କଲସୀୟ 2:3 - ପବିତ୍ର ବାଇବଲ (CL) NT (BSI)3 ଯୀଶୁ ଖ୍ରୀଷ୍ଟ ହେଉଛନ୍ତି ସେହି ଚାବି କାଠି, ଯାହା ଈଶ୍ୱରଙ୍କର ବୁଦ୍ଧି ଓ ଜ୍ଞାନରୂପ ସମସ୍ତ ଗୁପ୍ତ ସମ୍ପଦର ଭଣ୍ଡାର ଖୋଲିଦିଏ। Gade chapit laପବିତ୍ର ବାଇବଲ (Re-edited) - (BSI)3 ସେହି ଖ୍ରୀଷ୍ଟଙ୍କଠାରେ ଜ୍ଞାନ ଓ ବୁଦ୍ଧିରୂପ ସମସ୍ତ ଧନ ନିହିତ ଅଛି। Gade chapit laଓଡିଆ ବାଇବେଲ3 ସେହି ଖ୍ରୀଷ୍ଟଙ୍କଠାରେ ଜ୍ଞାନ ଓ ବୁଦ୍ଧିରୂପ ସମସ୍ତ ଧନ ନିହିତ ଅଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସେହି ଖ୍ରୀଷ୍ଟଙ୍କଠାରେ ଜ୍ଞାନ ଓ ବୁଦ୍ଧିରୂପ ସମସ୍ତ ଧନ ନିହିତ ଅଛି। Gade chapit laପବିତ୍ର ବାଇବଲ3 ଖ୍ରୀଷ୍ଟଙ୍କଠାରେ ଜ୍ଞାନ ଓ ବିଜ୍ଞତାର ଭଣ୍ଡାର ସୁରକ୍ଷିତ ରଖା ହୋଇଛି। Gade chapit la |
“ଯେଉଁମାନଙ୍କର ଶୁଣିବା ପାଇଁ କାନ ଅଛି, ମଣ୍ଡଳୀଗୁଡ଼ିକୁ ଈଶ୍ୱରଙ୍କ ଆତ୍ମା କଅଣ କହୁଅଛନ୍ତି, ତାହା ଶୁଣ। “ଯେଉଁମାନେ ବିଜୟ ଲାଭ କରିବେ, ମୁଁ ସେମାନଙ୍କୁ ଗଚ୍ଛିତ ରଖାଯାଇଥିବା ମାନ୍ନାରୁ କିଛି ଦେବି। ସେମାନଙ୍କ ମଧ୍ୟରୁ ପ୍ରତ୍ୟେକଙ୍କୁ ନୂତନ ନାମ ଲେଖା ହୋଇଥିବା ଗୋଟିଏ ଶ୍ୱେତ ପ୍ରସ୍ତର ପ୍ରଦାନ କରିବି। ସେହି ନୂତନ ନାମ କଅଣ, ପ୍ରସ୍ତର ଗ୍ରହଣକାରୀ ବ୍ୟତୀତ ଅନ୍ୟ କେହି ତାହା ଜାଣି ପାରିବେ ନାହିଁ।