Biblia Todo Logo
Bib sou entènèt

- Piblisite -




କଲସୀୟ 3:9 - ପବିତ୍ର ବାଇବଲ (CL) NT (BSI)

9 ପରସ୍ପରକୁ ମିଥ୍ୟା କୁହ ନାହିଁ, କାରଣ ତୁମ୍ଭେମାନେ ପୁରାତନ ସ୍ୱଭାବ ଓ ତା’ର ଆଚରଣ ପରିତ୍ୟାଗ କରିଛ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ପରସ୍ପର ମିଥ୍ୟା କୁହ ନାହିଁ; ତୁମ୍ଭେମାନେ ତ ପୁରାତନ ସ୍ଵଭାବ ଓ

Gade chapit la Kopi

ଓଡିଆ ବାଇବେଲ

9 ପରସ୍ପର ମିଥ୍ୟା କୁହ ନାହିଁ ତୁମ୍ଭେମାନେ ତ ପୁରାତନ ସ୍ୱଭାବ ଓ

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ପରସ୍ପର ମିଥ୍ୟା କୁହ ନାହିଁ ତୁମ୍ଭେମାନେ ତ ପୁରାତନ ସ୍ୱଭାବ

Gade chapit la Kopi

ପବିତ୍ର ବାଇବଲ

9 ପରସ୍ପରକୁ ମିଛ କଥା କୁହ ନାହିଁ, କାରଣ ତୁମ୍ଭେମାନେ ପୂର୍ବ ଜୀବନର ପାପପୂର୍ଣ୍ଣ ଆଚରଣ ଛାଡ଼ି ଦେଇଛ।

Gade chapit la Kopi




କଲସୀୟ 3:9
16 Referans Kwoze  

ଆଉ ମିଥ୍ୟା କୁହ ନାହିଁ। ଖ୍ରୀଷ୍ଟ ବିଶ୍ୱାସୀମାନେ ପରସ୍ପରକୁ ସତ୍ୟ କହିବା ଉଚିତ୍; କାରଣ ଆମେ ଖ୍ରୀଷ୍ଟଙ୍କ ଶରୀରର ଅଙ୍ଗପ୍ରତ୍ୟଙ୍ଗ।


ତେଣୁ ଯେଉଁ ପୁରାତନ ସ୍ୱଭାବ ନେଇ ତୁମେ ଜୀବନ ଯାପନ କରୁଥିଲ, ତାହା ପରିତ୍ୟାଗ କର, କାରଣ ତାହାର ଛଳ କାମନା ଦ୍ୱାରା ତୁମର ଆତ୍ମା ବିନଷ୍ଟ ହେଉଥିଲା।


ତୁମ୍ଭେମାନେ ତୁମ୍ଭମାନଙ୍କର ପିତା ଶୟତାନର ସନ୍ତାନ; ତାହାର ଇଚ୍ଛା ଅନୁସାରେ କାର୍ଯ୍ୟ କରିବାକୁ ଲାଳାୟିତ। ସୃଷ୍ଟିର ଆରମ୍ଭରୁ ସେ ଥିଲା ନରହନ୍ତା। ସେ କେବେ ସତ୍ୟର ପକ୍ଷପାତୀ ନ ଥିଲା କାରଣ ତା’ଠାରେ ଲେଶମାତ୍ର ସତ୍ୟ ନାହିଁ। ମିଥ୍ୟା କହିବା ତା’ ପକ୍ଷରେ ସ୍ୱାଭାବିକ। କାରଣ ସେ ନିଜେ ମିଥ୍ୟାବାଦୀ ଓ ସକଳ ମିଥ୍ୟାର ଜନକ।


