Biblia Todo Logo
Bib sou entènèt

- Piblisite -




କଲସୀୟ 4:7 - ପବିତ୍ର ବାଇବଲ (CL) NT (BSI)

7 ପ୍ରଭୁଙ୍କ କାର୍ଯ୍ୟରେ ବିଶ୍ୱସ୍ତ କର୍ମୀ ଓ ମୋର ସହକର୍ମୀ ପ୍ରିୟ ଭାଇ ତୁଖିକ ମୋ’ ସମ୍ପର୍କରେ ତୁମ୍ଭମାନଙ୍କୁ ସମସ୍ତ ବିଷୟ ଜଣାଇବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ପ୍ରିୟ ଭ୍ରାତା, ପୁଣି, ପ୍ରଭୁଙ୍କ କାର୍ଯ୍ୟରେ ବିଶ୍ଵସ୍ତ ସେବକ ଓ ସହଦାସ ଯେ ତୁଖିକ, ସେ ମୋହର ସମସ୍ତ ବିଷୟ ତୁମ୍ଭମାନଙ୍କୁ ଜଣାଇବେ;

Gade chapit la Kopi

ଓଡିଆ ବାଇବେଲ

7 ପ୍ରିୟ ଭ୍ରାତା, ପୁଣି, ପ୍ରଭୁଙ୍କ କାର୍ଯ୍ୟରେ ବିଶ୍ୱସ୍ତ ସେବକ ଓ ସହଦାସ ଯେ ତୁଖିକ ସେ ମୋହର ସମସ୍ତ ବିଷୟ ତୁମ୍ଭମାନଙ୍କୁ ଜଣାଇବେ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ପ୍ରିୟ ଭ୍ରାତା, ପୁଣି, ପ୍ରଭୁଙ୍କ କାର୍ଯ୍ୟରେ ବିଶ୍ୱସ୍ତ ସେବକ ଓ ସହଦାସ ଯେ ତୁଖିକ ସେ ମୋହର ସମସ୍ତ ବିଷୟ ତୁମ୍ଭମାନଙ୍କୁ ଜଣାଇବେ;

Gade chapit la Kopi

ପବିତ୍ର ବାଇବଲ

7 ଯୀଶୁ ଖ୍ରୀଷ୍ଟଙ୍କ ପାଇଁ ମୋର ପ୍ରିୟ ଭାଇ ତୁଖିକ, ଜଣେ ବିଶ୍ୱାସୀ ସେବକ ଓ ମୋ’ ସହିତ ପ୍ରଭୁଙ୍କର ଜଣେ ସେବକ ଅଟନ୍ତି। ମୋ’ ସହିତ ଏଠାରେ ଯାହାକିଛି ଘଟୁଛି, ସେହି ସମସ୍ତ କଥା ସେ ତୁମ୍ଭମାନଙ୍କୁ କହିବେ।

Gade chapit la Kopi




କଲସୀୟ 4:7
9 Referans Kwoze  

ତିଖିକସଙ୍କୁ ମୁଁ ଏଫିସସ୍ ପଠାଇଛି।


ବେରିଆ ନିବାସୀ ପୁରଙ୍କ ପୁତ୍ର ସୋପାତ୍ର, ଥେସଲନିକୀର ଆରିଷ୍ଟାର୍ଖସ୍ ଓ ସେକୁନ୍ଦ, ଦର୍ବୀର ଗାୟ, ଆସିଆ ଦେଶର ତୁଖିକ ଓ ତ୍ରଫିମ, ପୁଣି ତୀମଥି ତାଙ୍କ ସହିତ ଗଲେ।


ମୁଁ ଯେତେବେଳେ ତୁମ ନିକଟକୁ ଆର୍ତ୍ତେମା ଓ ତୁଖିକଙ୍କୁ ପଠାଇବି, ତୁମେ ନିକପଲିକୁ ଆସିବା ପାଇଁ ଯଥାସାଧ୍ୟ ଚେଷ୍ଟା କର - ସେଠାରେ ମୁଁ ଶୀତଋତୁ କଟାଇବାକୁ ସ୍ଥିର କରିଛି।


ତାଙ୍କ ସଙ୍ଗରେ ତୁମ ଦଳ ଅନ୍ତର୍ଭୁକ୍ତ ପ୍ରିୟ ବିଶ୍ୱସ୍ତ ଭାଇ ଅନିସିବ ମଧ୍ୟ ଯାଉଛନ୍ତି। ସେମାନେ ତୁମକୁ ଏଠାରେ ଘଟୁଥିବା ସମସ୍ତ କଥା ଜଣାଇବେ।


ତୁମ ଦଳର ଆଉ ଜଣେ ସଭ୍ୟ ଓ ଖ୍ରୀଷ୍ଟ ଯୀଶୁଙ୍କର ସେବକ ଏପାଫ୍ରା ନମସ୍କାର ଜଣାଉଛନ୍ତି। ଈଶ୍ୱରଙ୍କ ଇଚ୍ଛାର ସମ୍ପୂର୍ଣ୍ଣ ବାଧ୍ୟ ହୋଇ ତୁମ୍ଭେମାନେ ଯେପରି ପରିପକ୍ୱ ଓ ଦୃଢ଼ ଖ୍ରୀଷ୍ଟବିଶ୍ୱାସୀ ସ୍ୱରୂପେ ଅବିଚଳିତଭାବେ ଛିଡ଼ା ହୋଇପାରେ, ସେଥିପାଇଁ ସେ ଅବିରତ ଈଶ୍ୱରଙ୍କ ନିକଟରେ ଆକୁଳ ପ୍ରାର୍ଥନା କରୁଛନ୍ତି।


ମୋର କାର୍ଯ୍ୟ ଓ ସଂଗ୍ରାମରେ ନିୟୋଜିତ ଓ ତୁମ୍ଭମାନଙ୍କ ବାର୍ତ୍ତାବହ ରୂପେ ମୋତେ ସାହାଯ୍ୟ କରି ଆସୁଥିବା ଏପାଫଦିତଙ୍କୁ ମଧ୍ୟ ତୁମ୍ଭମାନଙ୍କ ନିକଟକୁ ପଠାଇବା ଆବଶ୍ୟକ ମନେ କରୁଛି।


ଆମ ପକ୍ଷରୁ ଖ୍ରୀଷ୍ଟଙ୍କ ବିଶ୍ୱସ୍ତ ସେବକ ଓ ଆମର ପ୍ରିୟ ସହକର୍ମୀ ଏପାଫ୍ରାଙ୍କଠାରୁ ତୁମ୍ଭେମାନେ ଈଶ୍ୱରଙ୍କ ଏହି ଅନୁଗ୍ରହ ବିଷୟ ଅବଗତ ହୋଇଛ।


Swiv nou:

Piblisite


Piblisite