Biblia Todo Logo
Bib sou entènèt

- Piblisite -




କଲସୀୟ 2:16 - ପବିତ୍ର ବାଇବଲ (CL) NT (BSI)

16 ତେଣୁ କେହି ତୁମର ଖାଇବା, ପିଇବା, ପବିତ୍ର ତିଥି ବା ଅମାବାସ୍ୟା ଉତ୍ସବ, କିମ୍ବା ବିଶ୍ରାମବାର ବିଷୟରେ କୌଣସି ନିୟମ ପ୍ରସ୍ତୁତ ନ କରୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଅତଏବ, ଭୋଜନପାନ କିଅବା ପର୍ବ, ପ୍ରତିପଦ ଅବା ବିଶ୍ରାମବାର ସମ୍ଵନ୍ଧରେ କେହି ତୁମ୍ଭମାନଙ୍କ ବିଚାର ନ କରୁ;

Gade chapit la Kopi

ଓଡିଆ ବାଇବେଲ

16 ଅତଏବ, ଭୋଜନପାନ କିଅବା ପର୍ବ, ପ୍ରତିପଦ ଅବା ବିଶ୍ରାମବାର ସମ୍ବନ୍ଧରେ କେହି ତୁମ୍ଭମାନଙ୍କ ବିଚାର ନ କରୁ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଅତଏବ, ଭୋଜନପାନ କିଅବା ପର୍ବ, ପ୍ରତିପଦ ଅବା ବିଶ୍ରାମବାର ସମ୍ବନ୍ଧରେ କେହି ତୁମ୍ଭମାନଙ୍କ ବିଚାର ନ କରୁ;

Gade chapit la Kopi

ପବିତ୍ର ବାଇବଲ

16 ତେଣୁ ଯିହୂଦୀମାନଙ୍କର ଖାଇବା ଓ ପିଇବା କିଅବା ବିଧିବିଧାନ, (ଅର୍ଥାତ୍ ଉତ୍ସବଗୁଡ଼ିକ ମାସର ପ୍ରତିପଦାଗୁଡ଼ିକ, ବା ବିଶ୍ରାମବାରଗୁଡ଼ିକ) ବିଷୟରେ କୌଣସି ଲୋକ ଯେପରି ନିୟମ ତିଆରି ନ କରୁ।

Gade chapit la Kopi




କଲସୀୟ 2:16
42 Referans Kwoze  

ତେଣୁ ତୁମେ କାହିଁକି ଅବା ଆପଣା ଭାଇକୁ ଘୃଣା କରୁଛ? କାହିଁକି ଅବା ଆପଣା ଭାଇକୁ ଘୃଣା କରୁଛ? ଆମେ ସମସ୍ତେ ବିଚାରିତ ହେବା ପାଇଁ ଈଶ୍ୱରଙ୍କ ସମ୍ମୁଖରେ ଠିଆ ହେବାକୁ ପଡ଼ିବ।


ଦୁଃଖର କଥା, ତୁମ୍ଭେମାନେ କେତୋଟି ନିର୍ଦ୍ଦିଷ୍ଟ ଦିନ, ମାସ, ଋତୁ ଓ ବର୍ଷ ପ୍ରତି ବିଶେଷ ମନୋଯୋଗୀ ହେଉଛ।


ନାନାଦି ଭ୍ରାନ୍ତିମୂଳକ ଧର୍ମଶିକ୍ଷା ତୁମ୍ଭମାନଙ୍କୁ ସତ୍ପଥରୁ ବିଚ୍ୟୁତ ନ କରୁ। ଈଶ୍ୱରଙ୍କ ଅନୁଗ୍ରହରୁ ଅନ୍ତରାତ୍ମା ପାଇଁ ଶକ୍ତି ସଂଗ୍ରହ କରିବା ମଙ୍ଗଳ, ଖାଦ୍ୟପେୟ ସମ୍ବନ୍ଧୀୟ ନିୟମ ପାଳନ ଦ୍ୱାରା ଏହା ହୋଇପାରେ ନାହିଁ।ଉକ୍ତ ବାହ୍ୟିକ ବିଧିସବୁ ପାଳନ କରୁଥିବା ଲୋକମାନେ ସେଥିରୁ କୌଣସି ଉପକାର ପାଇ ନାହିଁନ୍ନତି।


