Biblia Todo Logo
Bib sou entènèt

- Piblisite -




ଏଫିସୀୟ 2:21 - ପବିତ୍ର ବାଇବଲ (CL) NT (BSI)

21 ସେହି କେବଳ ଏହି ଗୃହକୁ ସନ୍ନିକଟ କରି ରଖନ୍ତି ଏବଂ ପ୍ରଭୁଙ୍କର ନିମନ୍ତେ ଏକ ଉତ୍ସର୍ଗିତ ପବିତ୍ର ମନ୍ଦିର ରୂପେ ସମୃଦ୍ଧ କରନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ତାହାଙ୍କଠାରେ ପ୍ରତ୍ୟେକ ଗୃହ ଏକତ୍ର ସଂଲଗ୍ନ ହୋଇ ପ୍ରଭୁଙ୍କଠାରେ ଗୋଟିଏ ପବିତ୍ର ମନ୍ଦିର ସ୍ଵରୂପେ ବୃଦ୍ଧି ପାଉଅଛି;

Gade chapit la Kopi

ଓଡିଆ ବାଇବେଲ

21 ତାହାଙ୍କଠାରେ ପ୍ରତ୍ୟେକ ଗୃହ ଏକତ୍ର ସଂଲଗ୍ନ ହୋଇ ପ୍ରଭୁଙ୍କଠାରେ ଗୋଟିଏ ପବିତ୍ର ମନ୍ଦିର ସ୍ୱରୂପେ ବୃଦ୍ଧି ପାଉଅଛି;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ତାହାଙ୍କଠାରେ ପ୍ରତ୍ୟେକ ଗୃହ ଏକତ୍ର ସଂଲଗ୍ନ ହୋଇ ପ୍ରଭୁଙ୍କଠାରେ ଗୋଟିଏ ପବିତ୍ର ମନ୍ଦିର ସ୍ୱରୂପେ ବୃଦ୍ଧି ପାଉଅଛି;

Gade chapit la Kopi

ପବିତ୍ର ବାଇବଲ

21 ସମ୍ପୂର୍ଣ୍ଣ ଭବନଟି ଖ୍ରୀଷ୍ଟଙ୍କଠାରେ ପରସ୍ପର ସହିତ ସଂଯୁକ୍ତ ହୋଇ ନିର୍ମାଣ ହୋଇଛି। ଖ୍ରୀଷ୍ଟ ସେ ଭବନକୁ ପ୍ରଭୁଙ୍କଠାରେ ଗୋଟିଏ ପବିତ୍ର ମନ୍ଦିର ହେବା ପାଇଁ ବୃଦ୍ଧି କରାଉଛନ୍ତି।

Gade chapit la Kopi




ଏଫିସୀୟ 2:21
12 Referans Kwoze  

ଆମେ ଈଶ୍ୱରଙ୍କ ସହକର୍ମୀ; ତୁମ୍ଭେମାନେ ଈଶ୍ୱରଙ୍କ କ୍ଷେତ୍ର ଏବଂ ଈଶ୍ୱରଙ୍କ ଗୃହ।


ଈଶ୍ୱରଙ୍କ ମନ୍ଦିରରେ କିପରି ପ୍ରତିମାର ପ୍ରତିଷ୍ଟା ହେଇପାରେ? ଆମେମାନେ ତ ଜୀବନ୍ତ ଈଶ୍ବରଙ୍କ ମନ୍ଦିର, କାରଣ ଈଶ୍ୱର ନିଜେ କହି ଅଛନ୍ତି, “ମୋର ଲୋକମାନଙ୍କ ସହିତ ମୁଁ ବାସ କରିବି ଓ ସେମାନଙ୍କ ମଧ୍ୟରେ ବିଚରଣ କରିବି; ମୁଁ ସେମାନଙ୍କ ଈଶ୍ୱର ହେବି ଓ ସେମାନେ ମୋର ନିଚ ଲୋକ ହେବେ।”


ଶରୀରର ମସ୍ତକ ସ୍ୱରୂପ ଖ୍ରୀଷ୍ଟଙ୍କଠାରୁ ସେମାନେ ବିଚ୍ଛିନ୍ନ ହୋଇଛନ୍ତି। ତାଙ୍କ ନିୟନ୍ତ୍ରଣରେ ଅଙ୍ଗପ୍ରତ୍ୟେଙ୍ଗଗୁଡ଼ିକ ସନ୍ଧି ଓ ଶିରା ପ୍ରଶିରା ଦ୍ୱାରା ପରସ୍ପର ସହିତ ସଂଲଗ୍ନ ହୋଇ ପରିପୁଷ୍ଟ ହୁଏ ଏବଂ ଶରୀର ଈଶ୍ୱରଙ୍କ ଅଭିମତ ଅନୁଯାୟୀ ବୃଦ୍ଧି ପାଏ।


କିନ୍ତୁ ଯଦି ମୋର ଆସିବା ବିଳମ୍ବ ହେବ, ଜୀବନ୍ତ ଈଶ୍ୱରଙ୍କ ପରିବାର ସ୍ୱରୂପେ ଏହି ଉପାସକ ମଣ୍ଡଳୀରେ ଆମକୁ କିପରି ଆଚରଣ କରିବାକୁ ହେବ, ଏହି ପତ୍ରରୁ ତାହା ତୁମେ ଜାଣି ପାରିବ। ଏହି ମଣ୍ଡଳୀ ହିଁ ସନାତନ ସତ୍ୟର ସ୍ତମ୍ଭ ଓ ଭିତ୍ତିମୂଳ।


Swiv nou:

Piblisite


Piblisite