Biblia Todo Logo
Bib sou entènèt

- Piblisite -




ଏଫିସୀୟ 4:26 - ପବିତ୍ର ବାଇବଲ (CL) NT (BSI)

26 ତୁମେ କ୍ରୋଧାନ୍ୱିତ ହୋଇ ପାପ କର ନାହିଁ। ସୂର୍ଯ୍ୟାସ୍ତ ପୂର୍ବରୁ ତୁମର କ୍ରୋଧ ଶାନ୍ତ ହେଉ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 କ୍ରୁଦ୍ଧ ହେଲେ ପାପ କର ନାହିଁ; ସୂର୍ଯ୍ୟଅସ୍ତ ନ ହେଉଣୁ କ୍ରୋଧ ପରିତ୍ୟାଗ କର;

Gade chapit la Kopi

ଓଡିଆ ବାଇବେଲ

26 କ୍ରୋଧ କର କିନ୍ତୁ ପାପ କର ନାହିଁ; ସୁର୍ଯ୍ୟ ଅସ୍ତ ନ ହେଉଣୁ କ୍ରୋଧ ପରିତ୍ୟାଗ କର, ପୁଣି, ଶୟତାନକୁ ସ୍ଥାନ ଦିଅ ନାହିଁ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 କ୍ରୋଧ କର କିନ୍ତୁ ପାପ କର ନାହିଁ; ସୂର୍ଯ୍ୟ ଅସ୍ତ ନ ହେଉଣୁ କ୍ରୋଧ ପରିତ୍ୟାଗ କର, ପୁଣି, ଶୟତାନକୁ ସ୍ଥାନ ଦିଅ ନାହିଁ।

Gade chapit la Kopi

ପବିତ୍ର ବାଇବଲ

26 ଯେତେବେଳେ ତୁମ୍ଭର କ୍ରୋଧ ହୁଏ, ସେତେବେଳେ ଅତି କ୍ରୋଧୀ ହୋଇ ପାପ କର ନାହିଁ।

Gade chapit la Kopi




ଏଫିସୀୟ 4:26
22 Referans Kwoze  

ପ୍ରିୟ ଭାଇମାନେ, ମନେରଖ। ତୁମ୍ଭେମାନେ ଶୁଣିବାରେ ତତ୍ପର ହେବା ଉଜିତ, କିନ୍ତୁ ଭାବିଚିନ୍ତି କଥା କୁହ।


କିନ୍ତୁ ମୁଁ କହୁଛି, ଯେ କେହି କୌଣସି ଭାଇ ଉପରେ ରାଗିଯାଏ, ସେ ମଧ୍ୟ ବିଚାରର ସମ୍ମୁଖୀନ ହେବ। ଯେ ଭାଇକୁ ନିର୍ବୋଧ କହି ତାତ୍ସଲ୍ୟ କରେ, ସେ ମହାବିଚାରାଳୟରେ ଦଣ୍ଡନୀୟ ହେବ। ପୁଣି ଯେ ଭାଇକୁ ନରାଧମ ମୂର୍ଖ ବୋଲି କହେ, ତା’ର ନରକାଗ୍ନିରେ ନିକ୍ଷିପ୍ତ ହେବାର ବିପଦ ରହିଛି।


ଯୀଶୁ ସେମାନଙ୍କ ଆଡ଼କୁ ରାଗି ଚାହିଁଲେ ଏବଂ ସେମାନଙ୍କ ଠିନ ହୃଦୟ ଦେଖି ଦୁଃଖିତ ହେଲେ। ତା’ପରେ ସେହି ଲୋକକୁ କହିଲେ, “ହାତ ବଢ଼ାଅ।” ସେ ହାତ ବଢ଼ାଇବା ମାତ୍ରେ ସୁସ୍ଥ ହୋଇଗଲା।


ସେହି ଲୋକମାନଙ୍କୁ ଶିଷ୍ୟମାନେ ତିରସ୍କାର କରୁଥିବା ଦେଖି, ଯୀଶୁ ଶିଷ୍ୟମାନଙ୍କ ଉପରେ ବିରକ୍ତ ହୋଇ କହିଲେ, “ପିଲାମାନଙ୍କୁ ମୋ’ ନିକଟକୁ ଆସିବାକୁ ଦିଅ; ସେମାନଙ୍କୁ ବାଧା ଦିଅ ନାହିଁ, କାରଣ ଶିଶୁମାନଙ୍କ ପରି ଲୋକମାନେ ସ୍ୱର୍ଗରାଜ୍ୟ ଅଧିକାର କରିବେ।


କ୍ରୋଥରେ ସଂଯୁତ ହୁଅ, କାରଣ ମନୁଷ୍ୟର କ୍ରୋଧ ଦ୍ୱାରା ଈଶ୍ୱରଙ୍କ ପବିତ୍ର ସଙ୍କଳ୍ପ ବିପନ୍ନ ହୁଏ।


Swiv nou:

Piblisite


Piblisite