ଏଫିସୀୟ 4:7 - ପବିତ୍ର ବାଇବଲ (CL) NT (BSI)7 ଖ୍ରୀଷ୍ଟ ଦେଇଥିବା ପରିମାଣ ଅନୁଯାୟୀ ଆମେ ପ୍ରତ୍ୟେକେ ଗୋଟିଏ ଗୋଟିଏ ବିଶେଷ ଦାନ ପାଇଛୁ। Gade chapit laପବିତ୍ର ବାଇବଲ (Re-edited) - (BSI)7 କିନ୍ତୁ ଖ୍ରୀଷ୍ଟଙ୍କ ଦାନର ପରିମାଣ ଅନୁସାରେ ଆମ୍ଭମାନଙ୍କ ପ୍ରତ୍ୟେକକୁ ଅନୁଗ୍ରହ ଦତ୍ତ ହୋଇଅଛି। Gade chapit laଓଡିଆ ବାଇବେଲ7 କିନ୍ତୁ ଖ୍ରୀଷ୍ଟଙ୍କ ଦାନର ପରିମାଣ ଅନୁସାରେ ଆମ୍ଭମାନଙ୍କ ପ୍ରତ୍ୟେକକୁ ଅନୁଗ୍ରହ ଦିଆଯାଇଅଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 କିନ୍ତୁ ଖ୍ରୀଷ୍ଟଙ୍କ ଦାନର ପରିମାଣ ଅନୁସାରେ ଆମ୍ଭମାନଙ୍କ ପ୍ରତ୍ୟେକକୁ ଅନୁଗ୍ରହ ଦିଆଯାଇଅଛି। Gade chapit laପବିତ୍ର ବାଇବଲ7 ଖ୍ରୀଷ୍ଟ ଆମ୍ଭ ପ୍ରତ୍ୟେକଙ୍କୁ ଗୋଟିଏ ବିଶେଷ ଅନୁଗ୍ରହ ଦାନ ଦେଇଛନ୍ତି। Gade chapit la |
ଈଶ୍ୱରଙ୍କ ପାଇଁ ଏକତ୍ର କାର୍ଯ୍ୟ କରୁଥିବାରୁ ଆମେ ତୁମ୍ଭମାନଙ୍କୁ ମିନତି କରୁଛୁ, ତୁମ ଜୀବନରେ ଈଶ୍ୱରଙ୍କ ଅନୁଗ୍ରହ ବିଫୁଳ କର ନାହିଁ। ୨ କାରଣ ସେ କହିଛନ୍ତି: “ତୁମ୍ଭମାନଙ୍କ ପ୍ରତି ଦୟା ସମୟ ଆସିବାରୁ ମୁଁ ତୁମ୍ଭମାନଙ୍କର ଆବେଦନ ଶୁଣିଲି, ପରିତ୍ରାଣ ଦିନାର ତୁମର ସହୟ ହେଲି।” ଦେଖ! ଏହା ହେଉଛି, ଈଶ୍ୱରଙ୍କ ଅନୁଗ୍ରହ ଗ୍ରହଣ କରିବା ସମୟ। ଆଜି ହେଉଛି ପରିତ୍ରାଣର ଦିନ।