Biblia Todo Logo
Bib sou entènèt

- Piblisite -




ଏଫିସୀୟ 4:19 - ପବିତ୍ର ବାଇବଲ (CL) NT (BSI)

19 ସେମାନେ ନିର୍ଲ୍ଲଜ୍ଜ, ଭ୍ରଷ୍ଟାଚାରୀ ଓ ଅବାରିତଭାବେ ସବୁ ପ୍ରକାର ଅଶୋଭନୀୟ କାର୍ଯ୍ୟରେ ଲିପ୍ତ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ସେମାନେ ଜଡ଼ବତ୍ ହୋଇ ଧନ ଲୋଭରେ ଆସକ୍ତ ହେବା ସଙ୍ଗେ ସଙ୍ଗେ ସର୍ବପ୍ରକାର ଅଶୁଚି କର୍ମ କରିବା ନିମନ୍ତେ ଆପଣା ଆପଣାକୁ କାମୁକତାରେ ସମର୍ପଣ କରିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

19 ସେମାନେ ଜଡବତ୍ ହୋଇ ଧନଲୋଭରେ ଆସକ୍ତ ହେବା ସଙ୍ଗେ ସଙ୍ଗେ ସର୍ବପ୍ରକାର ଅଶୁଚି କର୍ମ କରିବା ନିମନ୍ତେ ଆପଣା ଆପଣାକୁ କାମୁକତାରେ ସମର୍ପଣ କରିଅଛନ୍ତି ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ସେମାନେ ଜଡବତ୍ ହୋଇ ଧନଲୋଭରେ ଆସକ୍ତ ହେବା ସଙ୍ଗେ ସଙ୍ଗେ ସର୍ବପ୍ରକାର ଅଶୁଚି କର୍ମ କରିବା ନିମନ୍ତେ ଆପଣା ଆପଣାକୁ କାମୁକତାରେ ସମର୍ପଣ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

19 ସେମାନଙ୍କର ଲଜ୍ଜା ନାହିଁ। ସେମାନେ ମନ୍ଦ କାର୍ଯ୍ୟ କରି ଜୀବନଯାପନ କରନ୍ତି। ସବୁ ପ୍ରକାରର ମନ୍ଦ କାମ ଅଧିକରୁ ଅଧିକ ରୂପେ କରିବାକୁ ସେମାନଙ୍କର ଇଚ୍ଛା।

Gade chapit la Kopi




ଏଫିସୀୟ 4:19
13 Referans Kwoze  

କେତେକ ଶଠ ମିଥ୍ୟାବାଦୀ ଏ ଭଳି ଶିକ୍ଷା ଦେବାରେ ଲାଗିଛନ୍ତି - ସେମାନଙ୍କ ବିବେକ ପୋଡ଼ି ଭସ୍ମ ହୋଇଯାଇଛି।


ତୁମ ଅନ୍ତରରେ କାର୍ଯ୍ୟରତ ଜାଗତିକ ପ୍ରବୃତ୍ତିଗୁଡ଼ିକ ଯଥା - କାମୁକତା, ଅଶୁଚିତା, ଇନ୍ଦ୍ରିୟାସକ୍ତି, ଦୁରଭିଳାଷ ଓ ଲୋଭକୁ ତୁମ୍ଭେମାନେ ବିନାଶ କର। ଲୋଭ ପ୍ରତିମା ପୂଜାର ଏକ ରୂପାନ୍ତର।


ଏହା ସେମାନଙ୍କ ପ୍ରତି କେଡ଼େ ଭୟାନକ। ସେମାନେ କୟିନର ଅସତ୍ମାର୍ଗ ଅନୁସରଣ କରୁଛନ୍ତି। ବାଲାମ ଅର୍ଥଲୋଭରେ ଯେଉଁ ଭୂଲ କରିଥିଲା, ସେମାନେ ସେହି ଭ୍ରାନ୍ତିରେ ପଡ଼ିଛନ୍ତି। କୋରହ ପରି ବିଦ୍ରୋହ କରି ସେମାନେ ବିନଷ୍ଟ ହେଉଛନ୍ତି।


କାରଣ ସେ ସମଗ୍ର ମାନବ ଜାତିକୁ ତା’ର ତୀବ୍ର କାମୋଦ୍ଦୀପକ ସୁରା ପାନ କରାଇଛି, ପୃଥିବୀର ରାଜାମାନଙ୍କୁ ତା’ ସହିତ ବ୍ୟଭିଚାର ପାପରେ ଲିପ୍ତ କରାଇଛି, ଜଗତର ବ୍ୟବସାୟୀମାନେ ତାହାର ବିଳାସବ୍ୟସନ ହେତୁ ଧନବାନ ହୋଇଛନ୍ତି।”


ସେମାନଙ୍କ ପ୍ରତି ଯାହା ଘଟିଛି, ସେଥିରୁ ଏହି ପ୍ରବାଦମାନଙ୍କର ସତ୍ୟତା ପ୍ରମାଣିତ ହେଉଛି: “କୁକୁର ଯାହା ବାନ୍ତି କରେ, ତାହାକୁ ପୁଣି ଖାଏ”, “ଘୁଷରିକୁ ଧୋଇ ଦେବା ପରେ ପୁଣି କାଦୁଅରେ ଲୋଟିବାକୁ ଯାଏ।”


ଅତୀତରେ ତୁମ୍ଭେମାନେ ଅଣବିଶ୍ୱାସୀମାନଙ୍କ ପରି କାର୍ଯ୍ୟ କରି ବହୁ ସମୟ ବିତାଇଛ। ତୁମ୍ଭମାନଙ୍କର ଜୀବନ ଅଶକଳୀଳତା, କାମୁକତା, ମଦ୍ୟପାନ, ରଙ୍ଗରସ ମତ୍ତତା ଓ ଘୃଣା ପ୍ରତିମା ପୂଜାରେ କଟି ଯାଇଛି।


ତେଣୁ ପ୍ରଭୁଙ୍କ ନାମରେ ମୁଁ ତୁମ୍ଭମାନଙ୍କୁ ସତର୍କ କରି ଦେଉଛି। ବିଧର୍ମୀମାନଙ୍କ ପରି ଆଉ ଜୀବନ ଯାପନ କର ନାହିଁ। ସେମାନଙ୍କର ଚିନ୍ତା ଅସାର


ଯଥା - ଚୋରି, ନରହତ୍ୟା, ବ୍ୟଭିଚାର, ଲୋଭ ଓ ନାନା ପ୍ରକାର ଦୁଷ୍କର୍ମ - ପ୍ରତାରଣା, ଅଶୋଭନୀୟ ଆଚରଣ, ଈର୍ଷା, କୁତ୍ସାରଟନା, ଅହଙ୍କାର ଓ ମୂଢ଼ତା।


Swiv nou:

Piblisite


Piblisite