କଲସୀୟ 2:5 - ପବିତ୍ର ବାଇବଲ (CL) NT (BSI)5 କାରଣ ଶାରୀରିକଭାବେ ଅନୁପସ୍ଥିତ ଥିଲେ ସୁଦ୍ଧା, ଆତ୍ମିକ ଭାବରେ ମୁଁ ତୁମ୍ଭମାନଙ୍କ ସହିତ ଅଛି। ଖ୍ରୀଷ୍ଟଙ୍କ ଉପରେ ଦୃଢ଼ ବିଶ୍ୱାସ ରଖି ତୁମ୍ଭେମାନେ ଯେପରି ସୁଶୃଙ୍ଖଳିତ ହୋଇଛ, ତାହା ଦେଖି ମୁଁ ଆନନ୍ଦିତ। ଖ୍ରୀଷ୍ଟ ଓ ଜୀବନର ପୂର୍ଣ୍ଣତା Gade chapit laପବିତ୍ର ବାଇବଲ (Re-edited) - (BSI)5 କାରଣ ଯଦ୍ୟପି ମୁଁ ଶରୀରରେ ଅନୁପସ୍ଥିତ, ତଥାପି ମୁଁ ଆତ୍ମାରେ ତୁମ୍ଭମାନଙ୍କ ସହିତ ଥାଇ ତୁମ୍ଭମାନଙ୍କର ସୁଗଠନ ଓ ଖ୍ରୀଷ୍ଟଙ୍କଠାରେ ବିଶ୍ଵାସର ଦୃଢ଼ତା ଦେଖି ଆନନ୍ଦ କରୁଅଛି। Gade chapit laଓଡିଆ ବାଇବେଲ5 କାରଣ ଯଦ୍ୟପି ମୁଁ ଶରୀରରେ ଅନୁପସ୍ଥିତ, ତଥାପି ମୁଁ ଆତ୍ମାରେ ତୁମ୍ଭମାନଙ୍କ ସହିତ ଥାଇ ତୁମ୍ଭମାନଙ୍କର ସୁଗଠନ ଓ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସର ଦୃଢ଼ତା ଦେଖି ଆନନ୍ଦ କରୁଅଛି । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 କାରଣ ଯଦ୍ୟପି ମୁଁ ଶରୀରରେ ଅନୁପସ୍ଥିତ, ତଥାପି ମୁଁ ମୋହର ଆତ୍ମାରେ ତୁମ୍ଭମାନଙ୍କ ସହିତ ଥାଇ ତୁମ୍ଭମାନଙ୍କର ସୁଗଠନ ଓ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସର ଦୃଢ଼ତା ଦେଖି ଆନନ୍ଦ କରୁଅଛି। Gade chapit laପବିତ୍ର ବାଇବଲ5 ମୁଁ ମୋ’ ଶରୀରରେ ତୁମ୍ଭ ସହିତ ସେଠାରେ ନାହିଁ, କିନ୍ତୁ ମୋର ଆତ୍ମା ସେଠାରେ ଅଛି। ମୁଁ ତୁମ୍ଭମାନଙ୍କ ଉତ୍ତମ ଜୀବନ ଓ ତୁମ୍ଭମାନଙ୍କର ଖ୍ରୀଷ୍ଟଙ୍କଠାରେ ବଳିଷ୍ଠ ବିଶ୍ୱାସ ଦେଖି ପ୍ରସନ୍ନ ଅଟେ। Gade chapit la |