କଲସୀୟ 2:6 - ପବିତ୍ର ବାଇବଲ (CL) NT (BSI)6 ଯେହେତୁ ତୁମ୍ଭେମାନେ ଖ୍ରୀଷ୍ଟ ଯୀଶୁଙ୍କୁ ପ୍ରଭୁ ରୂପେ ଗ୍ରହଣ କରିଛ, ତାଙ୍କ ସହିତ ସଂଯୁକ୍ତ ହୋଇ ଜୀବନ ଯାପନ କର। Gade chapit laପବିତ୍ର ବାଇବଲ (Re-edited) - (BSI)6 ଅତଏବ, ଖ୍ରୀଷ୍ଟ ଯୀଶୁଙ୍କୁ ପ୍ରଭୁ ବୋଲି ଯେପରି ଗ୍ରହଣ କରିଅଛ, ତଦନୁସାରେ ତାହାଙ୍କ ସହଭାଗିତାରେ ଆଚରଣ କର; Gade chapit laଓଡିଆ ବାଇବେଲ6 ଅତଏବ, ଖ୍ରୀଷ୍ଟ ଯୀଶୁଙ୍କୁ ପ୍ରଭୁ ବୋଲି ଯେପରି ଗ୍ରହଣ କରିଅଛ, ତଦନୁସାରେ ତାହାଙ୍କ ସହଭାଗିତାରେ ଆଚରଣ କର; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଅତଏବ, ଖ୍ରୀଷ୍ଟ ଯୀଶୁଙ୍କୁ ପ୍ରଭୁ ବୋଲି ଯେପରି ଗ୍ରହଣ କରିଅଛ, ତଦନୁସାରେ ତାହାଙ୍କ ସହଭାଗିତାରେ ଆଚରଣ କର; Gade chapit laପବିତ୍ର ବାଇବଲ6 ତୁମ୍ଭେ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କୁ ଗ୍ରହଣ କରିଛ। ଅତଏବ କୌଣସି ଅସ୍ଥିରଚିତ୍ତ ନ ହୋଇ ତାହାଙ୍କୁ ଅନୁସରଣ କରିଗ୍ଭଲ। Gade chapit la |