Biblia Todo Logo
Bib sou entènèt

- Piblisite -




ଏଫିସୀୟ 4:23 - ପବିତ୍ର ବାଇବଲ (CL) NT (BSI)

23 ତୁମ ହୃଦୟ ଓ ମନର ସମ୍ପୂର୍ଣ୍ଣ ନବୀକରଣ ଆବଶ୍ୟକ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ପୁଣି ତୁମ୍ଭମାନଙ୍କ ମନରେ ନୂତନୀକୃତ ହୋଇ,

Gade chapit la Kopi

ଓଡିଆ ବାଇବେଲ

23 ପୁଣି, ତୁମ୍ଭମାନଙ୍କ ମନରେ ନୂତନୀକୃତ ହୋଇ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ପୁଣି, ତୁମ୍ଭମାନଙ୍କ ମନରେ ନୂତନୀକୃତ ହୋଇ,

Gade chapit la Kopi

ପବିତ୍ର ବାଇବଲ

23 ମାତ୍ର, ତୁମ୍ଭମାନଙ୍କୁ ହୃଦୟରେ ଓ ଭାବନାରେ ନୂତନ ହେବାକୁ ପଡ଼ିବ।

Gade chapit la Kopi




ଏଫିସୀୟ 4:23
11 Referans Kwoze  

ଏ ଜଗତର ମାପ କାଠି ଅନୁଯାୟୀ ଆଚରଣ କର ନାହିଁ। ଈଶ୍ୱର ତୁମ୍ଭମାନଙ୍କର ମନୋଭାବକୁ ସମ୍ପୂର୍ଣ୍ଣ ପରିବର୍ତ୍ତନ କରନ୍ତୁ ଏବଂ ତୁମ ଅନ୍ତର ସମ୍ପୂର୍ଣ୍ଣ ରୂପାନ୍ତରିତ ହେଉ। ତା’ହେଲେ, ଈଶ୍ୱରଙ୍କ ଇଚ୍ଛା କଅଣ, ତାଙ୍କ ଦୃଷ୍ଟିରେ କେଉଁ ସବୁ ବିଷୟ ସତ୍, ସନ୍ତୋଷଜନକ ଓ ସିଦ୍ଧ, ଏହା ତୁମ୍ଭେମାନେ ଜାଣିପାରିବ।


ମାନବ ପ୍ରକୃତିର ବଶୀଭୂତ ହେଲେ, ପରିଣାମ ହୁଏ ମୃତ୍ୟୁ; ପବିତ୍ରଆତ୍ମାଙ୍କ ବଶୀଭୂତ ହେବା ଦ୍ୱାରା ଜୀବନ ଓ ଶାନ୍ତି ମିଳେ।


ଏବଂ ନୂତନ ସ୍ୱଭାବ ଧାରଣ କରିଛ। ମନୁଷ୍ୟର ଏହି ନବୀକରଣ, ସ୍ରଷ୍ଟା ଈଶ୍ୱର ନିଜ ପ୍ରତିମୂର୍ତ୍ତିରେ ଅବିରତ ସାଧନ କରୁଛନ୍ତି। ଏଥିଦ୍ୱାରା ତୁମ୍ଭେମାନେ ତାଙ୍କ ବିଷୟରେ ସମ୍ପୂର୍ଣ୍ଣ ଜ୍ଞାନପ୍ରାପ୍ତ ହେଉଛ।


କର୍ମ ସାଧନ କରିବାକୁ ପ୍ରସ୍ତୁତ ହୁଅ। ସଜାଗ ଥାଇ ଯୀଶୁ ଖ୍ରୀଷ୍ଟ ପ୍ରକାଶିତ ହେବା ସମୟରେ ଯେଉଁ ଆଶୀର୍ବାଦ ତୁମ୍ଭମାନଙ୍କୁ ପ୍ରଦତ୍ତ ହେବ, ତାହା ଉପରେ ନିଶ୍ଚିତ ଭରସା ରଖ।


ଆମେ ଯାହା ହୋଇ ପାରିଛୁ, କେବଳ ଈଶ୍ୱର ହିଁ ତାହା କରିଛନ୍ତି, ଯେଉଁସବୁ ସତ୍ କର୍ମ ଆମେ କରିବୁ ବୋଲି ଈଶ୍ୱର ପୂର୍ବରୁ ନିରୂପଣ କରିଥିଲେ, ଆମେ ଖ୍ରୀଷ୍ଟ ଯୀଶୁଙ୍କ ସହିତ ସଂଯୁକ୍ତ ହେବା ଦ୍ୱାରା ଆମ ଜୀବନରେ ତାହା ସମ୍ଭବ ହୋଇଛି।


ଜଳଦୀକ୍ଷା ଦ୍ୱାରା ଆମ୍ଭେମାନେ ତାଙ୍କ ମୃତ୍ୟୁରେ ଅଂଶୀ ହୋଇ ତାଙ୍କ ସହିତ କବର ପାଇଛୁ। ସେ ଯେପରି ପିତାଙ୍କ ଗୌରବମୟ ଶକ୍ତି ଦ୍ୱାରା ପୁନରୁତ୍ଥିତ ହେଲେ, ଆମ୍ଭେମାନେ ମଧ୍ୟ ତାଙ୍କ ଯୋଗୁଁ ନୂତନଭାବେ ଜୀବନଯାପନ କରିପାରିବା।


Swiv nou:

Piblisite


Piblisite