Biblia Todo Logo
Bib sou entènèt

- Piblisite -




ଏଫିସୀୟ 1:6 - ପବିତ୍ର ବାଇବଲ (CL) NT (BSI)

6 ଈଶ୍ୱରଙ୍କ ଅପୂର୍ବ ଅନୁଗ୍ରହ ନିମନ୍ତେ ଓ ତାଙ୍କ ପ୍ରିୟ ପୁତ୍ରଙ୍କୁ ବିନା ମୂଲ୍ୟରେ ଦାନ ସ୍ୱରୂପେ ପାଇଥିବା ହେତୁ, ଆମେ ଈଶ୍ୱରଙ୍କ ଧନ୍ୟବାଦ କରୁଛୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଏହା ତାହାଙ୍କ ଅନୁଗ୍ରହର ଗୌରବର ପ୍ରଶଂସା ନିମନ୍ତେ ହୋଇଅଛି; ସେହି ଅନୁଗ୍ରହ ସେ ପ୍ରିୟତମଙ୍କ ଦ୍ଵାରା ଆମ୍ଭମାନଙ୍କୁ ଦାନ କରିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

6 ଏହା ତାହାଙ୍କ ଅନୁଗ୍ରହର ଗୌରବର ପ୍ରଶଂସା ନିମନ୍ତେ ହୋଇଅଛି; ସେହି ଅନୁଗ୍ରହ ସେ ପ୍ରିୟତମଙ୍କ ଦ୍ୱାରା ଆମ୍ଭମାନଙ୍କୁ ଦାନ କରିଅଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଏହା ତାହାଙ୍କ ଅନୁଗ୍ରହର ଗୌରବର ପ୍ରଶଂସା ନିମନ୍ତେ ହୋଇଅଛି; ସେହି ଅନୁଗ୍ରହ ସେ ପ୍ରିୟତମଙ୍କ ଦ୍ୱାରା ଆମ୍ଭମାନଙ୍କୁ ଦାନ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

6 ପରମେଶ୍ୱରଙ୍କ ଆଶ୍ଚର୍ଯ୍ୟଜନକ ଅନୁଗ୍ରହ ସକାଶେ ତାହାଙ୍କର ପ୍ରଶଂସା ହୁଏ। ଯାହାଙ୍କୁ ପରମେଶ୍ୱର ପ୍ରେମ କରନ୍ତି, ସେହି ଖ୍ରୀଷ୍ଟଙ୍କ ଦ୍ୱାରା ସେ ଆମ୍ଭକୁ ସେହି ଅନୁଗ୍ରହ ମୁକ୍ତ ଭାବରେ ଦେଇଥା’ନ୍ତି।

Gade chapit la Kopi




ଏଫିସୀୟ 1:6
41 Referans Kwoze  

ସେ ଅନ୍ଧକାରର ଶକ୍ତିରୁ ଆମକୁ ରକ୍ଷା କରିଛନ୍ତି ଓ ନିରାପଦରେ ଆମ୍ଭମାନଙ୍କୁ ତାଙ୍କ ପ୍ରିୟ ପୁତ୍ରଙ୍କ ରାଜ୍ୟକୁ ଆଣିଛନ୍ତି।


ଆସ, ଯେଉଁମାନେ ସର୍ବପ୍ରଥମେ ଖ୍ରୀଷ୍ଟଙ୍କଠାରେ ଭରସା ରଖିଥିଲୁ, ସମସ୍ତେ ଈଶ୍ୱରଙ୍କ ମହିମା କୀର୍ତ୍ତନ କରିବା।


ଖ୍ରୀଷ୍ଟଙ୍କ ଦ୍ୱାରା ମୋ’ ଈଶ୍ୱର ତାଙ୍କର ପ୍ରଚୁର ଐଶ୍ୱର୍ଯ୍ୟରେ ତୁମ୍ଭମାନଙ୍କର ସମସ୍ତ ଆବଶ୍ୟକତା ଯୋଗାଇ ଦେବେ।


ତତ୍ପରେ ସ୍ୱର୍ଗରୁ ଐଶୀବାଣୀ ଉଚ୍ଚାରିତ ହେଲା, “ଏହି ମୋର ପ୍ରିୟ ପୁତ୍ର, ତାଙ୍କଠାରେ ମୁଁ ସନ୍ତୁଷ୍ଟ।”


ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ଏକ ପବିତ୍ର ଜାତି ଓ ଈଶ୍ୱରଙ୍କ ଆପଣାର ଲୋକ ହୋଇଅଛ। ଈଶ୍ୱର ତୁମ୍ଭମାନଙ୍କୁ ଅନ୍ଧକାର ମଧ୍ୟରୁ ତାଙ୍କର ଅପୂର୍ବ ଆଲୋକକୁ ଆହ୍ୱାନ କରିଛନ୍ତି। ତୁମ୍ଭେମାନ ତାଙ୍କର ବିସ୍ମୟକର କାର୍ଯ୍ୟସବୁ ଘୋଷଣା କରିବା ପାଇଁ ମନୋନୀତ।


