ଏଫିସୀୟ 4:12 - ପବିତ୍ର ବାଇବଲ (CL) NT (BSI)12 ଖ୍ରୀଷ୍ଟଙ୍କ ସେହି ଶରୀର ଗଠନ କରିବା ଉଦ୍ଦେଶ୍ୟରେ ଖ୍ରୀଷ୍ଟୀୟ ସେବା କାର୍ଯ୍ୟ ନିମନ୍ତେ ଈଶ୍ୱରଙ୍କ ଲୋକମାନଙ୍କୁ ପ୍ରସ୍ତୁତ କରିବାକୁ ସେ ଏହା କରିଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)12 ଯେପରି ସାଧୁମାନେ ସେବାକାର୍ଯ୍ୟ ନିମନ୍ତେ ସିଦ୍ଧି ଲାଭ କରନ୍ତି ଓ ଖ୍ରୀଷ୍ଟଙ୍କ ଶରୀର ନିଷ୍ଠା ପ୍ରାପ୍ତ ହୁଏ, Gade chapit laଓଡିଆ ବାଇବେଲ12 ଯେପରି ସାଧୁମାନେ ସେବାକାର୍ଯ୍ୟ ନିମନ୍ତେ ସିଦ୍ଧି ଲାଭ କରନ୍ତି ଓ ଖ୍ରୀଷ୍ଟଙ୍କ ଶରୀର ନିଷ୍ଠାପ୍ରାପ୍ତ ହୁଏ, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଯେପରି ସାଧୁମାନେ ସେବାକାର୍ଯ୍ୟ ନିମନ୍ତେ ସିଦ୍ଧି ଲାଭ କରନ୍ତି ଓ ଖ୍ରୀଷ୍ଟଙ୍କ ଶରୀର ନିଷ୍ଠାପ୍ରାପ୍ତ ହୁଏ, Gade chapit laପବିତ୍ର ବାଇବଲ12 ପରମେଶ୍ୱରଙ୍କ ଲୋକମାନେ ତାଙ୍କର ସେବା କରିବା ପାଇଁ ଓ ଖ୍ରୀଷ୍ଟଙ୍କ ଶରୀରକୁ ସୁଦୃଢ଼ କରିବା ପାଇଁ ପ୍ରସ୍ତୁତ ହେବେ ବୋଲି ଖ୍ରୀଷ୍ଟ ଏହି ଅନୁଗ୍ରହ ଦାନ ସେମାନଙ୍କୁ ଦେଲେ। ଏହା ଦ୍ୱାରା ଖ୍ରୀଷ୍ଟଙ୍କ ଶରୀରସ୍ୱରୂପ ଆମ୍ଭେମାନେ ମଧ୍ୟ ଦୃଢ଼ ଓ ବଳବାନ ହେବା। Gade chapit la |
ତୁମ ନେତାମାନଙ୍ପକର ଆଜ୍ଞାବହ ହୁଅ, ସେମାନଙ୍କର ଆଦେଶ ପାଳନ କର। ସେମାନେ ପ୍ରହରୀ ସ୍ୱରୂପ ତୁମ୍ମାନଙ୍କର ଆତ୍ମାର ସୁରକ୍ଷା ପାଇଁ ଅବିଶ୍ରାନ୍ତ ଭାବରେ ଜଗି ରହିଛନ୍ତି, କାରଣ ସେମାନଙ୍କୁ ଈଶ୍ୱରଙ୍କ ନିକଟରେ ନିଜ କାର୍ଯ୍ୟର ହିସାବ ଦେବାକୁ ପଡ଼ିବ। ତୁମ୍ଭେମାନେ ଯଦି ସେମାନଙ୍କର ଆଜ୍ଞାବହ ହୁଅ, ତେବେ ସେମାନେ ଆନନ୍ଦ ମନରେ ନିଜର କାର୍ଯ୍ୟ କରିବେ, କିନ୍ତୁ ଯଦି ତା’ ନ କର, ତେବେ ସେମାନେ ବିଷଣ୍ଣ ମନରେ ତା’ କରିବେ ଏବଂ ଏହା ତୁମ ପକ୍ଷରେ ମଙ୍ଗଳଜନକ ହେବ ନାହିଁ।