ଆମେ ଜାଣୁ, ଖ୍ରୀଷ୍ଟଙ୍କ ସହିତ କ୍ରୁଶ ଉପରେ ଆମ୍ଭମାନଙ୍କ ପୁରାତନ ବ୍ୟକ୍ତିତ୍ୱ ମୃତ ହୋଇଛି। ତଦ୍ଦ୍ୱାରା ଆମ ପାପ ପ୍ରକୃତି ବିନଷ୍ଟ ହୋଇଛି ଓ ଆମେ ପାପର ଦାସତ୍ୱରୁ ମୁକ୍ତି ପାଇଛୁ,


କିନ୍ତୁ ବିକୃତ ଚରିତ୍ର, ତନ୍ତ୍ରମନ୍ତ୍ରସାଧକ, ନରହନ୍ତା, ପ୍ରତିମାପୂଜକ, ମିଥ୍ୟାବାଦୀ, ପ୍ରତାରକ ଆଦି ଭ୍ରଷ୍ଟାଚାରୀମାନେ ସମସ୍ତେ ନଗରୀ ବାହାରେ ରହିବେ।


କୌଣସି ଅଶୁଚି ବସ୍ତୁ ଏଠାକୁ ଅଣାଯିବ ନାହିଁ। ଘୃଣ୍ୟ କର୍ମରେ ଲିପ୍ତ ଭ୍ରଷ୍ଟାଚାରୀ ଓ ମିଥ୍ୟାବାଦୀମାନେ ଏହି ନଗରୀରେ ପ୍ରବେଶ କରି ପାରିବେ ନାହିଁ। ଯେଉଁମାନଙ୍କର ନାମ ମେଷଶାବଙ୍କ ଜୀବନ ପୁସ୍ତକରେ ଲେଖା ହୋଇଥିବ, କେବଳ ସେମାନେ ଏହି ନଗରୀରେ ପ୍ରବେଶ କରିପାରିବେ।


ନରହତ୍ୟା, ଲମ୍ପଟତା, ଅସ୍ୱାଭାବିକ, କାମୁକତା, ମନୁଷ୍ୟ ଅପହରଣ ଓ ମିଥ୍ୟା ସାକ୍ଷ୍ୟ ଦାନରେ ଯେଉଁମାନେ ଅଭ୍ୟସ୍ତ, ସ୍ଥୂଳତଃ ଯେଉଁମାନେ ସମସ୍ତ ସତ୍ଶିକ୍ଷାରେ ବିରୁଦ୍ଧାଚରଣ କରନ୍ତି, ସେମାନଙ୍କ ନିମନ୍ତେ ବ୍ୟବସ୍ଥା ଉଦ୍ଦିଷ୍ଟ।


କିନ୍ତୁ କାପୁରୁଷ, ବିଶ୍ୱାସଘାତକ, ବିକୃତଚରିତ୍ର, ନରହନ୍ତା, ଲମ୍ପଟ, ତନ୍ତ୍ରମନ୍ତ୍ରସାଧକ, ପ୍ରତିମାପୂଜକ ଓ ମିଥ୍ୟାବାଦୀ ଆଦି ସମସ୍ତ ଭ୍ରଷ୍ଟାଚାରୀମାନଙ୍କର ନିରୂପିତ ସ୍ଥାନ ହେଉଛି, ଗନ୍ଧକାଗ୍ନି ଜଳୁଥିବା ହ୍ରଦ - ସେଠାରେ ସେମାନେ ଦ୍ୱିତୀୟ ମୃତ୍ୟୁଭୋଗ କରିବେ।”


କିନ୍ତୁ ବର୍ତ୍ତମାନ ତୁମ୍ଭମାନଙ୍କୁ କ୍ରୋଧ, ହିଂସା, ଘୃଣାଭାବ ପ୍ରଭୃତି ବର୍ଜନ କରିବାକୁ ହେବ। ତୁମେ ଅପବାଦସୂଚକ କଥା ବା ଅଶ୍ଳୀଳ ଭାଷା ଆଦୌ କୁହ ନାହିଁ।


Swiv nou:

Piblisite


Piblisite