ଓ ଈଶ୍ୱରଙ୍କ ଗୌରବ ଓ ପ୍ରଶଂସା ନିମନ୍ତେ ତୁମ୍ଭମାନଙ୍କର ଜୀବନ ଯୀଶୁ ଖ୍ରୀଷ୍ଟଙ୍କ ପ୍ରଦତ୍ତ ସମସ୍ତ ସଦ୍ଗୁଣରେ ପରିପୂର୍ଣ୍ଣ ହେବ।


ଈଶ୍ୱର ତାଙ୍କ ଲୋକମାନଙ୍କୁ ଯେଉଁସବୁ ବିଷୟ ଦେବା ପାଇଁ ପ୍ରତିଜ୍ଞା କରିଛନ୍ତି, ସେ ସବୁ ଯେ ଆମେ ପାଇବା, ପବିତ୍ର ଆତ୍ମା ତାହାର ଜାମିନଦାର ସ୍ୱରୂପ। ଈଶ୍ୱର ତାଙ୍କ ଲୋକମାନଙ୍କୁ ସ୍ୱାଧୀନତାର ପରିପୂର୍ଣ୍ଣତା ପ୍ରଦାନ କରିବେ, ଏହି ନିଶ୍ଚିତ ବୋଧ ପାଇ, ଆସ ଈଶ୍ୱରଙ୍କ ମହିମା କୀର୍ତ୍ତନ କରିବା।


ଯେ ପ୍ରଚାର କରେ, ସେ ଈଶ୍ୱରଙ୍କ ବର୍ତ୍ତା ପ୍ରଚାର କରୁ। ଯେ ସେବା କରେ, ଈଶ୍ୱରତାକୁ ଦେଇଥିବା ଶକ୍ତି ଅନୁସାରେ ସେ ସେବା କରୁ। ତା’ ହେଲେ, ଈଶ୍ୱର ସବୁ ବିଷୟରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଗୌରବାନ୍ୱିତ ହେବେ। ଯୁଗେ ଯୁଗେ ମହିମା ସ ପରାକ୍ରମ ତାହାଙ୍କର।


କାରଣ ଖ୍ରୀଷ୍ଟ ସମ୍ପୂର୍ଣ୍ଣ ନିଷ୍ଠାପ ଥିଲେ ସୁଦ୍ଧା, ଈଶ୍ୱର ତାଙ୍କୁ ଆମ ପାଇଁ ପାପ ସ୍ୱରୂପ କଲେ, ଆମେ ଯେପିର ତାଙ୍କ ସହିତ ଯଂଯୁକ୍ତ ହୋଇ ଈଶ୍ୱରଙ୍କ ଧାର୍ମିକତାର ଅଂଶୀ ହୋଇ ପାରିବା।


ତୁମ୍ଭମାନଙ୍କ ମଙ୍ଗଳ ନିମନ୍ତେ ଏସବୁ ଘଟୁଛି। ଈଶ୍ୱରଙ୍କ ଅନୁଗ୍ରହ ଆହୁରି ଅଧିକରୁ ଅଧିକ ବୃଦ୍ଧି ପାଇ ଲୋକଙ୍କୁ ସ୍ପର୍ଶ କଲେ, ଆହୁରି ଅନେକେ କୃତଜ୍ଞ ଚ୍ତ୍ତରେ ଈଶ୍ୱରଙ୍କର ଗୌରବ କରିବେ।


ତୁମ୍ଭେମାନେ ଏକ ଆଧ୍ୟାତ୍ମିକ ମନ୍ଦିର ନିର୍ମାରରେ ଜୀବନ୍ତ ପ୍ରସ୍ତର ରୁପେ ବ୍ୟବହୃତ ହେବା ନିମନ୍ତେ ଆସ। ସେହି ମନ୍ଦିରରେ ତୁମ୍ଭେମାନେ ଯୀଶୁ ଖ୍ରୀଷ୍ଟଙ୍କ ମଧ୍ୟସ୍ଥତାରେ ଈଶ୍ୱରଙ୍କ ଗ୍ରହଣଯୋଗ୍ୟ ଆଧ୍ୟାତ୍ମିକ ମନ୍ଦିର ନିର୍ମାଣରେ ଜୀବନ୍ତ ପ୍ରସ୍ତର ରୂପେ ବ୍ୟବହୃତ ହେବା ନିମନ୍ତେ ଆସ। ସେହି ମନ୍ଦିରରେ ତୁମ୍ଭେମାନେ ଯୀଶୁ ଖ୍ରୀଷ୍ଟଙ୍କ ମଧ୍ୟସ୍ଥତାରେ ଈଶ୍ୱରଙ୍କ ଗ୍ରହଣଯୋଗ୍ୟ ଆଧ୍ୟାତ୍ମିକ ବଳି ଉତ୍ସର୍ଗ କରିବା ପାଇଁ ପବିତ୍ର ଯାଜକର କାର୍ଯ୍ୟ କରିବ।


