ଏଫିସୀୟ 4:1 - ପବିତ୍ର ବାଇବଲ (CL) NT (BSI)1 ପ୍ରଭୁଙ୍କ ସେବା କରୁଥିବା ଯୋଗୁଁ ବନ୍ଦୀ ହୋଇଥିବା ମୁଁ ପାଉଲ ତୁମ୍ଭମାନଙ୍କୁ ଅନୁରୋଧ କରୁଛି, ଯେପରି ଜୀବନ ଯାପନ କରିବା ପାଇଁ ଈଶ୍ୱର ତୁମ୍ଭମାନଙ୍କୁ ଆହ୍ୱାନ କରିଛନ୍ତି, ତାହାର ଅନୁରୂପ ଆଚରଣ କର। Gade chapit laପବିତ୍ର ବାଇବଲ (Re-edited) - (BSI)1 ଅତଏବ, ପ୍ରଭୁଙ୍କ ହେତୁ ବନ୍ଦୀ ଯେ ମୁଁ, ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ତୁମ୍ଭେମାନେ ଯେଉଁ ଆହ୍ଵାନରେ ଆହୂତ ହୋଇଅଛ, ସେଥିର ଯୋଗ୍ୟଆଚରଣ କର, Gade chapit laଓଡିଆ ବାଇବେଲ1 ଅତଏବ ପ୍ରଭୁଙ୍କ ହେତୁ ବନ୍ଦୀ ଯେ ମୁଁ, ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ତୁମ୍ଭେମାନେ ଯେଉଁ ଆହ୍ୱାନରେ ଅାହୂତ ହୋଇଅଛ, ସେଥିର ଯୋଗ୍ୟ ଆଚରଣ କର, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଅତଏବ ପ୍ରଭୁଙ୍କ ହେତୁ ବନ୍ଦୀ ଯେ ମୁଁ, ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ତୁମ୍ଭେମାନେ ଯେଉଁ ଆହ୍ୱାନରେ ଅାହୂତ ହୋଇଅଛ, ସେଥିର ଯୋଗ୍ୟ ଆଚରଣ କର, Gade chapit laପବିତ୍ର ବାଇବଲ1 ମୁଁ ପ୍ରଭୁଙ୍କର ହୋଇ ଥିବାରୁ କାରାଗାରରେ ବନ୍ଦୀରୂପେ ଅଛି। ତୁମ୍ଭମାନଙ୍କୁ ପରମେଶ୍ୱର ନିଜ ଲୋକ ବୋଲି ବାଛିଛନ୍ତି। ଅତଏବ ପରମେଶ୍ୱରଙ୍କ ଲୋକମାନେ ଯେଉଁଭଳି ଜୀବନଯାପନ କରିବା ଉଚିତ୍, ତୁମ୍ଭେମାନେ ସେହିଭଳି ଜୀବନଯାପନ କର। Gade chapit la |
ଈଶ୍ୱରଙ୍କ ପାଇଁ ଏକତ୍ର କାର୍ଯ୍ୟ କରୁଥିବାରୁ ଆମେ ତୁମ୍ଭମାନଙ୍କୁ ମିନତି କରୁଛୁ, ତୁମ ଜୀବନରେ ଈଶ୍ୱରଙ୍କ ଅନୁଗ୍ରହ ବିଫୁଳ କର ନାହିଁ। ୨ କାରଣ ସେ କହିଛନ୍ତି: “ତୁମ୍ଭମାନଙ୍କ ପ୍ରତି ଦୟା ସମୟ ଆସିବାରୁ ମୁଁ ତୁମ୍ଭମାନଙ୍କର ଆବେଦନ ଶୁଣିଲି, ପରିତ୍ରାଣ ଦିନାର ତୁମର ସହୟ ହେଲି।” ଦେଖ! ଏହା ହେଉଛି, ଈଶ୍ୱରଙ୍କ ଅନୁଗ୍ରହ ଗ୍ରହଣ କରିବା ସମୟ। ଆଜି ହେଉଛି ପରିତ୍ରାଣର ଦିନ।