ମନୁଷ୍ୟର ମୁଖ ଦେଇ ଯାହା ତା’ ଭିତରକୁ ଯାଏ, ତାହା ତାକୁ ଅପବିତ୍ର କରେ ନାହିଁ; ବରଂ ଯାହା ତା’ ଭିତରୁ ବାହାରକୁ ଆସେ, ତାହା ତାକୁ ଅପବିତ୍ର କରେ।”


କାରଣ ସେ ସବୁ କେବଳ ଖାଦ୍ୟପେୟ ଏବଂ ଶୁଚିକରଣ ପାଇଁ ବାହିକ କ୍ରିୟା କର୍ମ ମାତ୍ର। ଈଶ୍ୱରଙ୍କର ନୂତନ ବିଧାନର ପ୍ରତିଷ୍ଠା ପର୍ଯ୍ୟନ୍ତ ଏ ସବୁର ଉପଯୋଗିତା ଥିଲା।


ଭାଇମାନେ, ପରସ୍ପରକୁ ସମାଲୋଚନା କର ନାହିଁ। ବିଶ୍ୱାସୀ ଭାଇର ବିଚାର କର ଯିଏ ତାହାର ଗ୍ଳାନ କରେ, ସେ ବ୍ୟବସ୍ଥା ବିଚାର କର, ତେବେ ତୁମ୍ଭେମାନେ ତାହା ପାଳନ କରୁନାହିଁ, ବରଂ ତାହାର ବଚାରକ ହେଉଛ।


କାରଣ ତାହା ହୃଦୟରେ ପ୍ରବେଶ ନ କରି ଉଦରକୁ ଯାଏ ଏବଂ ପରିଶେଷରେ ଶରୀରରୁ ନିଷ୍କ୍ରାନ୍ତ ହୁଏ।” (ଏହା କହିବା ଦ୍ୱାରା ସମସ୍ତ ଖାଦ୍ୟ ପଦାର୍ଥ ଶୁଚି ବୋଲି ଯୀଶୁ ସୂଚାଇ ଦେଇଥିଲେ)


ବରଂ ସେମାନେ ଯେପରି ପ୍ରତିମାମାନଙ୍କୁ ଉତ୍ସର୍ଗ କରାଯାଇଥିବା କୌଣସି ଅଶୁଚି ଖାଦ୍ୟ ନ ଖାଆନ୍ତି, ଯୌନ ପାପରୁ ନିବୃତ୍ତ ହୁଅନ୍ତି, ଗଳା ଚିପା ଯାଇ ମରା ଯାଇଥିବା ପଶୁର ମାଂସ ଭୋଜନ ନ କରନ୍ତି - ଏ ସବୁ ବିଷୟରେ ପରାମର୍ଶ ଦେଇ ସେମାନଙ୍କ ନିକଟକୁ ଗୋଟିଏ ପତ୍ର ଲେଖିବା।


ତୁମ୍ଭେମାନେ ଖ୍ରୀଷ୍ଟଙ୍କ ସହ ମୃତ୍ୟୁଭୋଗ କରିଛ ଓ ଏହି ବିଶ୍ୱ ଉପରେ କର୍ତ୍ତୃତ୍ୱ କରୁଥିବା ଶକ୍ତିମାନଙ୍କ କବଳରୁ ମୁକ୍ତି ଲାଭ କରିଛ। ତେବେ କାହିଁକି ତୁମ୍ଭେମାନେ ଜାଗତିକମନା ଲୋକଙ୍କ ପରି ଜୀବନ କାଟୁଛ? କାହିଁକି ତୁମ୍ଭେମାନେ ଏହିପରି ନିୟମସବୁ ପାଳନ କର, ଯଥା


Swiv nou:

Piblisite


Piblisite