ମୁଁ ନିବେଦନ କରେ, ଯେପରି ତାଙ୍କର ଆଲୋକ ଦେଖିବା ନିମନ୍ତେ ତୁମ୍ଭମାନଙ୍କର ଅନ୍ତର୍ଦୃଷ୍ଟି ପ୍ରସନ୍ନ ହେବ। ଫଳରେ ଯେଉଁ ଭରସା ନିମନ୍ତେ ତୁମ୍ଭେମାନେ ତାଙ୍କ ଦ୍ୱାରା ଆହୂତ,


ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କ ସହିତ ସଂଯୁକ୍ତ ଜୀବନ ଯାପନ କରନ୍ତି, ସେମାନେ ଆଉ ଦୋଷୀ ବିବେଚିତ ହେବେ ନାହିଁ।


“ମୁଁ ମୋର ଜୀବନ ଉତ୍ସର୍ଗ କରୁଥିବାରୁ ପିତା ଈଶ୍ୱର ମୋତେ ପ୍ରେମ କରନ୍ତି। ଯଦି ମୁଁ ମୋ ଜୀବନ ଦାନ କରେ, ତେବେ ତାହା ପୁଣି ଫେରି ପାଇବି।


ପିତା ଈଶ୍ୱର ପୁତ୍ରଙ୍କୁ ପ୍ରେମ କରନ୍ତି ଓ ତାଙ୍କଠାରେ ସମସ୍ତ ବିଷୟର କର୍ତ୍ତୃତ୍ୱ ଅର୍ପଣ କରିଛନ୍ତି।


“ସର୍ବୋଚ୍ଚ ସ୍ୱର୍ଗରେ ଈଶ୍ୱରଙ୍କ ମହିମା; ପୃଥିବୀରେ ଯେଉଁମାନେ ତାଙ୍କର ପ୍ରୀତିଭାଜନ, ସେମାନଙ୍କ ମନରେ ଶାନ୍ତି।”


ପିତର ଏହା କହିବାବେଳେ ଗୋଟିଏ ଉଜ୍ଜଳ ମେଘ ସେମାନେ ମୁଣ୍ଡ ଉପରକୁ ଭାସି ଆସିଲାଓ ସେଥରୁ ଗେଟିଏ ସ୍ୱର ଶୁଭିଲା, “ଏ ମୋର ପ୍ରୟ ପୁତ୍ର, ଏହାଙ୍କଠାରେ ମୁଁ ଅତ୍ୟନ୍ତ ପ୍ରୀତ। ତାଙ୍କ କଥା ମନଦେଇ ଶୁଣ।”


ଯେଉଁ ଧାର୍ମିକତା ବ୍ୟବସ୍ଥା ପାଳନ ଦ୍ୱାରା ଲାଭ କରାଯାଇପାରେ, ସେହି ପ୍ରକାର କୌଣସି ନିଜସ୍ୱ ଧାର୍ମିକତା ମୋର ନାହିଁ। ବର୍ତ୍ତମାନ ମୋର ଯେଉଁ ଧାର୍ମିକତା ଅଛି, ତାହା ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ମିଳେ; ତାହା ଈଶ୍ୱରଙ୍କଠାରୁ ଆସେ ଓ ତାହା ବିଶ୍ୱାସ ଉପରେ ପ୍ରତିଷ୍ଠିତ।


ଯୀଶୁ ଖ୍ରୀଷ୍ଟଙ୍କଠାରେ ପ୍ରଦର୍ଶିତ ପ୍ରେମରେ ତାଙ୍କ ଅନୁଗ୍ରହର ଅସାଧାରଣ ମହତ୍ତ୍ୱ ଯୁଗେ ଯୁଗେ ପ୍ରତିପାଦିତ କରିବା ପାଇଁ ଈଶ୍ୱର ଏହା କଲେ।


ଯେଉଁମାନେ ସର୍ବପ୍ରଥମେ କାମରେ ଯୋଗ ଦେଇଛନ୍ତି, ସେମାନଙ୍କ ମଜୁରୀ ଶେଷରେ ଦିଅ। ଉପରଓଳି ପାଞ୍ଚଟାରେ ଯେଉଁମାନେ କାମରେ ଯୋଗ ଦେଇଥିଲେ, ସେମାନେ ପ୍ରତ୍ୟେକ ଗୋଟିଏ ଗୋଟିଏ ରୌପମୁଦ୍ରା ପାଇଲେ।


Swiv nou:

Piblisite


Piblisite