Biblia Todo Logo
Bib sou entènèt

- Piblisite -




ଏଫିସୀୟ 1:12 - ପବିତ୍ର ବାଇବଲ (CL) NT (BSI)

12 ଆସ, ଯେଉଁମାନେ ସର୍ବପ୍ରଥମେ ଖ୍ରୀଷ୍ଟଙ୍କଠାରେ ଭରସା ରଖିଥିଲୁ, ସମସ୍ତେ ଈଶ୍ୱରଙ୍କ ମହିମା କୀର୍ତ୍ତନ କରିବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଯେପରି ଖ୍ରୀଷ୍ଟଙ୍କଠାରେ ପୂର୍ବରୁ ଭରସା କରିଥିଲୁ ଯେ ଆମ୍ଭେମାନେ, ଆମ୍ଭେମାନେ ଈଶ୍ଵରଙ୍କ ଗୌରବର ପ୍ରଶଂସାର କାରଣ ହେଉ।

Gade chapit la Kopi

ଓଡିଆ ବାଇବେଲ

12 ଯେପରି ଖ୍ରୀଷ୍ଟଙ୍କଠାରେ ପୁର୍ବରୁ ଭରସା କରିଥିଲୁ ଯେ ଆମ୍ଭେମାନେ, ଆମ୍ଭେମାନେ ଈଶ୍ୱରଙ୍କ ଗୌରବର ପ୍ରଶଂସାର କାରଣ ହେଉ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ପୂର୍ବରୁ ଭରସା କରିଥିଲୁ, ତାହା ଯେପରି ଈଶ୍ବରଙ୍କ ଗୌରବର ପ୍ରଶଂସାର କାରଣ ହେଉ।

Gade chapit la Kopi

ପବିତ୍ର ବାଇବଲ

12 ଆମ୍ଭେ ହେଉଛୁ ପ୍ରଥମ ଲୋକ ଯେଉଁମାନେ ଖ୍ରୀଷ୍ଟଙ୍କଠାରେ ଭରସା ପ୍ରତିଷ୍ଠିତ କରିଥିଲୁ, ଏବଂ ପରମେଶ୍ୱରଙ୍କ ମହିମାର ପ୍ରଶଂସା କରିବା ଲାଗି ଆମ୍ଭକୁ ବଛା ଯାଇଥିଲା।

Gade chapit la Kopi




ଏଫିସୀୟ 1:12
21 Referans Kwoze  

ଈଶ୍ୱରଙ୍କ ଅପୂର୍ବ ଅନୁଗ୍ରହ ନିମନ୍ତେ ଓ ତାଙ୍କ ପ୍ରିୟ ପୁତ୍ରଙ୍କୁ ବିନା ମୂଲ୍ୟରେ ଦାନ ସ୍ୱରୂପେ ପାଇଥିବା ହେତୁ, ଆମେ ଈଶ୍ୱରଙ୍କ ଧନ୍ୟବାଦ କରୁଛୁ।


ତେଣୁ ହେ ଭାଇମାନେ, ତୁମ୍ଭମାନଙ୍କ ନିମନ୍ତେ ଈଶ୍ୱରଙ୍କୁ ସର୍ବଦା ଧନ୍ୟବାଦ ଦେବା ଉଚିତ୍। କାରଣ ପ୍ରଭୁ ତୁମ୍ଭମାନଙ୍କୁ ପ୍ରେମ କରନ୍ତି। ସତ୍ୟରେ ତୁମ୍ଭମାନଙ୍କର ବିଶ୍ୱାସ ଯୋଗୁଁ ଈଶ୍ୱର ତୁମକୁ ସର୍ବାଗ୍ରେ ମନୋନୀତ କରିଛନ୍ତି - ଯେପରି ପବିତ୍ର ଆତ୍ମାଙ୍କ ଶକ୍ତିରେ ତୁମ୍ଭେମାନେ ପରିତ୍ରାଣ ପାଇବ ଓ ଏକ ପବିତ୍ର ଗୋଷ୍ଠୀ ହେବ।


ମଣ୍ଡଳୀ ଦ୍ୱାରା ଓ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ଯୁଗେ ଯୁଗେ ଅନନ୍ତ କାଳ ଯାଏ ସେହି ଈଶ୍ୱରଙ୍କର ଗୌରବ ହେଉ। ଆମେନ୍।


ସମଗ୍ର ପ୍ରାଣୀ ଜଗତରେ ଆମେ ଯେପରି ପ୍ରଥମ ସ୍ଥାନ ଅଧିକାର କରିବୁ, ଏଥିପାଇଁ ସେ ସ୍ୱଇଚ୍ଛାରେ ସତ୍ୟ ବାକ୍ୟ ଦ୍ୱାରା ଆମ୍ଭମାନଙ୍କୁ ସୃଷ୍ଟି କଲେ।


ଯୀଶୁ ଖ୍ରୀଷ୍ଟଙ୍କଠାରେ ପ୍ରଦର୍ଶିତ ପ୍ରେମରେ ତାଙ୍କ ଅନୁଗ୍ରହର ଅସାଧାରଣ ମହତ୍ତ୍ୱ ଯୁଗେ ଯୁଗେ ପ୍ରତିପାଦିତ କରିବା ପାଇଁ ଈଶ୍ୱର ଏହା କଲେ।


ଯୀଶୁ କହିଲେ, “ତୁମ୍ଭେମାନେ ଉଦ୍ବିଗ୍ନ ହୁଅ ନାହିଁ।” ତୁମ୍ଭେମାନେ ଈଶ୍ୱରଙ୍କଠାରେ ବିଶ୍ୱାସ କରୁଛ। ମୋ’ଠାରେ ମଧ୍ୟ ବିଶ୍ୱାସ କର।


ତାଙ୍କ ଯୋଗୁଁ ତୁମ୍ଭେମାନେ ଈଶ୍ୱରବିଶ୍ୱାସୀ ହୋଇଛ। ତାଙ୍କୁ ମୃତ୍ୟୁରୁ ପୁନରୁତ୍ଥିତ କରାଇ ମହିମାନ୍ୱିତ କରିଥିବା ଈଶ୍ୱରଙ୍କ ଉପରେ ତୁମ୍ର ବିଶ୍ୱାସ ଓ ଭରସା ଦୃଢ଼ ହୋଇଛି।


ସେଥିଯୋଗୁଁ ମୁଁ ଏ ସବୁ ଦୁଃଖଭୋଗ କରୁଛି। ଯାହାଙ୍କୁ ମୁଁ ବିଶ୍ୱାସ କରୁଛି, ମୁଁ ତାଙ୍କର ସ୍ପଷ୍ଟ ପରିଚୟ ପାଇଛି ଏବଂ ସେ ମୋତେ ଯେଉଁ ଦାୟିତ୍ୱ ଦେଇଛନ୍ତି, ତାହା ତୁଲାଇବାକୁ ମହାବିଚାର ଦିନ ପର୍ଯ୍ୟନ୍ତ ସେ ମୋତେ ନିରାପଦରେ ରଖିବେ, ଏହା ନିଶ୍ଚିତଭାବେ ଜାଣି ମୁଁ ଏ ପର୍ଯ୍ୟନ୍ତ ପୂରାପୂରି ଆଶାବାଦୀ ହୋଇ ରହିଛି।


Swiv nou:

Piblisite


Piblisite