Biblia Todo Logo
Bib sou entènèt

- Piblisite -




ଏଫିସୀୟ 4:3 - ପବିତ୍ର ବାଇବଲ (CL) NT (BSI)

3 ପବିତଆତ୍ମାଙ୍କ ସାହାଯ୍ୟରେ ଶାନ୍ତିରେ ଅବସ୍ଥାନ କରିବା ଦ୍ୱାରା ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଏକତା ପ୍ରତିଷ୍ଠିତ ହୋଇଛି, ତାହାକୁ ପ୍ରାଣପଣେ ସୁରକ୍ଷା କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଶାନ୍ତିରୂପ ବନ୍ଧନରେ ଆତ୍ମାଙ୍କ ଐକ୍ୟ ରକ୍ଷା କରିବା ନିମନ୍ତେ ଯନିବାନ ହୁଅ।

Gade chapit la Kopi

ଓଡିଆ ବାଇବେଲ

3 ଶାନ୍ତିରୂପ ବନ୍ଧନରେ ବାନ୍ଧି ହୋଇ ଆତ୍ମାଙ୍କ ଐକ୍ୟ ରକ୍ଷା କରିବା ନିମନ୍ତେ ଯତ୍ନବାନ ହୁଅ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଶାନ୍ତିରୂପ ବନ୍ଧନରେ ବାନ୍ଧି ହୋଇ ଆତ୍ମାଙ୍କ ଐକ୍ୟ ରକ୍ଷା କରିବା ନିମନ୍ତେ ଯତ୍ନବାନ ହୁଅ।

Gade chapit la Kopi

ପବିତ୍ର ବାଇବଲ

3 ତୁମ୍ଭେ ସମସ୍ତେ ପବିତ୍ରଆତ୍ମାଙ୍କ ଦ୍ୱାରା ଶାନ୍ତିର ବନ୍ଧନରେ ଏକତ୍ର ହୋଇ ରୁହ। ଏହିଭଳି ରହିବା ପାଇଁ ପାରୁ ପର୍ଯ୍ୟନ୍ତ ଚେଷ୍ଟା କର। ଆତ୍ମାଦତ୍ତ ଶାନ୍ତି ତୁମ୍ଭକୁ ବାନ୍ଧି ରଖୁ।

Gade chapit la Kopi




ଏଫିସୀୟ 4:3
16 Referans Kwoze  

ଭାଇମାନେ, ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅଧିକାର ବଳରେ ମୁଁ ତୁମ୍ଭମାନଙ୍କୁ ଆବେଦନ କରୁଛି, ଆଲୋଚନା କରିବା ସମୟରେ ଏକ ମତ ହୁଅ। ତା’ହେଲେ ତୁମ ମଧ୍ୟରେ କୌଣସି ବିଭେଦ ରହିବ ନାହିଁ।


ସମସ୍ତଙ୍କ ସହ ଶାନ୍ତିରେ ବାସ କରିବାକୁ ଓ ପବିତ୍ର ଜୀବନ ଯାପନ କରିବାକୁ ଉଦ୍ୟମ କର; କାରଣ ତାହା ବ୍ୟତୀତ କେହି ପ୍ରଭୁଙ୍କର ଦର୍ଶନ ଲାଭ କରିବ ନାହିଁ।


ଏବେ ତୁମକୁ ମୁଁ ଗୋଟିଏ ନୂଆ ଆଜ୍ଞା ଦେଉଛି; ପରସ୍ପରକୁ ପ୍ରେମ କର। ମୁଁ ତୁମ୍ଭମାନଙ୍କୁ ଯେପରି ପ୍ରେମ କରିଛି, ତୁମେ ମଧ୍ୟ ସେହିପରି ପରସ୍ପରକୁ ପ୍ରେମ କରିବା ଉଚିତ୍।


ଭାଇମାନେ, ମୋର ଶେଷ କଥା ଏହି- ନିଜ ନିଜକୁ ସଂଶୋଧନ କର, ମୋର ପରାମର୍ଶ ଗ୍ରହଣ କର, ସମସ୍ତେ ଏକମତ ହୁଅ ଓ ଶାନ୍ତିରେ ବାସ କର। ପ୍ରେମ ଓ ଶାନ୍ତିରେ ଈଶ୍ୱର ତୁମ୍ଭମାନଙ୍କ ସହିତ ରହନ୍ତୁ।


ସେମାନଙ୍କ କାର୍ଯ୍ୟ ଲାଗି ସେମାନଙ୍କୁ ଆନ୍ତରିକଭାବେ ଭକ୍ତି ଓ ପ୍ରେମ କର। ପରସ୍ପର ସହିତ ଶାନ୍ତିରେ ବାସ କର।


ଆମ୍ଭମାନଙ୍କ ଶରୀର ଏକ, ଆତ୍ମା ମଧ୍ୟ ଏକ। ପୁଣି ଏକ ଭରସା ଦେଇ ଈଶ୍ୱର ଆମ୍ଭମାନଙ୍କୁ ଆହ୍ୱାନ କରିଛନ୍ତି।


ସେଥିପାଇଁ ଆମେ ସମସ୍ତେ ଆମ ବିଶ୍ୱାସରେ ଓ ଈଶ୍ୱରଙ୍କ ପୁତ୍ର ସମ୍ପର୍କୀୟ ଜ୍ଞାନରେ ଐକ୍ୟବଦ୍ଧ ହେବୁ, ଖ୍ରୀଷ୍ଟଙ୍କ ପୂର୍ଣ୍ଣତାପ୍ରାପ୍ତ ହୋଇ ଆମେ ପରିପକ୍ୱ ହେବୁ।


ରାଜ୍ୟର ଲୋକେ ଯଦି ଦଳ ଦଳ ହୋଇ ପରସ୍ପର ବିରୁଦ୍ଧରେ ଯୁଦ୍ଧ କରନ୍ତି, ସେହି ରାଜ୍ୟ ଖଣ୍ଡ ବିଖଣ୍ଡ ହୋଇଯିବ।


Swiv nou:

Piblisite


Piblisite