୱରୂପ ଯେ ସେ, ତାହାଙ୍କ ସହଭାଗିତାରେ ତୁମ୍ଭେମାନେ ପୂର୍ଣ୍ଣତା ପ୍ରାପ୍ତ ହୋଇଅଛ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ପୁଣି, ସମସ୍ତ ଆଧିପତ୍ୟ ଓ କର୍ତ୍ତାପଣର ମସ୍ତକ ସ୍ୱରୂପ ଯେ ସେ, ତାହାଙ୍କ ସହଭାଗିତାରେ ତୁମ୍ଭେମାନେ ପୂର୍ଣ୍ଣତା ପ୍ରାପ୍ତ ହୋଇଅଛ।

Gade chapit la Kopi

ପବିତ୍ର ବାଇବଲ

10 ଖ୍ରୀଷ୍ଟଙ୍କଠାରେ ତୁମ୍ଭେ ସମ୍ପୂର୍ଣ୍ଣ ଅଟ। ତୁମ୍ଭର ଆଉ କିଛି ଦରକାର ନାହିଁ। ସେ ହେଉଛନ୍ତି ଶାସକମାନଙ୍କର ଓ ଶକ୍ତିଗୁଡ଼ିକର ଶାସକ ବା ପ୍ରଧାନ।

Gade chapit la Kopi




କଲସୀୟ 2:10
16 Referans Kwoze  

ହଁ, ତୁମ୍ଭେମାନେ ତାଙ୍କ ପ୍ରେମର ପରିସର ଜାଣି ପାରିବ, ଯଦ୍ୟପି ଏହା କେବେହେଁ ପୂର୍ଣ୍ଣମାତ୍ରାରେ ଜାଣି ହୁଏନା। ଏହି ପ୍ରକାରେ ତୁମ୍ଭେମାନେ ଈଶ୍ୱରଙ୍କ ସ୍ୱଭାବର ପରିପୂର୍ଣ୍ଣତା ଉପଲବ୍ôଧ କରିପାରିବ।


ସେହି ଖ୍ରୀଷ୍ଟ ବର୍ତ୍ତମାନ ସ୍ୱର୍ଗଦୂତ ଓ ସମସ୍ତ ସ୍ୱର୍ଗୀୟ ଅଧିପତି ଓ ଶକ୍ତିପୁଞ୍ଜ ଉପରେ ରାଜତ୍ୱ କରୁଛନ୍ତି।


ଏହିପରି ସିଦ୍ଧ ହୋଇ ସେ ତାଙ୍କ ଆଜ୍ଞାପାଳନକାରୀମାନଙ୍କ ନିମନ୍ତେ ତିର ପରିତ୍ରାଣର ଉତ୍ସହେଲେ।


ତାଙ୍କ ପୂର୍ଣ୍ଣତାରୁ ଆମେ ଅନୁଗ୍ରହ ଉପରେ ଅନୁଗ୍ରହ ପାଇଛୁ।


ଫଳରେ, ଇହୁଦୀ, ଅଣଇହୁଦୀ, ସୁନ୍ନତ ଓ ଅସୁନ୍ନତ, ମ୍ଲେଚ୍ଛ, ବର୍ବର, କ୍ରୀତଦାସ ବା ସ୍ୱାଧୀନ ବ୍ୟକ୍ତି ମଧ୍ୟରେ ଆଉ କୌଣସି ପ୍ରଭେଦ ନାହିଁ। କିନ୍ତୁ ଖ୍ରୀଷ୍ଟ ସମସ୍ତଙ୍କ ମଧ୍ୟରେ ଅଛନ୍ତି ଓ ସେ ହେଉଛନ୍ତି ସର୍ବେସର୍ବା।


କେତେକ ଅବିଶ୍ୱାସ କରିବାରୁ, ଯୀଶୁ ସେମାନଙ୍କ ପାଖକୁ ଆସି କହିଲେ, “ସ୍ୱର୍ଗ ଓ ଜଗତର ସମସ୍ତ କର୍ତ୍ତାପଣ ମୋତେ ଦିଆଯାଇଛି।


ତା’ପରେ ଯୁଗାନ୍ତ ହେବ। ଖ୍ରୀଷ୍ଟ ସମସ୍ତ କର୍ତ୍ତୃତ୍ୱ, କ୍ଷମତା ଓ ପରାକ୍ରମର ସମାପ୍ତି ଘଟାଇ ପିତା ଈଶ୍ୱରଙ୍କୁ ରାଜ୍ୟ ସମର୍ପଣ କରିବେ।


ଯେପରି ବର୍ତ୍ତମାନ ସମୟରେ ଖ୍ରୀଷ୍ଟୀୟ ମଣ୍ଡଳୀର କାର୍ଯ୍ୟ ଦ୍ୱାରା ସ୍ୱର୍ଗୀୟ ଅଧିପତି ଓ ଶକ୍ତିମାନେ ଈଶ୍ୱରଙ୍କ ବହୁବିଧ ଜ୍ଞାନ ସମ୍ପର୍କରେ ସମୃକ୍ ବୁଝିପାରିବେ।


ପୁଣି ସେହି କ୍ରୁଶ ଉପରେ ଖ୍ରୀଷ୍ଟ ସମସ୍ତ ପ୍ରକାର ଶକ୍ତି ଓ ଆଧିପତ୍ୟରୁ ନିଜକୁ ମୁକ୍ତ କରିଛନ୍ତି ଓ ସେମାନଙ୍କୁ ବନ୍ଦୀ କରି ନିଜର ବିଜୟ ଶୋଭା ଯାତ୍ରାରେ ସର୍ବସାଧାରଣଙ୍କ ସମ୍ମୁଖରେ ସେମାନଙ୍କୁ ଉପହାସ୍ୟ କରିଛନ୍ତି।


Swiv nou:

Piblisite


Piblisite